ଲଶ୍କର-ଜୈଶ୍‌ ସହିତ କୌଣସି ସମ୍ପର୍କ ନ ଥିବା କହିଲା ତାଲିବାନ…

କାବୁଲ୍‌,୧୮।୭: ପାକିସ୍ତାନରେ ଆଶ୍ରୟ ନେଇଥିବା ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବା ଏବଂ ଜୈଶ୍‌-ଇ-ମହମ୍ମଦ ସହିତ ତାଲିବାନର କୌଣସି ସମ୍ପର୍କ ନାହିଁ। ଏସମ୍ପର୍କରେ ତାଲିବାନ ପ୍ରବକ୍ତା ସୁହୈଲ ଶାହିନ୍‌ କହିଛନ୍ତି। ଆଫଗାନିସ୍ତାନ ଲଶ୍କର-ଇ-ତୋଏବା ଏବଂ ଜୈଶ୍‌-ଇ-ମହମ୍ମଦ ଭଳି ସଂଗଠନକୁ ଅନ୍ୟ ଦେଶରେ ଅଶାନ୍ତି ସୃଷ୍ଟି ଲାଗି ବ୍ୟବହାର କରିବ ନାହିଁ ବୋଲି ସେ ପ୍ରକାଶ କରିଛନ୍ତି। ପାକିସ୍ତାନର ଆତଙ୍କବାଦୀ ସଂଗଠନ ସହିତ ତାଲିବାନର କୌଣସି ସମ୍ପର୍କ ନ ଥିବା ସେ କହିଛନ୍ତି। ଏକ ସାକ୍ଷାତ୍‌କାରରେ ସୁହୈଲ ଏଭଳି ସୂଚନା ଦେଇଛନ୍ତି।

Share