Categories: ଜାତୀୟ

୧୦୦ କି.ମି.ରୁ ତଳକୁ ଖସିବା ଚନ୍ଦ୍ରୟାନ-୩ ପାଇଁ କଠିନ ହେବ

ବେଙ୍ଗାଲୁରୁ,୮ା୮: ଚନ୍ଦ୍ରୟାନ-୩ ବର୍ତ୍ତମାନ ପର୍ଯ୍ୟନ୍ତ ଠିକ୍‌ଠାକ୍‌ ଚାଲିଛି। ଲୁନାର କକ୍ଷସ୍ଥଳ ଶହେ କି.ମିରୁ ତଳକୁ ଖସାଇବା କଠିନ ହେବ ବୋଲି ଇସ୍ରୋ ମୁଖ୍ୟ ଏସ୍‌ ସୋମନାଥ କହିଛନ୍ତି। ଚନ୍ଦ୍ରଯାନ ତା’ର ନିମ୍ନ କକ୍ଷ ପଥରେ ୧୭ ତାରିଖରେ ପହଞ୍ଚିବ। ଚଳିତ ଥର ଏହା ଯେଭଳି ଭଲ ଭାବେ ଅବତରଣ କରାଯାଇପାରିବ ସେଥିପ୍ରତି ଦୃଷ୍ଟି ଦିଆଯାଇଛି ବୋଲି ଇସ୍ରୋ ଅଧ୍ୟକ୍ଷ କହିଛନ୍ତି।

Share