ରାତି ପାହିଲେ ଖୋଲିବ ରତ୍ନଭଣ୍ଡାର: ଏ ବର୍ଷ ବଢ଼ିବନି ସୁନାବେଶ ଦର୍ଶନ ସମୟ

ପୁରୀ,୧୭।୭: ଏବର୍ଷ ସୁନାବେଶ ଦର୍ଶନ ସମୟ ବଢ଼ିବନି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏ ନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି,ଯେଉଁ ସମୟ ନିର୍ଘଣ୍ଟ ହୋଇଛି ସେତିକି ସମୟ ହିଁ ମହାପ୍ରଭୁଙ୍କ ଦର୍ଶନ ମିଳିବ। ରାତି ୧୧ଟାରେ ସୁନାବେଶ ଦର୍ଶନ ବନ୍ଦ ହେବ। କାଲି ରତ୍ନଭଣ୍ଡାର ଖୋଲିବାକୁ ଥିବା ବେଳେ ଭଣ୍ଡାର ମେକାପ ସେଥିରେ ବ୍ୟସ୍ତ ରହିବେ। ତେଣୁ ସୁନାବେଶ ଦର୍ଶନ ସମୟ ବଢ଼ିବ ନାହିଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପାଢ଼ୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂରଣ ହେବ କି ପୋପ ଫ୍ରାନ୍ସିସଙ୍କ ଶେଷ ଇଚ୍ଛା: ଜାଣନ୍ତୁ କ’ଣ ଥିଲା

ଭାଟିକାନ୍‌ ସିଟି,୨୧।୪: ଖ୍ରୀଷ୍ଟିଆନ ସମ୍ପ୍ରଦାୟର ସର୍ବୋଚ୍ଚ ଧାର୍ମିକ ନେତା ପୋପ ଫ୍ରାନ୍ସିସଙ୍କ ଦେହାନ୍ତ, ଯାହା ସାରା ବିଶ୍ୱରେ ଖ୍ରୀଷ୍ଟିଆନ ସମ୍ପ୍ରଦାୟ ମଧ୍ୟରେ ଶୋକର ଛାୟା ଖେଳାଇ...

କେବଳ ଜଣେ ଖେଳାଳିଙ୍କୁ ପ୍ରମୋଶନ ଦେଲା BCCI, କିଏ ସେ ଭାଗ୍ୟଶାଳୀ?

ନୂଆଦିଲ୍ଲୀ,୨୧।୪: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ୨୦୨୪-୨୫ ସିଜିନ ପାଇଁ ଏହାର କେନ୍ଦ୍ରୀୟ ଚୁକ୍ତି ତାଲିକାରେ ମୋଟ ୩୪ ଜଣ ଖେଳାଳିଙ୍କୁ ସାମିଲ କରିଛି।...

ଦିନ ୨ଟା ୩୦ ସୁଦ୍ଧା ୪୪ଡ଼ିଗ୍ରୀ ଅତିକ୍ରମ କଲା ତାତି, ଉପକୂଳରେ ଆଦ୍ରତା କରୁଛି କଲବଳ

ଭୁବନେଶ୍ୱର,୨୧।୪: ରାଜ୍ୟରେ ବୃଦ୍ଧି ପାଇଛି ତାତିର ପ୍ରଭାବ। ପଶ୍ଚିମରେ ପ୍ରବଳ ତାତି ଅନୁଭୂତ ହେଉଥିଲା ବେଳେ ଉପକୂଳର ଆଦ୍ରତା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ରବିବାର ଝାରସୁଗୁଡା...

ନକଲି ଆଦିବାସୀଙ୍କୁ ଚିହ୍ନଟ ଦାବି ତେଜିଲା: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଦିବାସୀ ଯୁବ ନେତା

କର୍ଲାମୁଣ୍ଡା:୨୧।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କିଛି ଅଣ ଆଦିବାସୀ ଜାତି ଗତ ପ୍ରମାଣ ପତ୍ର ହାସଲ କରି ଶିକ୍ଷୟିତ୍ରୀ, ଶିକ୍ଷକ ଭାବେ...

କୋରାପୁଟ ଜିଲାପାଳ ପାଇଲେ ପ୍ରଧାନମନ୍ତ୍ରୀ ଆଓ୍ବାର୍ଡ

କୋରାପୁଟ/ପଟ୍ଟାଙ୍ଗି,୨୧।୪(ଅମିତାଭ ବେହେରା/ଶରତ କୁମାର ଧଳ): କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ଗତ ୨୦୨୪ ମସିହାରେ ଜିଲାରେ ଉଲ୍ଲେଖନୀୟ କାର୍ଯ୍ୟକାରିତା ପାଇଁ କୋରାପୁଟ ଜିଲାପାଳ ଭି କୀର୍ତି...

ପୂର୍ବତନ ଡିଜିପିଙ୍କୁ ମାଛ ଖାଇବାକୁ ଦେଇ ଛୁରୀ ଭୁସି ଦେଇଥିଲେ ସ୍ତ୍ରୀ, ତଦନ୍ତରୁ ହେଲା ବଡ଼ ଖୁଲାସା

ବେଙ୍ଗାଲୁରୁ,୨୧।୪: କର୍ଣ୍ଣାଟକର ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଓମ ପ୍ରକାଶଙ୍କ ହତ୍ୟା ସମ୍ପର୍କିତ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏବେ ସୂଚନା ଆସିଛି...

ସଇତାନ ସ୍ବାମୀର କାରନାମା: ସ୍ତ୍ରୀକୁ ମାରି ବକ୍ସ ଖଟରେ ୨ ଦିନ ଲୁଚାଇଲେ

ନବରଙ୍ଗପୁର,୨୧।୪(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଂଚଳରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ଏଠାରେ ଜଣେ ବ୍ୟକ୍ତି ସ୍ତ୍ରୀ ହତ୍ୟା କରି ବକ୍ସ ଖଟରେ...

୭ ହାଇକୋର୍ଟ ବିଚାରପତିଙ୍କ ବଦଳି ସୁପାରିଶ କଲେ ସୁପ୍ରିମକୋର୍ଟ କଲେଜିୟମ, ଓଡ଼ିଶା ଆସିବେ ଜଷ୍ଟିସ ଦୀକ୍ଷିତ କୃଷ୍ଣ ଶ୍ରୀପାଦ 

ନୂଆଦିଲ୍ଲୀ,୨୧।୪: ଅନ୍ତର୍ଭୁକ୍ତି, ବିବିଧତା ଏବଂ ନ୍ୟାୟ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ, ସୁପ୍ରିମକୋର୍ଟ କଲେଜିୟମ ଦେଶର ବିଭିନ୍ନ ହାଇକୋର୍ଟରେ ସାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image