ହ୍ବାଟ୍ସଆପ୍‌ରେ ଆଇଟିଆର୍‌ ଦାଖଲ

ଭୁବନେଶ୍ୱର,୨୧।୭(ଅନୁରାଧା ମହାରଣା): ୨୦୨୩-୨୪ ଆର୍ଥିକ ବର୍ଷ ଏବଂ ମୂଲ୍ୟାଙ୍କନ ବର୍ଷ ୨୦୨୪-୨୫ ପାଇଁ ଆୟକର ରିଟନର୍ର୍(ଆଇଟିଆର୍‌) ଦାଖଲ କରିବାର ସମୟସୀମା ଶେଷହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ଯଦି ଟିକସଦାତାମାନେ ଜରିମାନା ଏଡ଼ାଇବା ପାଇଁ ଯଥାଶୀଘ୍ର ରିଟର୍ନ ଦାଖଲ କରିବାକୁ ଚାହୁଁଛନ୍ତି, ତେବେ ହ୍ବାଟ୍ସ୍‌ଆପ୍‌ ମାଧ୍ୟମରେ ଆୟକର ରିଟର୍ନ ଦାଖଲ କରିବା ସହଜ ହେଉଛି। ବିଶେଷକରି ଆଉଟସୋର୍ସିଂ ବା ଅସ୍ଥାୟୀ କର୍ମଚାରୀ ହ୍ବାଟ୍ସଆପ୍‌ ମାଧ୍ୟମରେ ଟିକସ ଦାଖଲ କରିବାକୁ ସହଜ ମଣୁଛନ୍ତି। ହ୍ବାଟ୍ସଆପ୍‌ରେ ଠିକ୍‌ ପୈଠ କରିବାକୁ ସର୍ବପ୍ରଥମେ କ୍ଲିୟର ଟ୍ୟାକ୍ସର ହ୍ବାଟ୍ସ୍‌ଆପ୍‌ ନମ୍ବର ସେଭ୍‌ କରି ‘ହାଏ’ ମେସେଜ୍‌ କରିବାକୁ ପଡ଼ିବ। ପରବର୍ତ୍ତୀ ସମୟରେ ଭାଷା ଚୟନକରି ଆବଶ୍ୟକ ବିବରଣୀ ଯେପରିକି ପ୍ୟାନ୍‌ ନମ୍ବର, ଆଧାର ନମ୍ବର, ବ୍ୟାଙ୍କ ବିବରଣୀ ଆଦି ଦେବାକୁ ପଡ଼ିବ। ଏହାପରେ ଏଆଇ ବଟ୍‌ ସାହାଯ୍ୟରେ ଆଇଟିଆର୍‌ ଫର୍ମ ୧ ରୁ ୪ ପୂରଣକରି ଦେୟ ପ୍ରକ୍ରିୟା ସମାପ୍ତ କରିବାକୁ ହେବ। ଦେୟ ପ୍ରଦାନ ପ୍ରକ୍ରିୟା ସମାପ୍ତହେବା ନେଇ ଉପଭୋକ୍ତାଙ୍କ ନମ୍ବରକୁ ଏକ ମେସେଜ୍‌ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri