ଥରିଲା ଆଫଗାନିସ୍ତାନ, ଜମ୍ମୁ-କଶ୍ମୀରରେ ଦେଖାଗଲା ଏହାର ପ୍ରଭାବ

ଶ୍ରୀନଗର/କାବୁଲ,୨୮।୧୧: ଗୁରୁବାର (୨୮ ନଭେମ୍ବର) ଅପରାହ୍ନରେ ଜମ୍ମୁ କଶ୍ମୀରର କିଛି ଅଞ୍ଚଳରେ ସାମାନ୍ୟ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି କହିଛି ଯେ ଆଫଗାନିସ୍ତାନରେ ୫.୮ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଅନୁଭୂତ ହୋଇଛି।
ରାତି ପ୍ରାୟ ୪ଟା ୧୯ରେ ହିମାଳୟ ଅଞ୍ଚଳର ବିଭିନ୍ନ ସ୍ଥାନରେ ସାମାନ୍ୟ କମ୍ପନ ଅନୁଭୂତ ହୋଇଥିଲା। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁଯାୟୀ ଏହି ଭୂକମ୍ପର କେନ୍ଦ୍ର ହେଉଛି ଆଫଗାନିସ୍ତାନ-ତାଜିକିସ୍ତାନ ସୀମା ଅଞ୍ଚଳ। ତାଜିକିସ୍ତାନର ପାମିର ମାଉଣ୍ଟ ରେଞ୍ଜର ‘ଗରମ ଚଶମା’ ହଟ୍‌ ସ୍ପ୍ରିଙ୍ଗସ୍‌ ନିକଟରେ ଏହି ଭୂକମ୍ପ ଘଟିଛି। ତାଜିକିସ୍ତାନ ଏବଂ ଆଫଗାନିସ୍ତାନର ଅନ୍ତର୍ଜାତୀୟ ସୀମା ନିକଟରେ ଏହି ଭୂକମ୍ପ ଘଟିଛି। ନ୍ୟାସନାଲ ସେସମୋଲୋଜି ସେଣ୍ଟର ଅନୁଯାୟୀ, ୩୦ ଦିନ ମଧ୍ୟରେ ତାଜିକିସ୍ତାନରେ ଏହା ଅଷ୍ଟମ ଭୂକମ୍ପ।
ଏହାର ପୂର୍ବ ରିପୋର୍ଟରେ କୁହାଯାଇଛି ଯେ ତାଜିକିସ୍ତାନର ସମଗ୍ର ଅଞ୍ଚଳ ଭୂକମ୍ପ ସକ୍ରିୟ ଅଞ୍ଚଳରେ ପଡିଛି। ରିପୋର୍ଟରେ କୁହାଯାଇଛି ଯେ ଦେଶର ୫୦ପ୍ରତିଶତ ଜମି ୯ତୀବ୍ରତା ଭୂକମ୍ପରେ, ୩୮ ପ୍ରତିଶତ ୮ ଟି ତୀବ୍ରତା ଅଞ୍ଚଳରେ ଏବଂ ୧୨ ପ୍ରତିଶତ ୭ଟି ତୀବ୍ରତା ଅଞ୍ଚଳରେ ଅବସ୍ଥିତ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାରେ ବଢୁଛି hMPV ଭୂତାଣୁର ପ୍ରଭାବ! ଭାରତ ରଖିଛି କଡା ନଜର, ଜାରି ହେଲା ଗାଇଡଲାଇନ

ନୂଆଦିଲ୍ଲୀ,୪।୧: ଚାଇନାରେ ହ୍ୟୁମାନ ମେଟାନିମୋଭାଇରସ (hMPV) ର ଦ୍ରୁତ ବିସ୍ତାର ଭୟକୁ ଆହୁରି ବଢାଇ ଦେଇଛି ଯେ ଏହା କରୋନା ଜୀବାଣୁ ପରି ମହାମାରୀ ରୂପ...

ଅଭିଯୋଗ କରିବାକୁ ଆସିଥିବା ମହିଳାଙ୍କୁ ବଳାତ୍କାର କଲେ ପୋଲିସ ଅଧିକାରୀ!

ବେଙ୍ଗାଲୁରୁ,୪।୧: କର୍ନାଟକର ତୁମକୁରୁ ଜିଲାର ମଧୁଗୁରି ସବ ଡିଭିଜନର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ବି ରାମଚନ୍ଦ୍ରପ୍ପା ଜଣେ ମହିଳାଙ୍କ ସହ ଆପତ୍ତିଜନକ ବ୍ୟବହାର କରିଥିବାରୁ ତାଙ୍କୁ ନିଲମ୍ବିତ...

ନୀତୀଶଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ସଞ୍ଜୟ

ନୂଆଦିଲ୍ଲୀ,୪।୧: ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ନେତା ତଥା ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ଭାଜପାକୁ ଟାର୍ଗେଟ କରିଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀରେ ସେ...

ଅତୁଲ ସୁଭାଷ ସୁଇସାଇଡ ମାମଲା: ପତ୍ନୀ ନିକିତାଙ୍କ ସମେତ ସମସ୍ତ ୪ ଅଭିଯୁକ୍ତଙ୍କୁ ମିଳିଲା ବେଲ୍‌

ବେଙ୍ଗାଲୁରୁ,୪।୧: ଅତୁଲ ସୁଭାଷ ଆତ୍ମହତ୍ୟା ମାମଲାରେ ବେଙ୍ଗାଲୁରୁର ସିଟି ସିଭିଲ କୋର୍ଟ ଶନିବାର (ଜାନୁୟାରୀ ୪, ୨୦୨୫)ରେ ତାଙ୍କ ପତ୍ନୀ ନିକିତା ସିଙ୍ଗାଣିଆ, ତାଙ୍କ ମାତା...

ଓଡ଼ିଶାରେ ପ୍ରଥମଥର ଆୟୋଜିତ ହେଉଛି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ, ଜାଣନ୍ତୁ କେଉଁଠୁ ଆସୁଛନ୍ତି ସବୁଠାରୁ ଅଧିକ NRI

ନୂଆଦିଲ୍ଲୀ,୪।୧: ପ୍ରଥମ ଥର ପାଇଁ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ (ପିବିଡି) ଆୟୋଜିତ ହେଉଛି। ଭୁବନେଶ୍ୱରରେ ଅନୁଷ୍ଠିତ ୧୮ତମ ପ୍ରବାସୀ ଭାରତୀୟ ଦିବସ...

ଦିଲ୍ଲୀ ବିଧାନସଭା ନିର୍ବାଚନରେ ପ୍ରଥମଥର ପାଇଁ ଭୋଟ ଦେବେ ପାକିସ୍ତାନୀ ହିନ୍ଦୁ ଶରଣାର୍ଥୀ

ନୂଆଦିଲ୍ଲୀ,୪।୧: ଦେଶର ରାଜଧାନୀ ଦିଲ୍ଲୀରେ ଗୋଟିଏ ପଟେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଧରାଯାଉଛି, ସେମାନଙ୍କ ଡକ୍ୟୁମେଣ୍ଟ ଯାଞ୍ଚ କରାଯାଉଛି ଏବଂ ସେମାନଙ୍କୁ ଗିରଫ କରାଯାଉଥିବା ବେଳେ ଅନ୍ୟପଟେ...

ଚାଇନା ଫୁଡ ମାର୍କେଟରେ ଲାଗିଲା ନିଆଁ, ୮ ମୃତ ୧୫ ଗୁରୁତର

ବେଜିଂ,୪।୧: ଚାଇନାର ଉତ୍ତର ସହର ଝାଙ୍ଗଜିଆକୋ ସହରର ଏକ ଫୁଡ ମାର୍କେଟରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୮ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ...

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା

ନୂଆଦିଲ୍ଲୀ,୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପାର ପ୍ରଥମ ପ୍ରାର୍ଥି ତାଲିକା ପ୍ରକାଶ ପାଇଛି। ୨୯ ଜଣ ପ୍ରାର୍ଥୀଙ୍କ ଏହି ତାଲିକାରେ ଅରବିନ୍ଦ କେଜରିୱାଲ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri