Posted inଜାତୀୟ

ହୋଇଗଲା ଫାଇନାଲ! ଏଠି ରହିବେ ପୂର୍ବତନ ସିଏମ କେଜରିଓ୍ବାଲ

ନୂଆଦିଲ୍ଲୀ,୨।୧୦: ଅରବିନ୍ଦ କେଜରିୱାଲ ନିଜ ବାସଭବନ ପରିବର୍ତ୍ତନ କରିଛନ୍ତି। କେଜରିଓ୍ବାଲ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ବର୍ତ୍ତମାନ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଖାଲି କରିବାକୁ ପଡିବ। ତେବେ କେଜରିଓ୍ବାଲଙ୍କ କେଉଁଠି ରହିବେ ଏନେଇ ଚୂଡାନ୍ତ ହୋଇଛି। ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ସେ ତାଙ୍କ ନୂଆ ଘରକୁ ଯିବେ ବୋଲି ଆଶା କରାଯାଉଛି। କେଜରିଓ୍ବାଲଙ୍କ ନୂଆ ବାସଭବନ ଫେରୋଜଶା ରୋଡରେ ରହିବ। ତେବେ ବଙ୍ଗଳାକୁ ନେଇ ଏବେ ବି ସନ୍ଦେହ ଲାଗି ରହିଛି।

କେଜରିଓ୍ବାଲ ଅନେକ ଥର କହିଛନ୍ତି ଯେ, ସେ ଏପର୍ଯ୍ୟନ୍ତ ଦିଲ୍ଲୀରେ ନିଜ ପାଇଁ କୌଣସି ଘର ନିର୍ମାଣ କରିନାହାଁନ୍ତି। ସେ ଏପରି ଏକ ଘର ଚାହୁଁଛନ୍ତି ଯେଉଁଥିରେ କୌଣସି ବିବାଦ ହେବନାହିଁ। ଏଥିସହ ସେ ଚାହୁଁଛନ୍ତି ବିଧାନସଭା ନିକଟରେ ଏକ ଘରେ ରହିବେ ଯାହାଦ୍ୱାରା ସେ ଲୋକଙ୍କ ସହ ଯୋଡି ହୋଇ ରହିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗଡକରୀଙ୍କ ବଡ଼ ସୂଚନା, ଏଣେତେଣେ ପାନଛେପ ପକାଇଲେ ଖବରକାଗଜରେ ବାହାରିବ…

ନୂଆଦିଲ୍ଲୀ,୨।୧୦: ଅକ୍ଟୋବର ୨ରେ ଗାନ୍ଧୀ ଜୟନ୍ତୀ ଅବସରରେ ସାରା ଦେଶରେ ସ୍ବଚ୍ଛତା ଅଭିଯାନ କରାଯାଉଛି। କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଆଜି ନାଗପୁର ମୁନସିପାଲଟି କର୍ପୋରେସନର...

ପାଣିକୁ ଖସିଲା ବାୟୁସେନା ହେଲିକପ୍ଟର, ଆଉ ତା’ ପରେ…

ପାଟ୍‌ନା,୨ା୧୦: ବିହାରର ମୁଜାଫରପୁରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ ହେଲିକପ୍ଟର ପାଣିକୁ ଖସିପଡ଼ିଛି। କୁହାଯାଉଛି, ଏହି ହେଲିକପ୍ଟରଟି ବନ୍ୟା ରିଲିଫ୍‌ ସାମଗ୍ରୀ ନେଇ...

ମା’ଙ୍କୁ ମାରି ଖଣ୍ଡ ଖଣ୍ଡ କରି ଖାଇଦେଇଥିଲେ ପୁଅ: ଫାଶୀଦଣ୍ଡ ହାଇକୋର୍ଟରେ କାଏମ

ମୁମ୍ବାଇ, ୨।୧୦:୨୦୧୭ ଅକ୍ଟୋବର ୨୮ରେ ମହାରାଷ୍ଟ୍ରର କୋହ୍ଲାପୁରସ୍ଥିତ ମାକଡ୍‌ଓ୍ବାଲା ବସାହାତ ଅଞ୍ଚଳରେ ମଦ ପିଇବା ପାଇଁ ଟଙ୍କା ନ ଦେବାରୁ ସୁନୀଲ କୁଚ୍‌କରୋଭି ନାମକ ଜଣେ...

ଏଲ୍‌ଏସିରେ ଅସ୍ବାଭାବିକ ସ୍ଥିତି: ମାନିଲେ ସେନାମୁଖ୍ୟ

ନୂଆଦିଲ୍ଲୀ,୨ା୧୦(ପି.ଟି.)”ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ସ୍ଥିତି ସ୍ଥିର ରହିଥିଲେ ମଧ୍ୟ ସ୍ବାଭାବିକ ନ ଥବା ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ମଙ୍ଗଳବାର କହିଛନ୍ତି।...

ସ୍ମାର୍ଟଫୋନ୍‌ ନେବା ପରେ ଡେଲିଭରି ଏଜେଣ୍ଟଙ୍କୁ ହତ୍ୟାକଲେ ଗ୍ରାହକ: ଜାଣନ୍ତୁ କାହିଁକି

ଲକ୍ଷ୍ନୌ,୨ା୧୦:ଉତ୍ତରପ୍ରଦେଶର ଲକ୍ଷ୍ନୌରେ ରହୁଥିବା ଜଣେ ବ୍ୟକ୍ତି ଅନ୍‌ଲାଇନରେ ଫ୍ଲିପ୍‌କାର୍ଟରୁ ୨ଟି ସ୍ମାର୍ଟଫୋନ୍‌ ମଗାଇଥିଲେ। ଡେଲିଭରି ସମୟରେ ଦାମ୍‌ ପୈଠ କରିବାକୁ ସେ ସର୍ତ୍ତ ରଖିଥିଲେ। ଡେଲିଭରି...

ସ୍କୁଲ ଫି’ ଦେଇ ନ ଥିବା ପିଲାଙ୍କୁ ଖରାରେ ବସାଇଲେ ପ୍ରିନ୍ସିପାଲ

ଲକ୍ଷ୍ନୌ,୨ା୧୦:ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲା ଅନ୍ତର୍ଗତ ଶ୍ୟାମରାଜି ହାଇସ୍କୁଲର ୫୦ରୁ ଊର୍ଦ୍ଧ୍ୱ ପିଲା ଫି’ ପୈଠ କରି ନ ଥିବାରୁ ସ୍କୁଲ୍‌ ପ୍ରିନ୍ସିପାଲ ସେମାନଙ୍କୁ ଗେଟ୍‌ ବାହାରେ...

୨୦୨୮ରେ ଭାରତର ଶୁକ୍ର ମିଶନ

ବେଙ୍ଗାଲୁରୁ, ୨।୧୦:‘ଚନ୍ଦ୍ରୟାନ-୩’ ମିଶନର ସଫଳତା ପରେ ଭାରତୀୟ ମହାକାଶ ଗବେଷଣା ସଂଗଠନ(ଇସ୍ରୋ) ‘ମିଶନ ଶୁକ୍ର’ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଇସ୍ରୋର ଏହି ବହୁ ପ୍ରତୀକ୍ଷିତ...

ଗାନ୍ଧୀ ଜୟନ୍ତୀରେ ସ୍ବତନ୍ତ୍ର ବାର୍ତ୍ତା ଦେଳେ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗାନ୍ଧୀ ଜୟନ୍ତୀ ଅବସରରେ ମହାତ୍ମା ଗାନ୍ଧୀଙ୍କୁ ସ୍ମରଣ କରି ଏକ ସ୍ବତନ୍ତ୍ର ବାର୍ତ୍ତା ଲେଖିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri