ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ନଡ୍ଡା, କହିଲେ ରାଜ୍ୟରେ ପଦ୍ମ…

ପୁରୀ,୧୯।୭: ପୁରୀ କାର୍ଯ୍ୟକାରିଣୀ ବୈଠକରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉଦ୍‌ବୋଧନ ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ସେବା ପାଇଁ ସୁଯୋଗ ଦେଇଥିବାରୁ ଓଡ଼ିଶାବାସୀଙ୍କୁ ପ୍ରଣାମ। ଅକ୍ଳାନ୍ତ ପରିଶ୍ରମ କରି ରାଜ୍ୟରେ ପଦ୍ମ ଫୁଟାଇଥିବାରୁ କର୍ମୀଙ୍କୁ ବଧାଇ ଜଣାଇଛନ୍ତି।

ନଡ୍ଡା କହିଛନ୍ତି, ଓଡ଼ିଶାକୁ ବିକାଶ ପଥରେ ନେବାରେ ଭାଜପା କୌଣସି ସୁଯୋଗ ଛାଡ଼ିବନି। ଲୋକ ସଭା ସିଟ ଡବଲ କରିବାକୁ କହିଥିଲି, ଆପଣମାନେ ୨୦ ସିଟ ଦେଲେ। ଲୋକସଭା ପାଇଁ ୪୫% ଭୋଟ ଦେଲେ, ଆପଣମାନଙ୍କୁ କୃତଜ୍ଞତା। ବିଧାନସଭାରେ ୪୦.୭% ଭୋଟ ସହ ସରକାର ଗଠନ ସୁଯୋଗ ଦେଲେ।

ଏଥିସହ ନଡ୍ଡା କଂଗ୍ରେସ ଉପରେ ବର୍ଷିଛନ୍ତି। କହିଛନ୍ତି, ଆଜି ଦେଶରେ ୧୮ଟି ରାଜ୍ୟରେ ଏନଡିଏ, ୧୩ ରାଜ୍ୟରେ ଭାଜପା ସରକାର ରହିଛି।ଦେଶର ୫୭% ଭୂଭାଗରେ ଭାଜପାର ସରକାର ଚାଲିଛି। କଂଗ୍ରେସ ଅମରିଲତା ପରି, ପର ଭରସାରେ ବଞ୍ଚିଛି। ପରଜୀବୀ ଭଳି ଅନ୍ୟ ପାର୍ଟି ସହାୟତାରେ କଂଗ୍ରେସ ସିଟ ଜିତିଛି। ସହଯୋଗୀଙ୍କ ଭୋଟ ଖାଇ ନିଜକୁ ବଞ୍ଚାଇ ରଖିଛି କଂଗ୍ରେସ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ...

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ

କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri