ବଢିଲା ଏଲନ ମସ୍କଙ୍କ ଚିନ୍ତା: ଟୁଇଟରକୁ ଟକ୍କର ଦେବ ଏହି ଆପ୍‌

ନୁୟର୍କ, ୧୨।୨: ଜ୍ୟାକ ଡୋର୍ସି ସୋସିଆଲ ମିଡିଆ ଆପ ଟୁଇଟର କରିଥିଲେ, ଯାହା ଏକ ସମୟରେ ବେଶ ଲୋକପ୍ରିୟ ଥିଲା, ଯାହାକୁ ଏଲନ ମସ୍କ କିଣି ଏହାକୁ ଏକ୍ସ ନାମରେ ନାମିତ କରିଥିଲେ। ତେବେ, ସାଧାରଣ ବ୍ୟବହାରକାରୀଙ୍କ ପାଇଁ ବର୍ତ୍ତମାନ ଜ୍ୟାକ ଡୋର୍ସି ତାଙ୍କର ନୂତନ ସୋସିଆଲ ମିଡିଆ ଆପ ବ୍ଲୁସ୍କାଏ ଆଣିଛନ୍ତି। ଏହା ଟୁଇଟର ସହିତ ପ୍ରତିଦ୍ୱନ୍ଦ୍ୱିତା କରିବ। ପ୍ରକାଶ ଯେ, ପୂର୍ବରୁ ବ୍ଲୁସ୍କାଏ ଏକ ଇନଭାଇଟ୍‌ ଭିତ୍ତିକ ପ୍ଲାଟଫର୍ମ ଥିଲା । ଅର୍ଥାତ୍‌ ଆପଣ ଏଥିରେ ଲଗ୍‌ ଇନ୍‌ କରିବା ପାଇଁ ଏକ ଇନଭାଇଟ୍‌ କୋଡ ଆବଶ୍ୟକ ହେଉଥିଲା, କିନ୍ତୁ ବର୍ତ୍ତମାନ ଆପଣ ସାଇନ ଅପ ବିନା ସୋସିଆଲ ମିଡିଆ ଆପ ବ୍ଲୁସ୍କାଏ ବ୍ୟବହାର କରିପାରିବେ। ଅର୍ଥାତ୍‌ ଏହି ପ୍ଲାଟଫର୍ମରେ ଯେକେହି ବି ସାଇନ କରିପାରିବେ।

ବ୍ଲୁସ୍କାଏ ଆପ୍‌ ଟୁଇଟର ପରି ଦେଖାଯାଉଛି । ୨୦୨୧ରେ ଜ୍ୟାକ ଡୋର୍ସିଙ୍କ ଦ୍ୱାରା ବ୍ଲୁସ୍କାଏ କରାଯାଇଥିଲା। ବ୍ଲୁସ୍କାଏ ମାଧ୍ୟମରେ ଜଣେ ପରସ୍ପର ସହ କଥା ହୋଇପାରେ।ବ୍ଲୁସ୍କାଏକୁ ପ୍ରଥମେ ଟୁଇଟର ସହିତ ସହିତ ଲିଙ୍କ୍‌ କରାଯାଇଥାନ୍ତା, କିନ୍ତୁ ବର୍ତ୍ତମାନ ଏହି ଆପ୍‌ ସଂପୂର୍ଣ୍ଣ ସ୍ବତନ୍ତ୍ର। ଏହା ଧୀରେ ଧୀରେ ଅଭିବୃଦ୍ଧି ହାସଲ କରୁଛି। ଏହା ଲଞ୍ଚ୍‌ ହେବା ପରଠାରୁ ଏହି ଆପକୁ ୧ ମିଲିୟନରୁ ଅଧିକ ୟୁଜର୍ସ ମିଳିସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଦିନେ ଆମେରିକାର ରାଷ୍ଟ୍ରପତି ହେବେ ଏଲୋନ ମସ୍କ? ଏହି ପ୍ରଶ୍ନର ଏମିତି ଉତ୍ତର ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୧୨: ନିକଟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ କରାଯାଇଛି, ସେ ମଧ୍ୟ ଖୁବ ଶୀଘ୍ର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।...

ଭାରତରୁ ପଙ୍ଗା ନେଲା ତ ଆମେରିକା ଶିଖାଇଲା ବୁଦ୍ଧି, ଏବେ ଚାଇନାର ନିଷ୍ପତ୍ତିକୁ ନେଇ ଅଡୁଆରେ ପଡିବେ ଟ୍ରୁଡୋ!

ଟରଣ୍ଟୋ,୨୩।୧୨: କାନାଡା ପାଇଁ ଆଉ ଏକ ଖରାପ ଖବର ସାମ୍ନାକୁ ଆସିଛି, ଯାହା ଭାରତ ସହ ସମ୍ପର୍କକୁ ନଷ୍ଟ କରିସାରିଛି। ଏଥର ଏହି ପ୍ରସଙ୍ଗ ଚାଇନା...

ଗାଜାରେ ଏୟାରଷ୍ଟ୍ରାଇକ୍‌: ୨୦ ମୃତ

ଦେଇର ଅଲ୍‌-ବଲାହ,୨୩ା୧୨: ଇସ୍ରାଏଲୀ ସେନା ଶନିବାର ରାତିରୁ ଗାଜା ଷ୍ଟ୍ରିପ୍‌ ଉପରେ ଏୟାରଷ୍ଟ୍ରାଇକ୍‌ ଜାରି ରଖିଥିବାବେଳେ ଏଥିରେ ୫ ପିଲାଙ୍କ ସମେତ ଅନୂ୍ୟନ ୨୦ ଜଣ ପାଲେଷ୍ଟିନୀୟଙ୍କ...

ବ୍ରାଜିଲରେ ବିମାନ ଦୁର୍ଘଟଣା

ବ୍ରାସିଲିଆ,୨୨ା୧୨: ବ୍ରାଜିଲର ଦକ୍ଷିଣ ଭାଗରେ ଅବସ୍ଥିତ ପର୍ଯ୍ୟଟନ ସହର ଗ୍ରାମାଡୋରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସହର କେନ୍ଦ୍ରସ୍ଥଳରେ ଥିବା...

ହସ୍ପିଟାଲକୁ ଧକ୍କାଦେଲା ହେଲିକପ୍ଟର: ଚାଲିଗଲା ୪ ଜୀବନ

ଆଙ୍କାରା,୨୨ା୧୨:ତୁର୍କୀରେ ରବିବାର ସକାଳେ ପ୍ରବଳ କୁହୁଡ଼ି ଯୋଗୁ ଏକ ହେଲିକପ୍ଟର ହସ୍ପିଟାଲ୍‌କୁ ଧକ୍କା ଦେବା ଫଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ହେଲିକପ୍ଟରର...

ମୋଦିଙ୍କୁ ମିଳିଲା ‘ଦ ଅର୍ଡର ଅଫ ମୁବାରକ ଅଲ କବୀର’ ସମ୍ମାନ

କୁଏତ ସିଟି,୨୨।୧୨: କୁଏତ ଗସ୍ତର ଶେଷ ଦିନ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାୟନ ପ୍ୟାଲେସରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। କୁଏତ ପ୍ରଧାନମନ୍ତ୍ରୀ...

ମୋଦିଙ୍କୁ କୁଏତ୍‌ରେ ଗାର୍ଡ ଅଫ ଅନର୍‌

କୁଏତ ସିଟି,୨୨।୧୨: କୁଏତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। କୁଏତର ବାଇନ ପ୍ୟାଲେସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଗାର୍ଡ ଅଫ ଅନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri