ଦୋଳପୂର୍ଣ୍ଣିମାରେ ସୁନାବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ,୧୪ା୩: ଶୁକ୍ରବାର ଦୋଳ ବେଦିରେ ଦୋଳପୂର୍ଣ୍ଣିମା ନୀତି ସହ ଶ୍ରୀମନ୍ଦିର ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେଉଛି। ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଦୋଳପୂର୍ଣ୍ଣିମା ଉପଲକ୍ଷେ ୨ଜଣ ଅତିରିକ୍ତ ଏସ୍‌ପି, ୧୧ ଡିଏସ୍‌ପି, ୧୦ ଇନ୍ସପେକ୍ଟର, ୨୧ ଏସ୍‌ଆଇ ଓ ଏଏସ୍‌ଆଇ, ୮ ହାବିଲଦାର, କନଷ୍ଟେବଳ ଡବ୍ଲ୍ୟୁସି ୩, ହୋମଗାର୍ଡ ୩୩, ଏପିଆର୍‌ ୩୨ ଜଣ ଏବଂ ୧୭ ସେକ୍ସନ ଫୋର୍ସ ମୁତୟନ ରହିଥିବା ପୋଲିସ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଏପରିକି ଫାଲ୍‌ଗୁନ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଗୁରୁବାର ଦୋଳବେଦିରେ ମହାପ୍ରଭୁଙ୍କ ଅଗ୍ନିଉତ୍ସବ ଓ ମେଣ୍ଢାପୋଡ଼ି ନୀତି ସମ୍ପନ୍ନ ହୋଇଛି। ଏହା ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା।

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ପୂର୍ଣ୍ଣିମା ପରମ୍ପରା ଅନୁଯାୟୀ ଠାକୁର ବିମାନରେ ବସି ନଗର କୀର୍ତ୍ତନ କରିବା ସହ ସହର ପରିକ୍ରମା କରୁଛନ୍ତି। ଏନେଇ ଉତ୍ସବମୁଖର ହୋଇ ଉଠିଛି ଗାଁଠୁ ସହର। ଉଡୁଛି ନାଲି ଗୋଲାପି ଅବିର। ଘଣ୍ଟ ଘଣ୍ଟାରେ କମ୍ପୁଛି ମେଳଣ ପଡ଼ିଆ। ଭକ୍ତଙ୍କ ସହିତ ଭଗବାନଙ୍କ ଫଗୁ ଖେଳର ଅପୂର୍ବ ପର୍ବ ବହନ କରୁଥିବା ଏପରି ମେଳଣ ରାଜ୍ୟରେ ନିଆରା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ପରେ ବୌଦ୍ଧରେ ବ୍ରାଉନସୁଗାର କାରବାର: ଧରାପଡ଼ିଲେ ୩ ଅଭିଯୁକ୍ତ

ବୌଦ୍ଧ,୧୮।୩( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଗଞ୍ଜେଇ କାରବାରକୁ ନେଇ ଚର୍ଚ୍ଚାର ଥିବା ବେଳେ ଏବେ ବ୍ରାଉନସୁଗାର କାରବାର ପଦାକୁ ଆସିଛି। ବୌଦ୍ଧ ପୋଲିସ...

ଭାଲୁ ଆବୁଡ଼ରେ ପଡ଼ିଗଲେ ୨ ମହିଳା

ଦେବଗଡ଼,୧୮।୩(ଶାଶଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ତିଳେଇବଣି ବ୍ଳକ ଲଇମୁରା ଫରେଷ୍ଟ ସେକ୍ସନରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି। ଭାଲୁ ଆକ୍ରମଣରେ ମଙ୍ଗଳବାର ୨ଜଣ ମହିଳା...

ରଙ୍ଗ ବୋଳି ମହିଳାଙ୍କୁ ଅସଦାଚରଣ: ଥାନାରେ ଶିକ୍ଷକ ଅଟକ

ସାବରଙ୍ଗ,୧୮।୩(କାଳିପଦ ରାୟ): ଭଦ୍ରକ ଜିଲା କଷିଆ ସାମୁଦ୍ରିକ ଥାନା ଅଧୀନ ବିଦେଇପୁର ଡିହମଳିକ ସାହିରେ ଘଟିଛି ଏକ ଲଜ୍ଜା ଜନକ ଘଟଣା। ଜଣେ ଶିକ୍ଷକ ଗ୍ରାମର...

ଅନାସ୍ଥା ଭୋଟ ନ ହେବା ଘଟଣା: ତହସିଲ କାର୍ଯ୍ୟାଳୟରେ ତାଲା ପକାଇ ୱାର୍ଡ ସଭ୍ୟାସଭ୍ୟଙ୍କ ବିକ୍ଷୋଭ, ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧୮।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକଙ୍କ ଅନାସ୍ଥା ସମ୍ପର୍କରେ ଆଲୋଚନା ଓ ଗୁପ୍ତ ଭୋଟ ପାଇଁ...

କଟକବାସୀଙ୍କ ପାଇଁ ଖୁସି ଖବର: ଭୁବନେଶ୍ୱରରୁ ତ୍ରିସୁଲିଆ ପର୍ଯ୍ୟନ୍ତ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ବିସ୍ତାର କରାଯିବ

ଭୁବନେଶ୍ୱର,୧୮।୩: ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ପ୍ରସାରଣ କରିବାକୁ ଯାଉଛି। ଓଡ଼ିଶା ସରକାର ଭୁବନେଶ୍ୱରରୁ ତ୍ରିସୁଲିଆ ପର୍ଯ୍ୟନ୍ତ ପ୍ରସ୍ତାବିତ ଟ୍ରେନ୍...

ବନ ବିଭାଗର ବଡ଼ ପଦକ୍ଷେପ: ଜଙ୍ଗଲ ନିଆଁ ରୋକିବ…

ଭୁବନେଶ୍ୱର,୧୮।୩: ଚିନ୍ତା ବଢାଉଛି ଜଙ୍ଗଲ ନିଆଁ। ଏହାକୁ ରୋକିବା ପାଇଁ ବନ ବିଭାଗ ପକ୍ଷରୁ ପ୍ରୟାସ କରାଯାଉଛି। ହେଲେ ବଭିନ୍ନ ସ୍ଥାନରେ ଜଙ୍ଗଲ ନିଆଁ ଭୟଙ୍କର...

୨୧ରୁ କନ୍ଧମାଳ ମହୋତ୍ସବ : ରାଇକିଆରେ ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆରମ୍ଭ

ରାଇକିଆ,୧୮।୩(ପ୍ରଦୀପ ବେହେରା): ୨୧ ତାରିଖରୁ ଆରମ୍ଭ ହେବାକୁ ଥିବା କନ୍ଧମାଳ ମହୋତ୍ସବ ଅବସରରେ ରାଇକିଆ ଜୀବନ ଜ୍ୟୋତି ମହାବିଦ୍ୟାଳୟ ଖେଳ ପଡ଼ିଆଠାରେ ବ୍ଲକ ପ୍ରଶାସନ ତରଫରୁ...

ଖୋଲିବ ହତ୍ୟା ଘଟଣାର ଗୁମର! ନବ ଦାସଙ୍କ ଘରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ

ଭୁବନେଶ୍ୱର, ୧୮।୩: ନବ ଦାସ ହତ୍ୟା ମାମଲାରେ ମଙ୍ଗଳବାର ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ ଝାରସୁଗୁଡ଼ାସ୍ଥିତ ଘରେ ପହଞ୍ଚିଛନ୍ତି। ବୟାନ ରେକର୍ଡ ପାଇଁ କ୍ରାଇମବ୍ରାଞ୍ଚ ଟିମ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image