ତିରୁପତି ପରେ ଶ୍ରୀମନ୍ଦିର? ଜିଲାପାଳଙ୍କ ବଡ଼ ସୂଚନା…

ପୁରୀ,୨୪।୯: ତିରୁପତି ପ୍ରସାଦ ଲଡୁରେ ନକଲି ଘିଅ ବ୍ୟବହାର ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ପ୍ରମାଣ ମିଳିଛି ଯେ, ତିରୁପତିଙ୍କ ଲଡୁରେ ବ୍ୟବହାର ହେଉଥିବା ଘିଅରେ ପଶୁ ଚର୍ବି ଓ ମାଛତେଲର ମାତ୍ରା ଥିଲା। ତେବେ ଏହାର ପ୍ରମାଣ ମିଳିବା ପରେ ସବୁ ଧର୍ମାବଲମ୍ବୀ ଭକ୍ତଙ୍କୁ ଶକ୍ତ ଝଟ୍‌କା ଲାଗିଛି। ଏହି ଘଟଣା ପରେ ଆକ୍ସନ ମୁଡ୍‌କୁ ଆସିଛନ୍ତି ପୁରୀ ଜିଲାପାଳ।

ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଏନେଇ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିରରେ ନକଲି ଘିଅ ବ୍ୟବହାର ହେଉଥିବା ସମ୍ଭାବନା ରହିଛି। ତେଣୁ ଖୁବ୍‌ଶୀଘ୍ର ବ୍ୟବହୃତ ଘିଅର ମାନ ଯାଞ୍ଚ ହେବ। ଏନେଇ ସୁଆର, ମହାସୁଆର ନିଯୋଗ ସହ ଆଲୋଚନା କରାଯିବ। ଓମ୍‌ଫେଡ୍‌ ଓ ଅନ୍ୟ ସଂସ୍ଥା ସହ ମଧ୍ୟ ଆଲୋଚନା କରିବୁ। ଏହାପରେ ମହାପ୍ରସାନ ସହ ଦୀପରେ ବ୍ୟବହୃତ ହେଉଥିବା ଘିଅକୁ ଫୁଡ୍‌ ସେଫ୍ଟି ଅଫିସରଙ୍କ ଦ୍ୱାରା ଯାଞ୍ଚ କରାଯିବ। ତେବେ ମାନ ଯାଞ୍ଚ କରାଯାଇ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚା ମଧ୍ୟରେ ବଡ଼ ପ୍ରତିକ୍ରିୟା ଦେଲା JSW, ଓଡ଼ିଶାରୁ ଓହରି ନାହିଁ କମ୍ପାନୀ

ଭୁବନେଶ୍ୱର,୨୪।୯: ଓଡ଼ିଶାରେ ପ୍ରସ୍ତାବିତ ୪୦,୦୦୦ କୋଟି ଟଙ୍କାର ବୈଦୁତିକ ଯାନ(ଇଭି) ଏବଂ ବ୍ୟାଟେରୀ ପ୍ରକଳ୍ପକୁ ପ୍ରତ୍ୟାହାର କରୁନାହିଁ ବୋଲି କମ୍ପାନୀର ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର...

ସରିଲା ବାଲିଯାତ୍ରା: ଶେଷଦିନରେ ଭକ୍ତଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ: ବିଶ୍ୱାସ ଅଛି ବାଲିଯାତ୍ରା ହେଲେ ଶୀତ ଆସେ। ଆଉ ବାଲିଯାତ୍ରା ସମୟରେ ପ୍ରବଳ ବର୍ଷା ହେବାର ନଜିର ରହିଛି। ଏହା...

ଜରାଜୀର୍ଣ୍ଣ ଅବସ୍ଥାରେ ବଡ଼ ଶଙ୍ଖ ଯାତ୍ରୀ ବିଶ୍ରାମାଗାର

ବ୍ରାହ୍ମଣୀଗାଁ,୨୪।୯:ସରକାର ଲୋକଙ୍କ ହିତ ପାଇଁ ଅଜସ୍ର ଟଙ୍କା ଖର୍ଚ୍ଚ କରୁଥିବାବେଳେ ବ୍ରାହ୍ମଣୀଗାଁରେ ଚିତ୍ର କିଛି ଓଲଟା ରହିଛି। ବ୍ରାହ୍ମଣୀଗାଁ ଥାନା ଅଧୀନସ୍ଥ ବଡ଼ଶଙ୍ଖ ଛକ ନିକଟରେ...

ବିକଶିତ ଓଡ଼ିଶାର ପ୍ରକୃତ ସାରଥୀ ହେବେ ଦକ୍ଷ ଯୁବ ଶକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଲୋକସେବା ଭବନରେ ୱାର୍ଲଡ ସ୍କିଲ କମ୍ପିଟେସନରେ ଭାଗ ନେଇଥିବା ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ...

ନବୀନଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ବଦ୍ରି ପାତ୍ର: ବିଜେଡି ହାରିବାର କାରଣ…

ଭୁବନେଶ୍ୱର,୨୪।୯:ନିର୍ବାଚନ ଫଳାଫଳ ଆସିବାର ଇତିମଧ୍ୟରେ ୩ ମାସ ବିତିଗଲାଣି। ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଁ ରାଜ୍ୟରେ ସରକାର ଗଢିଛି। ଏବେ...

ଭତ୍ତା ଆଣିବାକୁ ଗୁରୁଣ୍ଡି ଗୁରୁଣ୍ଡି ପଞ୍ଚାୟତ ଅଫିସ୍‌ ଗଲେ ବୃଦ୍ଧା

କେନ୍ଦୁଝର,୨୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ):ସାମାଜିକ ସୁରକ୍ଷା ଭତ୍ତା ଟଙ୍କା ପାଇବା ପାଇଁ ଗୁରୁଣ୍ଡି ଗୁରୁଣ୍ଡି ଦୁଇ କିଲୋମିଟର ପଞ୍ଚାୟତକୁ ଗଲେ ବୃଦ୍ଧା। ଏମିତି ଏକ ଦୃଶ୍ୟ ଦେଖୁବାକୁ...

ଲକ୍ଷ୍ମୀ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ): ଆସିଲା ପାର୍ବଣ ଋତୁ। ଏଥିପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଧୀରେ ଧୀରେ ଉତ୍ସବ ମୁଖର ହେବାରେ ଲାଗିଛି।...

ନବୀନଙ୍କ ସମ୍ମୁଖରେ ପରାଜୟର ୩ କାରଣ ଖୋଲି କହିଦେଲେ ପ୍ରଦୀପ ମାଝୀ

ଭୁବନେଶ୍ୱର,୨୪।୯:ଗତ ନିର୍ବାଚନରେ ବିଜେଡିର ବଡ଼ ପରାଜୟ ପରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ସହ ପ୍ରାୟତଃ ଆଲୋଚନା କରୁଛନ୍ତି। ଦଳର ପରାଜୟ ପାଇଁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri