ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣଙ୍କ ବିରୋଧରେ ହାଇକୋର୍ଟ ଗଲେ ଭାଜପା ନେତା ଜଗନ୍ନାଥ

ଭୁବନେଶ୍ୱର,୧୮।୭: ହାଇକୋର୍ଟ ଗଲେ ଭୁବନେଶ୍ବର ମଧ୍ୟ ଭାଜପା ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ। ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ବିରୋଧରେ ନିର୍ବାଚନୀ ମାମଲା ରୁଜୁ କରିଛନ୍ତି। ଭୋଟ ଗଣତିରେ ବ୍ୟାପକ ଜାଲିଆତି ଅଭିଯୋଗ କରି ପିଟିଶନ ଦାଖଲ କରିଥିବା ଜଗନ୍ନାଥଙ୍କ ପକ୍ଷରୁ ଲଢୁଥିବା ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କ ସୂଚନା ଦେଇଛନ୍ତି। ଆଇନଜୀବୀଙ୍କ କହିବାନୁଯାୟୀ, ନିର୍ବାଚନକୁ ଅବୈଧ ଘୋଷଣା କରି ସାନି ନିର୍ବାଚନ ପାଇଁ ଦାବି କରାଯାଇଛି।

ସୂଚନାଯୋଗ୍ୟ, ୨୦୨୪ ବିଧାନସଭା ନିର୍ବାଚନରେ ଭୁବନେଶ୍ବର ମଧ୍ୟରୁ ଭାଜପା ପ୍ରାର୍ଥୀ ଜଗନ୍ନାଥ ପ୍ରଧାନମାତ୍ର ୩୭ ଖଣ୍ଡ ଭୋଟରେ ଅନନ୍ତ ନାରାୟଣଙ୍କ ଠାରୁ ପରାସ୍ତ ହୋଇଥିଲେ। ତେବେ ନିର୍ବାଚନୀ ଫଳାଫଳାକୁ ନେଇ ଅସନ୍ତୁଷ୍ଟ ଜଗନ୍ନାଥ ଆଜି ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର,୧୬ା୯(ସତ୍ୟଜିତ୍‌ ରାଉତ): ସୁଭଦ୍ରା ଯୋଜନାର ଶୁଭାରମ୍ଭ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭୁବନେଶ୍ୱର ଆସୁଛନ୍ତି। ଏଥିପାଇଁ ରାଜଧାନୀରେ ବିପୁଳ...

ମା’ ହାତୀ ମୃତ୍ୟୁର ତିନିଦିନ ପରେ ଛୁଆ ଉଦ୍ଧାର

ଭବାନୀପାଟଣା/ନର୍ଲା,୧୬ା୯ (ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର)- କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଅନ୍ତର୍ଗତ ରେଗଡିମାଲ ନିକଟ ଜଙ୍ଗଲ ପାର୍ଶ୍ୱରୁ ଗତ ଶୁକ୍ରବାର ଏକ...

ସୁଭଦ୍ରା ନାଁ’ରେ ବଡ଼ ଠକେଇ: ମହିଳାଙ୍କ ଖାତାରୁ ୧୨ ହଜାର ଟଙ୍କା ଗାଏବ

ନିମାପଡ଼ା,୧୬।୯(ବିଚିତ୍ରାନନ୍ଦ ସାହୁ): ସୁଭଦ୍ରା ଯୋଜନାରେ ମହିଳାମାନଙ୍କ ଖାତାକୁ ଟଙ୍କା ଯିବାର ଗୋଟିଏ ଦିନ ପୂର୍ବରୁ ବଡ଼ ଠକେଇରେ ପଡିଛନ୍ତି ମହିଳା। ଚାହୁଁଛହୁଁ ଖାତାରୁ ଉଡିଯାଇଛି କଷ୍ଟ...

ସୁଭଦ୍ରା ଟଙ୍କା ପାଇଁ କୋରାପୁଟରୁ ଭୁବନେଶ୍ୱର ଆସିଲେ ୧୦୦ ମହିଳା

କୋରାପୁଟ,୧୬।୯(ଅମିତାଭ ବେହେରା ): ମଙ୍ଗଳବାର ଭୁବନେଶ୍ୱରଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରାଯିବ । ଏନେଇ ସୋମବାର କୋରାପୁଟ ଜିଲାରୁ ୧୦୦ଜଣ ସୁଭଦ୍ରା ହିତାଧିକାରୀ ବସ୍‌ ଯୋଗେ...

ହାତୀ ଉପଦ୍ରବ: ଭାଙ୍ଗିଲେ ଘର, ଧାନ ବସ୍ତାରେ ଥିବା ଟଙ୍କା ଖାଇଗଲେ

କେନ୍ଦୁଝର,୧୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡ ତେଲକୋଇ ବନାଞ୍ଚଳରେ ହାତୀଙ୍କ ଉପଦ୍ରଵ ବଢ଼ିବାରେ ଲାଗିଛି। ଫଳରେ ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ବଢୁଛି। ଖାଦ୍ୟ ଅନ୍ବେଷଣରେ ଜଙ୍ଗଲରୁ...

କାର ଭିତରେ ଅଜଗର: ୫ ଘଣ୍ଟା ଉଦ୍ୟମ ପରେ ହେଲା ଉଦ୍ଧାର

ଯାଜପୁର,୧୬।୯: କାର ଭିତରୁ ବାହାରିଲା ଅଜଗର। ଏଭଳି ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ତେନ୍ତୁଲିଖୁଣ୍ଟା ଗାଁ ହୁଣ୍ଡାଇ ସୋ’ ରୁମ ନିକଟରେ। ଜଣେ...

ଭୁବନେଶ୍ୱର ରାଜରାସ୍ତାରେ ବେପରୁଆ ଡ୍ରାଇଭିଂ ଘଟଣା: ୫ ଜଣଙ୍କୁ ବାନ୍ଧିଲା ପୋଲିସ, ୨ଟି ଗାଡ଼ି ଜବତ

ଭୁବନେଶ୍ବର,୧୬।୯: ରାଜଧାନୀ ଭୁବନେଶ୍ୱରରେ ବେପରୁଆ ଡ୍ରାଇଭିଂ କରିବାରୁ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ଏଥିସହିତ ୨ଟି ଗାଡ଼ି ମଧ୍ୟ ଜବତ କରାଯାଇଛି...

ନଦୀ ପାର ହେଉଥିଲେ: ଝାମ୍ପିନେଲା କୁମ୍ଭୀର

କେନ୍ଦ୍ରାପଡ଼ା,୧୬।୯: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଧୀନ ଦିନିଆରି ଗାଁରେ ସୋମବାର ଏକ ଅଘଟଣ ଘଟିଛି। ନଦୀ ପାର ହେବା ବେଳେ ଜଣେ ବୃଦ୍ଧଙ୍କୁ ଝାମ୍ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri