ଜି ଉଦୟଗିରରେ ଜଗନ୍ନାଥଙ୍କ ଗଜାନନ ବେଶ

ଜି ଉଦୟଗିରି,୨୨।୬(ଶିଶିର ପଟ୍ଟନାୟକ ): ଜି ଉଦୟଗିରି ଜଗନ୍ନାଥ ମନ୍ଦିରରେ ଶନିବାର ଦିନ ସ୍ନାନ ପୂର୍ଣ୍ଣିମା ତିଥିରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ,ସୁଭଦ୍ରା ଓ ସୁଦର୍ଶନଙ୍କ ସ୍ନାନ ବିଧି ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଠାକୁର ମାନଙ୍କୁ ପହଣ୍ଡି କରି ସ୍ନାନ ମଣ୍ଡପକୁ ଅଣାଯିବ ପରେ ପୁରହିତ ସୂର୍ଯ୍ୟ ନାରାୟଣ ଆଚାର୍ଯ୍ୟ ଓ ସୁଧାଂଶୁ ଆଚାର୍ଯ୍ୟ ପୂଜା ନୀତି ଆରମ୍ଭ କରିଥିଲେ। ଏହାପରେ ମନ୍ଦିର ପୂଜକ ଅଛୁତ୍ୟ ପଣ୍ଡା, ଚନ୍ଦ୍ର କାନ୍ତ ପଣ୍ଡା, ମାନସ ପଣ୍ଡା ସମେତ ସମସ୍ତ ପୂଜକ ମାନେ ୧୦୮ ଢାଳ ସୁବାସିତ ଜଳରେ ଠାକୁରମାନଙ୍କୁ ସ୍ନାନ କରାଯିବ ପରେ ଜଗନ୍ନାଥ ଓ ବଳଭଦ୍ରଙ୍କୁ ହାତୀ ବେଶ କରାଯାଇଥିଲା ।

ମନ୍ଦିର କମିଟି ସଭାପତି ବିନୋଦବିହାରୀ ଦାଶ, ସମ୍ପାଦକ ଅରୁଣ କୁମାର ସଢଙ୍ଗୀ , ପରିଚାଳନା କମିଟି ସଦସ୍ୟ ମନୋରଞ୍ଜନ ପତି, କାଳୁ ଚରଣ ପଣ୍ଡା , ଅଶୋକ କୁମାର ପାତ୍ର, ଅସ୍ମିନ କୁମାର ପାତ୍ର, ସଞ୍ଜୟ ଆଚାର୍ଯ୍ୟ, ବୁବୁଲ ଆଚାର୍ଯ୍ୟ , ସନ୍ତୋଷ ଆଚାର୍ଯ୍ୟ,ଦଣ୍ଡପାଣି ପାଢ଼ୀ ସମେତ କମିଟି ସଦସ୍ୟ ମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ସ୍ନାନ ଯାତ୍ରା ଦେଖିବା ପାଇଁ ଶ୍ରଦ୍ଧାଳୁ ମାନଙ୍କ ଗହଳି ଦେଖିବାକୁ ମିଳିଥିଲା


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri