Posted inଜାତୀୟ

ରାଜ୍ୟ ସଭାରେ ରାଗିଗଲେ ଜଗଦୀପ ଧନଖର: କଂଗ୍ରେସ ଏମ୍‌ପିଙ୍କୁ ଦେଲେ ଗାଳି

ନୂଆଦିଲ୍ଲୀ,୧।୭: ରାଜ୍ୟ ସଭାରେ ସୋମବାର ମଧ୍ୟ ହଟ୍ଟଗୋଳ ଜାରି ରହିଛି। କଂଗ୍ରେସ ଏମ୍‌ପି ପ୍ରମୋଦ ତିୱାରୀ କହିଛନ୍ତି, ଯେତେବେଳେ ବିରୋଧୀ ଏମ୍‌ପିମାନେ କୁହନ୍ତି, ମାଇକ ବନ୍ଦ ହୋଇଯାଏ। ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନଖର ଏହା ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।
ଜଗଦୀପ ଧନଖର କହିଛନ୍ତି, ଏହି ମାଇକ ବନ୍ଦ କରିବାକୁ କାହାର ଅଧିକାର ନାହିଁ। ଏଭଳି ବିବୃତ୍ତି ଦେଇ ସଂସଦ ଅପମାନିତ ହେଉଛି। ମାଇକ ଟେକ୍ନୋଲୋଜି ମାଧ୍ୟମରେ ଚାଲେ, କେହି ମାଇକ ବନ୍ଦ କରନ୍ତି ନାହିଁ।
ରାଜ୍ୟ ସଭାରେ ବିରୋଧୀଦଳର ନେତା ମଲ୍ଲିକାର୍ଜୁନ ଖାର୍ଗେ ମଧ୍ୟ ମାଇକ ବନ୍ଦ ହେଉଥିବା ଅଭିଯୋଗ କରିଥିଲେ। ଅଧ୍ୟକ୍ଷ ଏହାକୁ ବିରୋଧ କରିଥିଲେ। ଜଗଦୀପ ଧନଖର ମଲ୍ଲିକାର୍ଜୁନ ଖାର୍ଜଙ୍କୁ ପଚାରିଥିଲେ ଯେ ଖାର୍ଗେ ଜୀ, ଆପଣ ବିଶ୍ୱାସ କରନ୍ତି କି ମାଇକ ବନ୍ଦ ହୋଇଯାଉଛି। ଆପଣଙ୍କର ୫୪ ବର୍ଷର ଅଭିଜ୍ଞତା ଅଛି। ଲୋକମାନେ ଆପଣଙ୍କଠାରୁ ଶିଖନ୍ତି। ଏଭଳି ମନ୍ତବ୍ୟ ମନ୍ତବ୍ୟ ଦେବା ଅଶୋଭନୀୟ।


Enter your email to get our daily news in your inbox.

All Right Reserved By Dharitri.Com

‘ଆପଣଙ୍କର ଦେହ ଠିକ୍‌ ଅଛି ତ… ଆବେଦନକାରୀଙ୍କୁ ଏମିତି କହିଦେଲେ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ,୩।୭: ଦିଲ୍ଲୀ ହାଇକୋର୍ଟ ବୁଧବାର ଏପରି ଏକ ଯାଚିକାକୁ ଖାରଜ କରିଛନ୍ତି ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ବାଚନ ଲଢିବାକୁ ଅଯୋଗ୍ୟ ଘୋଷଣା କରିବାକୁ ଦାବି...

ମନର ଯନ୍ତ୍ରଣା ପ୍ରକାଶ କଲେ ରାଜ୍ୟ ସଭା ଅଧ୍ୟକ୍ଷ: କହିଲେ, ଏତେ ଉପହାସ, ଏତେ ଅପମାନ…

ନୂଆଦିଲ୍ଲୀ,୩।୭:ରାଜ୍ୟ ସଭାରେ ଚାଲିଥିବା ହଟ୍ଟଗୋଳ ମଧ୍ୟରେ ଅଧ୍ୟକ୍ଷ ଜଗଦୀପ ଧନଖର ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବୁଧବାର ବିରୋଧୀଙ୍କୁ କହିଛନ୍ତି, ସମ୍ବିଧାନକୁ ଏତେ ପରିହାସ କରାଯାଉଥିବାରୁ...

ମୋଦିଙ୍କୁ ଭେଟିବେ ଟିମ୍‌ ଇଣ୍ଡିଆର ଖେଳାଳି: ବିଶ୍ୱଚାମ୍ପିୟନ୍‌ ଟିମ୍‌ର ଏମିତି ହେବ ଗ୍ରାଣ୍ଡ୍‌ ଓ୍ବେଲ୍‌କମ୍‌

ବାର୍ବାଡୋସ୍‌,୩।୭: ଟି-୨୦ ବିଶ୍ୱକପ୍‌ ଟାଇଟଲ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ଟିମ ଇଣ୍ଡିଆ ନେବା ପାଇଁ ବିସିସିଆଇ ଏକ ସ୍ବତନ୍ତ୍ର...

ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ହେଲେ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ

ଭୁବନେଶ୍ୱର/ରାଞ୍ଚି,୩ା୭: ଜଷ୍ଟିସ୍‌ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ସେ ଏବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଅଛନ୍ତି।...

କେଜ୍‌ରିଓ୍ବାଲ୍‌ଙ୍କୁ ପୁଣି ଝଟ୍‌କା: ଜୁଲାଇ ୧୨ ପର୍ଯ୍ୟନ୍ତ ବଢିଲା ନ୍ୟାୟିକ ହେପାଜତ

ନୂଆଦିଲ୍ଲୀ,୩।୭:ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ନ୍ୟାୟିକ ହେପାଜତ ଜୁଲାଇ ୧୨ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବୁଧବାର ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ ନ୍ୟାୟିକ ହେପାଜତର ଅବଧିକୁ...

କାହାର ଭବିଷ୍ୟବାଣୀରେ ଖୁସି ହୋଇଗଲେ ମୋଦି, ରାଜ୍ୟ ସଭାରେ କହିଲେ…

ନୂଆଦିଲ୍ଲୀ,୩।୭: ପ୍ରଧାନମନ୍ତ୍ରୀ ମୋଦି ବୁଧବାର ରାଜ୍ୟ ସଭାରେ ଅଭିଭାଷଣରେ ତାଙ୍କୁ ଲଗାତାର ୧୦ ବର୍ଷ କ୍ଷମତାରେ ରଖିଥିବାରୁ ଏବଂ ତାଙ୍କୁ ତୃତୀୟ ଥର ପାଇଁ ସୁଯୋଗ...

ଆଦାନୀ ଗ୍ରୁପର ୧୩ ଲକ୍ଷ କୋଟିର କ୍ଷତି କରି ଏତେ କୋଟି ଟଙ୍କା ଆୟ କରିଛି ହିଣ୍ଡେନବର୍ଗ, ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୩।୭: ଗତ ବର୍ଷ ଜାନୁଆରୀରେ ଆମେରିକାର ଅନୁସନ୍ଧାନକାରୀ ସଂସ୍ଥା ହିଣ୍ଡେନବର୍ଗ ଆଦାନୀ ଗ୍ରୁପ ଉପରେ ବଡ଼ ଅଭିଯୋଗ ଆଣିଥିଲା। ଯେଉଁଥିରେ ଆଦାନୀ ଗ୍ରୁପକୁ ବଡ଼ କ୍ଷତି...

ପୁଣି ଥରିଲା ଲଦାଖ, ତୀବ୍ରତା ଥିଲା ୪.୪

ନୂଆଦିଲ୍ଲୀ,୨।୭: ପୁଣି ଥରିଛି ଲଦାଖ। ବୁଧବାର ସକାଳେ ଲଦାଖର ଲେହ ହଠାତ୍‌ ଥରି ଉଠିଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଏନେଇ ସୂଚନା ପ୍ରଦାନ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri