ରୋମାଣ୍ଟିକ ଫିଲ୍ମ କରିବାକୁ ଚାହୁଁଛନ୍ତି ଜୟଦୀପ

ମୁମ୍ବାଇ: ଅଭିନେତା ଜୟଦୀପ ଅହଲାୱତ୍‌ଙ୍କୁ ନେଇ ଏବେ ଖୁବ୍‌ ଚର୍ଚ୍ଚା ଲାଗିରହିଛି। ବର୍ତ୍ତମାନ ସୁଦ୍ଧା ସେ କୌଣସି ରୋମାଣ୍ଟିକ ଫିଲ୍ମ କିମ୍ବା ରୋମାଣ୍ଟିକ ଚରିତ୍ରରେ କାର୍ଯ୍ୟ କରିନାହାନ୍ତି। ରୋମାଣ୍ଟିକ ଫିଲ୍ମ କରିବାକୁ ଚାହାନ୍ତି ନାହିଁ କି ବୋଲି ରବିବାର ଏକ ସାକ୍ଷାତ୍‌କାରରେ ଜୟଦୀପଙ୍କୁ ପଚରାଯାଇଥିଲା। ଏହାର ଉତ୍ତରରେ ସେ କହିଛନ୍ତି, ରୋମାଣ୍ଟିକ ଫିଲ୍ମ କରିବାକୁ ତାଙ୍କର ଇଚ୍ଛା ରହିଛି। ବର୍ତ୍ତମାନ ସୁଦ୍ଧା କୌଣସି ରୋମାଣ୍ଟିକ ଚରିତ୍ର କରି ନ ଥିଲେ ମଧ୍ୟ ଭବିଷ୍ୟତରେ ସୁଯୋଗ ମିଳିଲେ ଏପରି ଚରିତ୍ରକୁ ସେ ଠିକ୍‌ ଭାବେ କରି ଦର୍ଶକଙ୍କ ହୃଦୟ ଜିତିପାରିବେ। ଏହି ବିଶ୍ୱାସ ତାଙ୍କର ରହିଛି ବୋଲି ଜୟଦୀପ କହିଛନ୍ତି। ତେବେ ବୋଧହୁଏ କୌଣସି ଫିଲ୍ମ ନିର୍ମାତା ତାଙ୍କୁ ରୋମାଣ୍ଟିକ ଫିଲ୍ମରେ କାଷ୍ଟ କରିବାକୁ ଚାହାନ୍ତି ନାହିଁ। ସେ ରୋମାଣ୍ଟିକ ଚରିତ୍ର ମଧ୍ୟ କରିପାରିବେ, ଯେପର୍ଯ୍ୟନ୍ତ ଏନେଇ ଫିଲ୍ମନିର୍ମାତାମାନଙ୍କୁ ବିଶ୍ୱାସ ଆସିନାହିଁ ସେଯାଏ ତାଙ୍କୁ ରୋମାଣ୍ଟିକ ଚରିତ୍ରରେ ଅଭିନୟ କରିବାକୁ ଅପେକ୍ଷା କରିବାକୁ ପଡ଼ିବ ବୋଲି ଜୟଦୀପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ମାରପିଟ: ପଞ୍ଚାୟତିରାଜ ଦିବସ ପାଳନ ବେଳେ ଗଣ୍ଡଗୋଳ

ବାସୁଦେବପୁର,୨୫।୪(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ପୂର୍ବାହ୍ନରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ସହ ରାଶନ କାର୍ଡ ବଣ୍ଟନ କରାଯାଇଛି।...

ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୫ା୪(ଉତ୍ତମ କୁମାର ଦାଶ):ବଣପାହାଡ ଘେରା କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ସହରର ତାପମାତ୍ରା ଏବେ ୪୫...

ପହଲଗାମ ଆତଙ୍କବାଦୀ ଆକ୍ରମଣ ରିପୋର୍ଟକୁ ନେଇ ନ୍ୟୁୟର୍କ ଟାଇମ୍ସକୁ ପାଠ ପଢାଇଲେ ଆମେରିକା ସରକାର

ନୂଆଦିଲ୍ଲୀ/ୱାଶିଂଟନ,୨୫।୪: ଜମ୍ମୁ ଓ କାଶ୍ମୀରର ପହଲଗାମର ବୈସରନ ଉପତ୍ୟକାରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ...

ଆତଙ୍କବାଦୀ ଆକ୍ରମଣର ପ୍ରତିବାଦ: ସବୁଠି ବିରୋଧର ନିଆଁ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ହମଲା ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ପକାଇଛି। ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ମୃତକଙ୍କ ଉଦ୍ଦେଶ୍ୟରେ...

ଢାବା ମାଲିକଙ୍କ ଉପରେ ଗୁଳିମାଡ଼

ରାଉଲକେଲା,୨୫।୪(ସଂଗୀତା ଜେନା):ବିସ୍ରା ଥାନା ଅନ୍ତର୍ଗତ ସାରୁବାହଲରେ ଥିବା ଡୁଗ୍ରୁ ଢାବାରୁ ୭ ରୁ ୮ ଜଣ ବ୍ୟକ୍ତି ବନ୍ଧୁକ ମୁନରେ ଏବଂ ଛୁରି ଦେଖାଇ ଡକାୟତି...

୨ଶହ ଟଙ୍କା ପାଇଁ ପୁଅର କାଠବେଣ୍ଟ ମାଡ଼ରେ ବାପ ମୃତ

ରାଉରକେଲା,୨୫।୪(ସଙ୍ଗୀତା ଜେନା): ଦକ୍ଷିଣ ରାଉରକେଲା ଟାଙ୍ଗରପାଲି ଥାନା ଅନ୍ତର୍ଗତ ଆଇଡିଏଲ୍‌ ଗୋପବନ୍ଧୁନଗରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ୨ଶହ ଟଙ୍କା ଦେବାକୁ ରାଜି ନ...

ମହିଳାଙ୍କୁ ଗଣବଳାତ୍କାର: ୫ ସମ୍ପର୍କୀୟ ଗିରଫ

ଦେବଗଡ,୨୫।୪(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନାଂଚଳର ଏକ ନିର୍ଦ୍ଦିଷ୍ଟ ଗ୍ରାମରେ ଘଟିଥିବା ଗଣବଳାତ୍କାର ଘଟଣାରେ କୁଣ୍ଢେଇଗୋଳା ଥାନା ପୋଲିସ ପୀଡିତାଙ୍କର ୫ ଜଣ ସମ୍ପର୍କୀୟଙ୍କୁ ଗିରଫ...

ପହଲଗାମ ଆକ୍ରମଣ ପରେ ଏଲଓସିରେ ଉତ୍ତେଜନା: ପାକିସ୍ତାନର ଗୁଳିମାଡ଼, ଭାରତୀୟ ସେନାର କଡ଼ା ଜବାବ

ନୂଆଦିଲ୍ଲୀ,୨୫।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image