ଶନିବାର ଓଡ଼ିଶା ଆସିବେ ଜୟଶଙ୍କର

ଭୁବନେଶ୍ୱର,୩।୫: ଶନିବାର ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର। ବୈଦେଶିକ ମନ୍ତ୍ରୀ ୪ ଓ ୫ ଦୁଇଦିନ ରହିବେ। ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେହିପରି ୫ରେ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଆସିବେ। ଏହି ସମୟରେ ସେ ଭୁବନେଶ୍ୱରରେ ପ୍ରମୁଖ ନେତାଙ୍କ ସହ ଆଲୋଚନା କରିବେ । କଟକରେ ମଧ୍ୟ ନଡ୍ଡାଙ୍କ କାର୍ଯ୍ୟକ୍ରମ ରହିଥିବା ଭାଜପା ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର କହିଛନ୍ତି।

Share