Posted inଜାତୀୟ

ଘାଟିରେ ସାଧାରଣ ନାଗରିକଙ୍କ ହତ୍ୟାର ଯାଞ୍ଚ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ,୧୯ ।୧୦: ଜମ୍ମୁ-କଶ୍ମୀରରେ ୫ ଅକ୍ଟୋବରକୁ ହୋଇଥିବା ୨ ଜଣ ସାଧାରଣ ନାଗରିକଙ୍କ ହତ୍ୟାକାଣ୍ଡର ଯାଞ୍ଚ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି କରିବ ବୋଲି ଜଣାପଡିଛି । ଲାଲ ବଜାରର କେମିଷ୍ଟ ମାଖନ ଲାଲ ବିନ୍ଦରୁ କଶ୍ମୀର ପଣ୍ଡିତ ଓ ପାନିପୁରୀ ବା ଗୁପଚୁପ ବ୍ୟବସାୟୀ ବିହାର ବାସିନ୍ଦା ବିରେନ୍ଦ୍ର ପାଶୱାନଙ୍କ ହତ୍ୟାର ଯାଞ୍ଚ ଏନ୍‌ଆଇଏ କରିବ ବୋଲି କୁହାଯାଉଛି । ହେଲେ ଏ ସମ୍ପର୍କରେ ସଠିକ୍ ତଥ୍ୟ ଏପର୍ଯ୍ୟନ୍ତ ହସ୍ତଗତ ହୋଇନାହିଁ । ଏଥିରୁ ଅନୁମାନ କରାଯାଉଛି କି ଜମ୍ମୁ-କଶ୍ମୀରରେ ବଢି ଚାଲିଥିବା ଆତଙ୍କବାଦୀ ଘଟଣାକୁ ଦେଖି ସରକାର ଆକ୍ସନ ମୋଡରେ ଅଛନ୍ତି । ଜମ୍ମୁ-କଶ୍ମୀର ପୋଲିସ ଡିଜି ଓ ଏନ୍‌ଆଇଏ ଡିଜିଙ୍କ ମଧ୍ୟରେ କେତେଥର ଏହାକୁ ନେଇ ବୈଠକ ହୋଇ ସାରିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ଚମକାଇ ଦେବ ଖବରଦାତା ମୁକେଶଙ୍କ ପୋଷ୍ଟ ମର୍ଟମ ରିପୋର୍ଟ, ଲିଭର ହୋଇଥିଲା ୪ ଖଣ୍ଡ…

ରାୟପୁର,୬।୧: ଛତିଶଗଡ଼ର ବିଜାପୁର ଜିଲାରେ ସାମ୍ବାଦିକ ମୁକେଶ ଚନ୍ଦ୍ରକରଙ୍କ ପୋଷ୍ଟ ମର୍ଟମ ରିପୋର୍ଟ ଜାରି କରାଯାଇଛି, ଯାହା ହୃଦୟ ବିଦାରକ। କଣ୍ଟ୍ରାକ୍ଟର ସୁରେଶ ଚନ୍ଦ୍ରକରଙ୍କ ଦ୍ୱାରା...

ଭାରତରେ ପ୍ରବେଶ କଲା ଚାଇନାର ଏଚ୍‌ଏମ୍‌ପିଭି ଭାଇରସ୍‌: ୮ ମାସର ଝିଅ ସଂକ୍ରମିତ

ବେଙ୍ଗାଲୁରୁ,୬।୧: ଚାଇନାର ହ୍ୟୁମାନ୍‌ ମେଟାନ୍ୟୁମୋଭାଇରସ (ଏଚ୍‌ଏମ୍‌ପିଭି) ଭାଇରସ୍‌ ଭାରତରେ ପହଞ୍ଚିଛି। ଏହାର ପ୍ରଥମ ମାମଲା ବେଙ୍ଗାଲୁରୁରୁ ଆସିଛି। ସୂଚନାନୁସାରେ, ଜଣେ ୮ ମାସର ଝିଅ ଏହା...

ଜଙ୍ଗଲରେ ସିଂହ ସହ ୫ ଦିନ ବିତାଇଲେ ୭ ବର୍ଷୀୟ ବାଳକ

ହରାରେ, ୬।୧: ଉତ୍ତର ଜିମ୍ବାଓ୍ବେର ମେଶୋନାଲେଣ୍ଡ ପଶ୍ଚିମ ପ୍ରଦେଶର ‘କରିବା ଗ୍ରାମୀଣ’ ଜିଲାଲ ୭ ବର୍ଷୀୟ ବାଳକ ଟିନୋଟେଡା ପୁଡୁଙ୍କ କାହାଣୀ ସାରା ବିଶ୍ୱର ଦୃଷ୍ଟି...

ଗିରଫ ହେଲେ ପ୍ରଶାନ୍ତ କିଶୋର

ପାଟନା,୬।୧: ଜନ ସୁରଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କୁ ପୋଲିସ ଗିରଫ କରିଛି। ପାଟନା ଜିଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତାଙ୍କୁ ଗିରଫ...

କୃଷ୍ଣସାର ମୃଗକୁ ମାରିଲା କଲରାପତରିଆ

ଗାନ୍ଧୀନଗର,୬।୧: ଗୁଜରାଟର ଷ୍ଟାଚ୍ୟୁ ଅଫ୍‌ ୟୁନିଟି ନିକଟରେ ଥିବା ଜଙ୍ଗଲ ସଫାରିରେ ଏକ କଲରାପତରିଆ ବାଘ ପ୍ରବେଶ କରି ଗୋଟିଏ କୃଷ୍ଣସାର ମୃଗକୁ ମାରିବା ପରେ ଭୟରେ...

ମହାକୁମ୍ଭରେ ଗଣଧର୍ମାନ୍ତରୀକରଣ ଆଶଙ୍କା

ଲକ୍ଷ୍ନୌ,୫।୧: ଆସନ୍ତା ୧୩ରୁ ଆରମ୍ଭ ହେବାକୁ ଯାଉଥିବା ମହାକୁମ୍ଭରେ ବହୁସଂଖ୍ୟାରେ ମୁସଲମାନ ଗଣ ଧର୍ମାନ୍ତରୀକରଣର ଶିକାର ହୋଇପାରନ୍ତି ବୋଲି ଆଶଙ୍କା କରି ଜଣେ ବରିଷ୍ଠ ଧର୍ମୀୟ...

ଭାଜପା କ୍ଷମତାକୁ ଆସିଲେ ଦିଲ୍ଲୀରେ ଜନକଲ୍ୟାଣ ଯୋଜନା ବନ୍ଦ ହେବ ନାହିଁ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିଲ୍ଲୀରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଆମ୍‌ ଆଦ୍‌ମୀ ପାର୍ଟି...

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ମାତାପିତାଙ୍କ ସେବା ନ କଲେ ମିଳିବ ନାହିଁ ସମ୍ପତ୍ତି

ନୂଆଦିଲ୍ଲୀ,୫।୧: ମାତାପିତାଙ୍କଠାରୁ ତାଙ୍କ ସମ୍ପତ୍ତି ଉପହାର ସ୍ବରୂପ ପାଇବା ପରେ ସେମାନଙ୍କ ଦେଖାରାଖା ନ କରୁଥିବା ପିଲାମାନଙ୍କଠାରୁ ସେହି ସମ୍ପତ୍ତି ଫେରାଇ ନେଇ ହେବ। ବୟସ୍କଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri