Posted inଜାତୀୟ

‘ଭାରତରେ ସମସ୍ତ ହିନ୍ଦୁ ଜନ୍ମ ହୋଇଛନ୍ତି’, ଗୁଲାମ ନବୀ ଆଜାଦଙ୍କ ଟିପ୍ପଣୀ ଉପରେ ଜାଣନ୍ତୁ କ’ଣ କହିଲେ ମୁଫତି

ଶ୍ରୀନଗର,୧୮।୮: ଡିପିଏପିର ମୁଖ୍ୟ ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦ ଭାରତରେ ଧର୍ମର ଇତିହାସ ବିଷୟରେ ମନ୍ତବ୍ୟ ଦେଇ ବିବାଦରେ ଅଛନ୍ତି। ନିକଟରେ ଏକ ସଭାକୁ ସମ୍ବୋଧିତ କରି କହିଥିଲେ ଯେ, ସମସ୍ତ ଭାରତୀୟ ମୁସଲମାନ ହିନ୍ଦୁ ଧର୍ମରୁ କନର୍ଭଟ ହୋଇଛନ୍ତି ।

ଆଜାଦ କହିଛନ୍ତି, କିଛି ଭାଜପା ନେତା ଏପରି କରୁଛନ୍ତି ଯେ, କିଛି ମୁସଲମାନ ବାହାରୁ ଆସିଛନ୍ତି ଏବଂ କିଛି ଆସି ନାହାଁନ୍ତି। କେହି ବାହାର ବା ଭିତରୁ ଆସି ନାହାଁନ୍ତି। ଇସଲାମ ମାତ୍ର ୧,୫୦୦ ବର୍ଷ ପୂର୍ବେ ସୃଷ୍ଟି ହୋଇଥିଲା। ହିନ୍ଦୁ ଧର୍ମ ବହୁତ ପୁରୁଣା। ଏଥିରୁ ପ୍ରାୟ ୧୦-୨୦ ମୁସଲମାନ ଅଛନ୍ତି। କେତେକ ନିଶ୍ଚୟ ବାହାରୁ ଆସିଥିବେ କିନ୍ତୁ କେତେକ ମୋଗଲ ସେନାରେ ଥିଲେ।

ପିପୁଲ୍ସ ଡେମୋକ୍ରାଟିକ ପାର୍ଟି (ପିଡିପି) ସଭାପତି ମେହବୁବା ମୁଫତି ଆଜାଦଙ୍କୁ ଟାର୍ଗେଟ୍‌ କରି କହିଛନ୍ତି, ମୁଁ ଜାଣେ ନାହିଁ ସେ କେତେ ପଛକୁ ଯାଇଛନ୍ତି ଏବଂ ତାଙ୍କ ପୂର୍ବଜଙ୍କ ବିଷୟରେ ତାଙ୍କର କ’ଣ ଜ୍ଞାନ ଅଛି। ମୁଁ ତାଙ୍କୁ ବହୁତ ପଛକୁ ଯିବାକୁ ପରାମର୍ଶ ଦେବି। ପ୍ରାୟ ପାଞ୍ଚ ଦଶନ୍ଧି ପରେ କଂଗ୍ରେସ ଦଳରୁ ବିଦାୟ ନେବା ପରେ ଗୁଲାମ ନବୀ ଆଜାଦ ୨୬ ସେପ୍ଟେମ୍ବର ୨୦୨୨ରେ ନିଜର ରାଜନୈତିକ ଦଳ ଡିପିଏପି ଗଠନ କରିଥିଲେ। ପୂର୍ବତନ କଂଗ୍ରେସ ନେତା ନିଜର ଇସ୍ତଫା ଦେବା ପରେ ସର୍ବ ପୁରାତନ ଦଳ କଂଗ୍ରେସକୁ ନିରନ୍ତର ସମାଲୋଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିରେ ଗଦ୍‌ଗଦ୍‌ ଅଜିତ ପାଓ୍ବାର: ଭଣଜାଙ୍କୁ କହିଦେଲେ ଏମିତି କଥା

ପୁଣେ,୨୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜୟ ପରେ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ଆତ୍ମବିଶ୍ୱାସ ଚରମ ସୀମାରେ ରହିଛି। ସେ ଭଣଜା ରୋହିତ ପାୱାରଙ୍କ ବିଜୟକୁ...

୧୫୫ ଖଣ୍ଡ ଭୋଟ ମିଳିବା ପରେ ଟ୍ରୋଲ ହେଉଛନ୍ତି ଏହି ଅଭିନେତା: ଜବାବ ମିଳିଲା ଏମିତି…

ପୁଣେ,୨୫।୧୧: ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା ଏବଂ ନଭେମ୍ବର ୨୩ରେ ଭୋଟ ଗଣତି ପରେ ଫଳାଫଳ ଘୋଷଣା କରାଯାଇଥିଲା। ଏହି ନିର୍ବାଚନରେ ଅନେକ...

ଶୀତକାଳୀନ ଅଧିବେଶନ ଆରମ୍ଭରୁ ହୋ-ହଲ୍ଲା: ଗୃହକୁ ସ୍ଥଗିତ ରଖିଲେ ବାଚସ୍ପତି

ନୂଆଦିଲ୍ଲୀ,୨୫ା୧୧: ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାର ଆରମ୍ଭ ହୋଇଯାଇଛି। ବାଚସ୍ପତି ଓମ୍‌ ବିର୍ଲା ଅଧିବେଶନ ଆରମ୍ଭରେ ଲୋକ ସଭାରେ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହି...

ଶୀତ ଅଧିବେଶନ ପୂର୍ବରୁ ବିପକ୍ଷଙ୍କୁ ଟାର୍ଗେଟ୍‌ କଲେ ମୋଦି

ନୂଆଦିଲ୍ଲୀ,୨୫।୧୧: ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଶୀତ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି ଏବଂ ପରିବେଶ...

ସ୍ବାମୀଙ୍କ ନାଁରେ ଏମିତି ଅଭିଯୋଗ ଆଣିଲେ ନବବିବାହିତା: ମୁଣ୍ଡରେ ହାତ ଦେଲା ପୋଲିସ

ନୂଆଦିଲ୍ଲୀ,୨୫।୧୧: ଉତ୍ତର ପ୍ରଦେଶର ଆଗ୍ରାରେ ଏକ ଅଜବ ଘଟଣା ଘଟିଛି। ଜଣେ ନବବିବାହିତ ସ୍ବାମୀଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ଲିପଷ୍ଟିକ ଏବଂ ପାଉଡର ଆଣିବାକୁ...

ମେଣ୍ଟ ସହଯୋଗୀଙ୍କ ମଧ୍ୟରେ ସମନ୍ବୟ ନ ଥିଲା: କଂଗ୍ରେସ

ମୁମ୍ବାଇ, ୨୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ପରାଜୟ ପରେ ମହା ବିକାଶ ଅଘାଡ଼ି ମେଣ୍ଟରେ ଆରୋପ ପ୍ରତ୍ୟାରୋପ ରାଜନୀତି ଆରମ୍ଭ ହୋଇଛି। ମହା ବିକାଶ ଅଘାଡ଼ି(ଏମ୍‌ଭିଏ)...

ପୋଲିସ ଗୁଳିରେ ୪ ମୃତ

ସମ୍ଭଲ(ୟୁପି),୨୫ା୧୧: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଏକ ମସ୍‌ଜିଦରେ ରବିବାର ସକାଳେ ସର୍ଭେ ଚାଲିଥିବାବେଳେ ପୋଲିସ ଓ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଉକ୍ତ...

ଆଜିଠୁ ସଂସଦର ଶୀତ ଅଧିବେଶନ

ନୂଆଦିଲ୍ଲୀ,୨୫ା୧୧(ପି.ଟି.): ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାର ଆରମ୍ଭ ହେଉଛି। ଏହା ପୂର୍ବରୁ ରବିବାର ବସିଥିବା ସର୍ବଦଳୀୟ ବୈଠକରେ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ କେନ୍ଦ୍ର ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri