Posted inଜାତୀୟ

ପୁଞ୍ଛ ଆତଙ୍କବାଦୀ ଆକ୍ରମଣରେ ରହିଛି ପାକିସ୍ତାନର କନେକ୍ସନ, ୬ ଅଟକ

ଜମ୍ମୁ,୨୧।୪: ଜମ୍ମୁ-କଶ୍ମୀରର ପୁଞ୍ଛରେ ଗୁରୁବାର ସେନା ଗାଡି ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପାକିସ୍ତାନର ହାତଥିବା ଜଣାପଡିଛି। ଏହି ଆକ୍ରମଣରେ ସାମିଲ ଥିବା ଆତଙ୍କବାଦୀଙ୍କ ମଧ୍ୟରୁ ୩ ଜଣଙ୍କର ପାକିସ୍ତାନ ସହ ସମ୍ପର୍କ ଥିବା ଅନୁମାନ କରାଯାଇଛି। ଏହି ଆକ୍ରମଣ ପାଇଁ ଜୈଶ ସମର୍ଥିତ ଆତଙ୍କବାଦୀ ସଙ୍ଗଠନ ପିପଲ୍ସ ଫାସିଷ୍ଟ ଫ୍ରଣ୍ଟ(ପିଏଏଫଏଫ) ନିକୁ ଦାୟୀ କରିଛି।
ପୁଞ୍ଛରେ ହୋଇଥିବା ଆକ୍ରମଣକୁ ନେଇ ଏବେ ପର୍ଯ୍ୟନ୍ତ ୬ ଜଣଙ୍କୁ ଅଟକ ରଖାଯାଇଛି। ଏନଆଇଏ ବି ଘଟଣାସ୍ଥଳରେ ପହଞ୍ଚି ପ୍ରମାଣ ଏକାଠି କରୁଛି। ଅନ୍ୟପଟେ ଅନ୍ୟ ସୁରକ୍ଷା ଏଜନ୍ସି ଅନୁମାନ କରୁଛି କି ଘଟଣା ପରେ ଆତଙ୍କବାଦୀମାନେ ଗାଡିରେ ବସି ଫେରାର ହୋଇଯାଇଛନ୍ତି। ଏଜେନ୍ସି ଆହୁରି ମଧ୍ୟ କହିଛି କି ଆକ୍ରମଣରେ ୪-୫ ଜଣ ଆତଙ୍କବାଦୀ ସାମିଲ ହୋଇଥାଇପାରନ୍ତି। ହେଲେ ଏବେ ପର୍ଯ୍ୟନ୍ତ ଏହି ସଂଖ୍ୟାକୁ ନେଇ କୌଣସି ସ୍ପଷ୍ଟ ତଥ୍ୟ ସାମ୍ନାକୁ ଆସି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଶେଷ ହେଲା ସସ୍‌ପେନ୍ସ

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହି ପ୍ରଶ୍ନକୁ ନେଇ ଏକ ରାଜନୀତି ଗରମ ରହିଛି। ଏବେ ଲାଗୁଛି ଯେ ମହାଯାତୀରେ ସସପେନ୍ସ ଶେଷ...

ଶାନ୍ତ ପଡ଼ିଲେ ଶିନ୍ଦେ: ଆକ୍ସନ ମୋଡ୍‌ରେ ଆସିଲେ ନଜର

ପୁଣେ,୨୭।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଶାସକ ମିଳିତ ମଞ୍ଚ ‘ମହାୟୁତି’ ବହୁମତ ହାସଲ କରିଛି। ଏଥିରେ କେବଳ ଭାଜପା ୧୩୨ଟି ଆସନରେ ଐତିହାସିକ ବିଜୟ ହାସଲ...

ମହାରାଷ୍ଟ୍ର ରାଜନୀତିରେ ଏହି ବ୍ୟକ୍ତି ହେଉଛନ୍ତି ସିଏମ ମେକର୍‌, କରିବେ ବଡ଼ ଖେଳ!

ମୁମ୍ବାଇ,୨୭।୧୧: ୨୦୨୪ରେ ମହାୟୁତିର ବିଶାଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ନେଇ ସସପେନ୍ସ ଜାରି ରହିଛି। ଗ୍ରାଣ୍ଡ ଆଲାଇନ୍ସରେ ସର୍ବାଧିକ ଆସନ ଜିତିଥିବା ଦଳଗୁଡ଼ିକ ହେଉଛି...

ସିନ୍ଧିଆ-ରାହୁଲଙ୍କ ଭେଟଘାଟକୁ ନେଇ ବଢିଲା ଚର୍ଚ୍ଚା, ଆଗକୁ ହେବ…

ନୂଆଦିଲ୍ଲୀ,୨୭।୧୧: ମଙ୍ଗଳବାର ସଂସଦରେ ସମ୍ବିଧାନ ଦିବସ ସମାରୋହ ଆୟୋଜନ କରାଯାଇଥିଲା। ତେବେ ସେଣ୍ଟ୍ରାଲ ହଲ୍‌ରେ ଏହି କାର୍ଯ୍ୟକ୍ରମରେ କିଛି ଅଜବ ଘଟଣା ଦେଖିବାକୁ ମିଳିଥିଲା। ଯେତେବେଳେ...

ମୁଖ୍ୟମନ୍ତ୍ରୀ ପଦ ବଦଳରେ ବଡ଼ ସର୍ତ୍ତ ରଖିଦେଲେ ଶିନ୍ଦେ, ଅଡୁଆରେ ଭାଜପା

ମୁମ୍ବାଇ,୨୭।୧୧:ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏନେଇ ମହାୟୁତିରେ ସସପେନ୍ସ ଲାଗି ରହିଛି। କିନ୍ତୁ ଏହାରି ଭିତରେ ଏକନାଥ ଶିନ୍ଦେ କିଛି ଏପରି ସଙ୍କେତ ଦେଇଛନ୍ତି,...

ଆଦାନୀଙ୍କୁ ଗିରଫ କର, ରାହୁଲଙ୍କ ଦାବି ମଧ୍ୟରେ ଲୋକ ସଭା ସ୍ଥଗିତ

ନୂଆଦିଲ୍ଲୀ,୨୭।୧୧: ସଂସଦର ଶୀତକାଳୀନ ଅଧିବେଶନର ତୃତୀୟ ଦିନରେ ବୁଧବାର ସକାଳ ୧୧ଟାରୁ ଲୋକ ସଭା ଓ ରାଜ୍ୟ ସଭାର ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏହି ସମୟ...

ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା, କାଲି ଓଡ଼ିଶାରେ…

ଭୁବନେଶ୍ୱର,୨୭।୧୧: ବଙ୍ଗୋପସାଗରରେ ଡରାଇଲାଣି ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ ନେଇ ପାଣିପାଗ...

ଦ୍ରୁତଗତିରେ ତରଳୁଛି ହିମାଳୟ: ଚିନ୍ତା ପ୍ରକଟ କଲା ଏନ୍‌ଜିଟି

ନୂଆଦିଲ୍ଲୀ,୨୭ା୧୧(ପି.ଟି.):ହିମାଳୟର ହିମହ୍ରଦଗୁଡ଼ିକ ଦ୍ରୁତଗତିରେ ତରଳିବାରେ ଲାଗିଛି। ଏଥିଯୋଗୁ ପ୍ରାକୃତିକ ବିପର୍ଯ୍ୟୟ ଆଶଙ୍କା ବଢ଼ିଛି। ଜାତୀୟ ସବୁଜ ଟ୍ରିବ୍ୟୁନାଲ (ଏନ୍‌ଜିଟି) ମଙ୍ଗଳବାର ଏହା ଉପରେ ଚିନ୍ତା ପ୍ରକଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri