ଅଷ୍ଟଚଣ୍ଡୀ ପୀଠରେ ଝାମୁଯାତ୍ରା: ନିଆଁରେ ଚାଲିଲେ ବରୁଆ

ରିଷିଡ଼ା,୧୪ା୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟଚଣ୍ଡୀ ଶୈବଶକ୍ତି ପୀଠରେ ଝାମୁଯାତ୍ରା ଅବସରରେ ୯ଫୁଟର ଦୁଇଟି ନିଆଁ ଖନ୍ଦାରେ ବରୁଆ ଭକ୍ତ ଚାଲିବା ଦୃଶ୍ୟ ନିଆରା ଥିଲା। ମା’ଙ୍କୁ ପୂଜାର୍ଚ୍ଚନା ପରେ ମାନସିକଧାରୀ ଭକ୍ତ ଓ ବରୁଆ ଦେହରେ ଦେବୀ ସବାର ହୋଇ ନିଆଁରେ ଚାଲିଥିଲେ।

ଚୈତ୍ର ମହୋତ୍ସବ ଚତୁର୍ଥ ଦିବସରେ ହନୁମାନ ଜୟନ୍ତୀ ଓ ଷୋହଳ ପ୍ରହର ନାମଯଜ୍ଞ ପାଇଁ ସୋମବାର କଳସ ଯାତ୍ରା ଆୟୋଜନ ହୋଇଥିଲା। ଝାମୁଯାତ୍ରାରେ ନର୍ଲା ବିଧାୟିକା ମନୋରମା ମହାନ୍ତି ସାମିଲ ହୋଇ ନିଆଁରେ ଚାଲିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପରିଚାଳନା କମିଟି ସଭାପତି କୈଳାସ କୁମୁରା, ସମ୍ପାଦକ ସୁଶାନ୍ତ ମଲ୍ଲିକ, ଦେହୁରି ସେବାୟତ ସୁମନ୍ତ ଭୋଇ, ରାଧେଶ୍ୟାମ ପଟ୍ଟନାୟକ, ତପନ ରଣା, ନିଲକମଳ ପୁଟେଲ, କୁଞ୍ଜ ରଣା, ରଞ୍ଜନ ରଣା ପ୍ରମୁଖ ଉପସ୍ଥିତ ରହି ନିଆଁରେ ଚାଲିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ପଞ୍ଚାୟତିରାଜ ଦିବସ: ୮୨ ପଞ୍ଚାୟତକୁ ପ୍ରୋତ୍ସାହନ ରାଶି ବଣ୍ଟନ

ଛତ୍ରପୁର,୨୪ା୪(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ଛତ୍ରପୁରଠାରେ ଗୁରୁବାର ପାଳିତ ହୋଇଯାଇଛି। ଜିଲା ପ୍ରଶାସନ ତରଫରୁ ଆୟୋଜିତ ସମାରୋହ ପ୍ରାରମ୍ଭରେ ଜମ୍ମୁ...

ଡିକି ଭାଙ୍ଗି ଲୁଟି ନେଲେ ସାଢେ ୩ ଲକ୍ଷ ଟଙ୍କା: ସିସିଟିଭିରେ କଏଦ ହେଲା ଲୁଟର ଦୃଶ୍ୟ

ବଣାଇଁ,୨୪।୪(ପ୍ରଦୀପ ତ୍ରିପାଠୀ): ଜଣେ ଅବସରପ୍ରାପ୍ତ କର୍ମଚାରୀ ପୁଅ ବାହାଘର ପାଇଁ ଟଙ୍କା ରଖିଥିଲେ। ଗୁରୁବାର ବ୍ୟାଙ୍କରେ ରଖିଥିବା ସଞ୍ଚିତ ଟଙ୍କା ବାହାରି କରି ଏକ ବାଇକ୍‌...

ନ୍ୟାଶନାଲ ପାର୍କ ମାନ୍ୟତା ପାଇଲା ଶିମିଳିପାଳ ଜାତୀୟ ଉଦ୍ୟାନ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲାର ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟକୁ ଗୁରୁବାରଠାରୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିଛି। ଏହା ଆଜି ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ (ନ୍ୟାଶନାଲ)ର...

ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ନେଇ କର୍ମଶାଳା

ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ପ୍ରଶିକ୍ଷଣ କର୍ମଶାଳା ଗୁରୁବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି।...

ମୌଳିକ ସୁବିଧାରୁ ବଞ୍ଚିତ ବାର୍ଷିକୋଣା ଗାଁ: ପ୍ରଶାସନିକ ଦୃଷ୍ଟି ଆଢୁଆଳରେ ନିରୀହ ଗ୍ରାମବାସୀ

ଥୁଆମୂଳ ରାମପୁର,୨୪ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିନ୍ଧିପଦର ପଞ୍ଚାୟତ ଅଧିନସ୍ଥ ବାର୍ଷିକୋଣା ଗ୍ରାମବାସୀ ସ୍ବାଧୀନତାର ୭୮ ବର୍ଷ ପରେ ମଧ୍ୟ...

ଜାତୀୟ ପଞ୍ଚାୟତ ରାଜ ଦିବସରେ ହିତାଧିକାରୀଙ୍କୁ ମିଳିଲା ନୂତନ ରାଶନ କାର୍ଡ

କର୍ଲାମୁଣ୍ଡା,୨୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଡ଼ିଓ ଦେବେନ୍ଦ୍ର...

“ସେନାର ଆବଶ୍ୟକତା ନାହିଁ, ଆତଙ୍କବାଦୀଙ୍କୁ ଆମ ହାତରେ ଦେଇଦିଅ”: ମୃତ ଘୋଡ଼ା ଚାଳକଙ୍କ ମାଉସୀ

ନୂଆଦିଲ୍ଲୀ,୨୪।୪: ଜମ୍ମୁ ଓ କାଶ୍ମୀରର ପାହାଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ କେବଳ ଜଣେ ସ୍ଥାନୀୟ ବ୍ୟକ୍ତି, ସୟେଦ ଆଦିଲ ହୁସେନଙ୍କର ମୃତ୍ୟୁ ଘଟିଛି। ଆଦିଲ ପର୍ଯ୍ୟଟକମାନଙ୍କୁ...

Pahalgam Terror Attack: କେମିତି ଥିଲା ଆତଙ୍କବାଦୀଙ୍କ ଚେହେରା, କୁନି ପୁଅ ବଖାଣିଲା…

ଶ୍ରୀନଗର,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ଏବଂ ଅଳ୍ପକେ ରକ୍ଷା ପାଇଥିବା ଲୋକଙ୍କ ଦୁଃଖର କାହାଣୀ ବିଶ୍ୱକୁ ଶୁଣାଉଛନ୍ତି। ଏହି Terror...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image