ଗ୍ରାମ ପଞ୍ଚାୟତରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ କରାଯିବ: ଆକ୍ସନ ମୋଡରେ କେସିଙ୍ଗା ବ୍ଲକର ନୂଆ ବିଡ଼ିଓ

କେସିଙ୍ଗା,୭।୩ (ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ନୂତନ ବିଡ଼ିଓ ଭାବେ ଜନ୍ମେଜୟ ସ୍ବାଇଁ ଗୁରୁବାର ଦାୟିତ୍ୱ ନେଇଛନ୍ତି। ସେ ଭାରପ୍ରାପ୍ତ ବିଡ଼ିଓ ସିଦ୍ଧେଶ୍ୱର ମେହେରଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଜନ୍ମେଜୟ ସ୍ବାଇଁ ନୂଆପଡ଼ା ଜିଲା ଖଡିଆଳଠାରେ ଜମି ଅଧିଗ୍ରହଣ ଅଧିକାରୀ ଭାବରେ କାର୍ଯ୍ୟ କରୁଥିଲେ। ଏହି ପରିପ୍ରେକ୍ଷୀରେ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି, ଭାରପ୍ରାପ୍ତ ବିଡ଼ିଓ ସିଦ୍ଧେଶ୍ୱର ମେହେର, ଏଇଏସଏନ ନନ୍ଦ ପ୍ରମୁଖ ପୁଷ୍ପଗୁଚ୍ଛ ଦେଇ ନୂତନ ବିଡ଼ିଓଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଦାୟିତ୍ୱ ନେବା ପରେ ନୂତନ ବିଡ଼ିଓ କହିଛନ୍ତି ଯେ ସମଗ୍ର ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ ଠିକ୍‌ ଭାବେ କରିବି ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ପରାଜୟ ନେଇ ସୋସିଆଲ ମିଡିଆରେ ଏମିତି ଲେଖିଲେ ଦେବାଶିଷ,ସ୍ବାଭିମାନ ନ ଥିବା ସ୍ବାର୍ଥବାଦୀଙ୍କ…

ଭୁବନେଶ୍ୱର,୯ା୪: ବିଜେଡିର ପରାଜୟ ନେଇ ସୋସିଆଲ ମିଡିଆରେ ଦେବାଶିଷ ସାମନ୍ତରାୟ ପ୍ରତିକ୍ରିୟା ଦେଇଛନ୍ତି। ସେ ତାଙ୍କ ପୋଷ୍ଟରେ ଲେଖିଛନ୍ତି, ବିଶେଷକରି ‘ଓଡ଼ିଆ ଅସ୍ମିତା’ ପାଇଁ ବିଜେଡି...

ଚର୍ଚ୍ଚାରେ ଯମଜ ଭଉଣୀ: MBBS ପରୀକ୍ଷାରେ ସମାନ ନମ୍ବର ରଖି ସୃଷ୍ଟି କଲେ ଅନନ୍ୟ ରେକର୍ଡ

ସୁରତ,୯।୩: ଆଜିକାଲି ଗୁଜରାଟର ଯମଜ ଭଉଣୀ ଚର୍ଚ୍ଚାରେ ଅଛନ୍ତି। ଦୁହେଁ MBBS ପରୀକ୍ଷାରେ ସମାନ ନମ୍ବର ରଖି ଏକ ଅନନ୍ୟ ରେକର୍ଡ ସୃଷ୍ଟି କରିଛନ୍ତି। ଗୁଜରାଟର...

ପ୍ରତାପଙ୍କ ଘରେ ସିକ୍ରେଟ ମିଟିଂ, ବବି ସାମିଲ୍‌, ସଂଧ୍ୟାବେଳକୁ ବଡ଼ ଘୋଷଣା!

ଭୁବନେଶ୍ୱର,୯।୪: ବିଜେଡିରେ ବଡ଼ ହଲଚଲ। ଗୋଟିଏ ପରେ ଗୋଟିଏ ଘନଘନ ବସୁଛି ବୈଠକ। ଘରୋଇ ହୋଟେଲରେ ବିଜେଡିର ବରିଷ୍ଠ ନେତାଙ୍କ ମେଳି ପରେ ଏପଟେ ପ୍ରତାପ...

କୋର୍ଟଙ୍କ ନିର୍ଦ୍ଦେଶ ପରେ OSRTC କାର୍ଯ୍ୟାଳୟର ସମ୍ପତ୍ତି ଆଟାଚ୍‌

ସମ୍ବଲପୁର,୯ା୪: OSRTC କାର୍ଯ୍ୟାଳୟର ସ୍ଥାବର ସମ୍ପତ୍ତି ଆଟାଚ୍‌ ହୋଇଛି। ମୁଦିପଡ଼ାସ୍ଥିତ ରାଜ୍ୟ ପରିବହନ ନିଗମ କାର୍ଯ୍ୟାଳୟ ସମ୍ପତ୍ତି ଆଟାଚ୍‌ ହୋଇଛି। ବସ୍‌ ମାଲିକଙ୍କ ବକେୟା ପ୍ରଦାନ...

ନିଯୁକ୍ତି ସୁଯୋଗ: ଓଡ଼ିଶା ସରକାରଙ୍କ ପକ୍ଷରୁ ଏହି ବିଭାଗରେ ବାହାରିଲା ୫୦୦ରୁ ଅଧିକ ନୂଆ ପଦବୀ

ଭୁବନେଶ୍ୱର,୯।୪: ଓଡ଼ିଶା ସରକାରଙ୍କ ନ୍ୟାୟ ବିଭାଗ ଅଧୀନରେ ଥିବା ଡାଇରେକ୍ଟୋରେଟ ଅଫ ପବ୍ଲିକ ପ୍ରୋସିକ୍ୟୁସନ (ଡିପିପି) ପାଇଁ ୨୬୭ଟି ନୂଆ ପଦବୀ ବାହାରିଛି। ଏନେଇ BNSS...

ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ

ଲକ୍ଷ୍ମୀପୁର,୯।୪(ଅନନ୍ତ ନାୟକ): କୋରାପୁଟ ଜିଲା ନାଲକୋ ଦାମନଯୋଡି କାରଖାନା ପରିସୀମା ମଧ୍ୟରେ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ମାଲବାହୀ ଟ୍ରେନ୍‌ର ଇଞ୍ଜିନ ରେଳ ଧାରଣାରୁ...

IAS ମନୋଜ କୁମାର ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର

ଭୁବନେଶ୍ୱର,୯।୪: ବଡ଼ ଖବର। IAS ମନୋଜ କୁମାର ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର। ଓଡ଼ିଶା ସରକାର ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମନୋଜ କୁମାର...

‘ନବକାର ମହାମନ୍ତ୍ର’ରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ମୋଦି, ସାଧାରଣ ଜନତାଙ୍କ ମଝିରେ ବସି କଲେ ଜପ

ନୂଆଦିଲ୍ଲୀ,୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଜୈନ ଧର୍ମର ସବୁଠାରୁ ପବିତ୍ର ଏବଂ ସର୍ବବ୍ୟାପୀ ମନ୍ତ୍ର ନବକାର ମହାମନ୍ତ୍ରର ସାମୂହିକ ଜପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image