କାରରେ ପୁଳାପୁଳା ଟଙ୍କା : ମାଡ଼ିବସିଲା ପୋଲିସ

ଭୁବନେଶ୍ୱର,୨୯।୯: କାରରେ ପୁଳା ପୁଳା ଟଙ୍କା। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଓମ୍‌ଫେଡ୍‌ ଛକ ନିକଟରେ। ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ଚେକିଂ ବେଳେ ଏକ କାରରୁ ୪ ଲକ୍ଷ ୭୭ ହଜାର ଟଙ୍କା ମିଳିଛି।
ଘଟଣାରେ ଦିବ୍ୟଜ୍ୟୋତି ନାୟକ ନାମକ ଜଣେ ଯୁବକଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି ।
ଅନ୍ୟପକ୍ଷେ ଦିବ୍ୟଜ୍ୟୋତି ମଦପିଇ ଗାଡ଼ି ଚଳାଉଥିବା ବେଳେ, ଏତେ ଟଙ୍କା କେଉଁଠୁ ଆଣିଲେ, ସେନେଇ ପଚରାଉଚରା ଚାଲିଛି।
ତେବେ ଚେକିଂ ବେଳେ ଦିବ୍ୟଜ୍ୟୋତିଙ୍କ କାର ଦୁର୍ଘଟଣା ଘଟାଇ ଥିବା ପୋଲିସ କହିଛି । ପୋଲିସ ବ୍ୟାରିକେଡକୁ ପିଟି ଗାଡ଼ି ଭାଙ୍ଗିଯାଇଛି । ଗାଡ଼ି ଜବତ କରି ଥାନା ନିଆଯାଇଥିବା ପୋଲିସ କମିଶନର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାପିଡ୍‌ ଆକ୍ସନ ଫୋର୍ସର ଫ୍ଲାଗ୍‌ମାର୍ଚ୍ଚ, ସାମିଲ ହେଲେ ଏସ୍‌ପି-ଡିଆଇଜି-ଜିଲାପାଳ

ଭଦ୍ରକ,୨୯ା୯(ସନାତନ ରାଉତ): ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକରେ ଉତ୍ତେଜନା ଘଟଣାରେ ୧୬୩ ଧାରା ଜାରି ରହିଥିବା ବେଳେ ଇଣ୍ଟନେଟ୍‌ ସେବା ବନ୍ଦ ରହିଛି। ପୋଲିସକୁ ଆକ୍ରମଣ...

ବଡ଼ ସୂଚନା ଦେଲେ ମନମୋହନ, ଖୁବ୍‌ଶୀଘ୍ର ନିଯୁକ୍ତି ପାଇବେ ବୋର୍ଡ…

ଭୁବନେଶ୍ୱର,୨୯ା୯: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବଶୀଘ୍ର ନିଯୁକ୍ତ ବୋର୍ଡ ଏବଂ ନିଗମ ଅଧ୍ୟକ୍ଷ...

ଆନ୍ତଃରାଜ୍ୟ ଗ୍ୟାଙ୍ଗ୍‌କୁ ଧରିଲା ପୋଲିସ: ୧୯ ନାମୀଦାମୀ ବାଇକ୍‌ ଜବତ, ଜଣେ ଗିରଫ

ପାରଳାଖେମୁଣ୍ଡି,୨୯ା୯(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ବଡ଼ ଧରଣର ସଫଳତା। ଆନ୍ଧ୍ର ଓ ଓଡ଼ିଶା ଆନ୍ତଃରାଜ୍ୟ ବାଇକ୍‌ ଲୁଟେରାକୁ ଧରିବା ସହ ୧୯ଟି...

ସୀମାରେ ଆଇଇଡି ବିସ୍ଫୋରଣ, ୫ ଯବାନ ଆହତ

ମାଲକାନଗିରି,୨୯ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଆଇଇଡି ବିସ୍ଫୋରଣ ହୋଇ ୫ ଯବାନ ଆହତ ହୋଇଛନ୍ତି। ସୂଚନା ମୁତାବକ, ଛତିଶଗଡ଼ ବିଜାପୁର...

ଏହି ଦିନ ଆସିବ ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା: ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୯: ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇଁ ଲାଗି ରହିଥିବା କଳ୍ପନା ଜଳ୍ପନାର ଏକ ପ୍ରକାର ଅନ୍ତ ଘଟିଛି। ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଅକ୍ଟୋବର...

ମିଡିୟୁବାନ୍ଦା ଜଳପ୍ରପାତରେ କମୁଛି ଜଳସ୍ତର, ପର୍ଯ୍ୟଟକ ମୁହଁ ଫେରାଇବା ଆଶଙ୍କା

ଦାରିଙ୍ଗବାଡ଼ି,୨୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଅନେକ ଜଳପ୍ରପାତ ରହିଛି। ସେଗୁଡିକ ମଧ୍ୟରୁ ପାଙ୍ଗାଲିର ଇନ୍ଦ୍ରଧନୁ ଜଳପ୍ରପାତ ସମେତ ପାଟାବାନ୍ଧା ଜଳପ୍ରପାତ, କିରିକୁଟି ଲଭର୍ସ...

କୁମ୍ଭୀର ପାଇଁ ନଦୀକୂଳ ଅସୁରକ୍ଷିତ

କେନ୍ଦ୍ରାପଡ଼ା,୨୯ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଦେବେନ୍ଦ୍ର ନାରାୟଣପୁର ଗ୍ରାମର ରଞ୍ଜିତ ମଣ୍ଡଳଙ୍କ ପୋଖରୀରେ ମଙ୍ଗଳବାର ଏକ ବଡ଼ କୁମ୍ଭୀର ପଶିଯାଇଥିଲା। ବନ...

ସଙ୍ଗଠନ ମଜଭୁତ କରିବାକୁ ନବୀନଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର, ୨୯। ୯(ଅନୀଲ ଦାସ): ନୟାଗଡ଼ ଜିଲା ସାଙ୍ଗଠନିକ କର୍ମକର୍ତ୍ତା ସମ୍ମିଳନୀ ଶନିବାର ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବିଜେଡି ସଭାପତି ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri