ଜୟଆଲୁକ୍କାସ ଚେନ୍‌ ଫେଷ୍ଟ ଉଦ୍‌ଘାଟିତ

ଭୁବନେଶ୍ୱର,୨୪।୯: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ୍‌ ଜୟଆଲୁକ୍କାସର ବହୁ ପ୍ରତୀକ୍ଷିତ ପ୍ରଦର୍ଶନୀ ‘ଚେନ୍‌ ଫେଷ୍ଟ’ (ଜୟଆଲୁକ୍କାସ ଚେନ ଫେଷ୍ଟ) ନିକଟରେ ଉଦଘାଟିତ ହୋଇଯାଇଛି। ଏହି ଫେଷ୍ଟ ୨୦୨୪ ଅକ୍ଟୋବର ୬ ପର୍ଯ୍ୟନ୍ତ ଜାରି ରହିବ ବୋଲି ପ୍ରତିଷ୍ଠାନ ପକ୍ଷରୁ ବିସ୍ତୃତ ଭାବେ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ଜୟଆଲୁକ୍କାସ ଚେନ୍‌ ଫେଷ୍ଟରେ ବ୍ରାଣ୍ଡ୍‌ର ସମସ୍ତ ଆକର୍ଷଣୀୟ ଡିଜାଇନ ଚେନର ସମ୍ଭାର ସାଙ୍ଗକୁ ନୂତନ କଲେକ୍ସନଗୁଡିକର ପ୍ରଦର୍ଶନ କରାଯାଉଛି। ସେହିଭଳି ଗ୍ରାହକଙ୍କୁ ସୁବିଧା ଅଳଙ୍କାର ଯୋଗାଇ ଦେବା ପାଇଁ ଆକର୍ଷଣୀୟ ଅଫର ଓ ରିହାତିର ଘୋଷଣା କରାଯାଇଛି। ଏପରିକି ଏହି ଫେଷ୍ଟ ଜରିଆରେ ଗ୍ରାହକ ୪.୯୯% ଫ୍ଲାଟ ମେକିଂ ଚାର୍ଜର ଲାଭ ଉଠାଇପାରିବେ। ଏ ସମ୍ପର୍କରେ ଜୟଆଲୁକ୍କାସର ଚେୟାରମ୍ୟାନ ତଥା ଏମ୍‌ଡି ଜୟଆଲୁକ୍କାସ କହିଥିଲେ, ଆମେ ଆମର ବହୁ ପ୍ରତୀକ୍ଷିତ ପ୍ରଦର୍ଶନୀ ଚେନ୍‌ ଫେଷ୍ଟକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରାଇ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମେ ଆମର ଗ୍ରାହକଙ୍କୁ କେବଳ ୪.୯୯%ର ଏକ ଅତୁଳନୀୟ ମେକିଂ ଚାର୍ଜର ସୁବିଧା ସହିତ ଆକର୍ଷଣୀୟ ଡିଜାଇନ ଓ ସୂକ୍ଷ୍ମ କାରୁକାର୍ଯ୍ୟରେ ପ୍ରସ୍ତୁତ ଚେନଗୁଡିକୁ କ୍ରୟ କରିପାରିବେ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସଦସ୍ୟତାରେ ଇପିଏଫ୍‌ଓର ରେକର୍ଡ

ଭୁବନେଶ୍ୱର,୨୪।୯ (ଅନୁରାଧା ମହାରଣା): କେନ୍ଦ୍ର ଶ୍ରମ ଓ ରୋଜଗାର ଏବଂ ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ସୋମବାର ଜୁଲାଇ ୨୦୨୪ ପାଇଁ କର୍ମଚାରୀ ଭବିଷ୍ୟନିଧି ସଂସ୍ଥାନ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୯: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର...

ଜିଓର ୧.୮୫ଲକ୍ଷ ନୂଆ ମୋବାଇଲ ଗ୍ରାହକ

ଭୁବନେଶ୍ୱର,୨୪।୯: ଦେଶର ପ୍ରମୁଖ ଘରୋଇ ଟେଲିକମ କମ୍ପାନୀ ତଥା ରିଲାଏନ୍ସ ଜିଓ ୨୦୨୪ ଜୁଲାଇରେ ପ୍ରାୟ ୧.୮୫ ଲକ୍ଷ ନୂଆ ମୋବାଇଲ ଗ୍ରାହକ ଏବଂ ୧୧,୦୦୦...

ଏଚ୍‌ସିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ଉପକୂଳ ସଂରକ୍ଷଣ ଅଭିଯାନ

ଭୁବନେଶ୍ୱର,୨୪।୯: ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ଆଇଟି କମ୍ପାନୀ ଏଚ୍‌ସିଏଲ୍‌ ଟେକ୍‌ର କର୍ପୋରେଟ ସୋସିଆଲ ରେସପନି୍ସବିଲିଟି ବା ସିଏସ୍‌ଆର୍‌ ପଦକ୍ଷେପଗୁଡିକୁ କାର୍ଯ୍ୟକାରୀ କରୁଥିବା ଏଚ୍‌ସିଏଲ୍‌...

ଏୟାରଟେଲ ୟୁଜର୍ସଙ୍କ ବଲ୍ଲେ ବଲ୍ଲେ, ଲଞ୍ଚ୍‌ ହେଲା ୩ଟି ଶସ୍ତା ପ୍ଲାନ୍‌, ମାସେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୩।୯: ଏୟାରଟେଲ ଏହାର ପ୍ରିପେଡ ବ୍ୟବହାରକାରୀଙ୍କ ପାଇଁ ୩ ଟି ନୂଆ ଯୋଜନା ଆରମ୍ଭ କରିଛି । ସମସ୍ତ ତିନୋଟି ଯୋଜନା ହେଉଛି ଡାଟା ଭାଉଚର୍‌...

୫୦ କୋଟିର କାରବାର ଆକଳନ

ଭୁବନେଶ୍ୱର,୨୩।୯ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜୟପୁରର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ରଗ୍‌ ଉତ୍ସବ’ ନିକଟରେ ଆରମ୍ଭ ହୋଇଯାଇଛି। ଏପରିକି...

ଆଇଏସ୍‌ବି ପକ୍ଷରୁ ପିଜିପି ୱାଇଏଲ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୨୩।୯: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଅଗ୍ରଣୀ ମ୍ୟାନେଜମେଣ୍ଟ କଲେଜ ଇଣ୍ଡିଆନ ସ୍କୁଲ ଅଫ୍‌ ବିଜ୍‌ନେସ୍‌ ବା ଆଇଏସ୍‌ବିର ନୂତନ ପାଠ୍ୟକ୍ରମ ‘ପିଜିପି ୱାଇଏଲ୍‌’ର ଶୁଭାରମ୍ଭ...

୭% ହାରରେ ଭାରତୀୟ ଅର୍ଥନୀତି ଅଭିବୃଦ୍ଧି ଆଶା

ଭୁବନେଶ୍ୱର,୨୩।୯ (ଅନୁରାଧା ମହାରଣା): ଭାରତର ଅର୍ଥନୀତି ଉପରେ ସମଗ୍ର ବିଶ୍ୱର ନଜର ରହିଛି। ଗତ ୨୦୨୩-୨୪ ଆର୍ଥିକ ବର୍ଷରେ ଭାରତୀୟ ଅର୍ଥନୀତି ୮.୨ ପ୍ରତିଶତ ହାରରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri