ଜୟଆଲୁକ୍କାସ୍‌ର ନୂତନ ଅଭିଯାନ

ଭୁବନେଶ୍ୱର,୨୦।୧୨: ଜୟଆଲୁକ୍କାସର ନୂତନ ଅଭିଯାନ ‘ସିଜନ୍‌ ଅଫ୍‌ ଗିଭିଙ୍ଗ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷ ଛୁଟିଦିନଗୁଡ଼ିକରେ ଉକ୍ତ ଅଭିଯାନ ପୃଷ୍ଠପୋଷକମାନଙ୍କ ପାଇଁ ଅତିରିକ୍ତ ଉତ୍ସବମୟ ଉଲ୍ଲାସ ପ୍ରଦାନ କରିବ। ଏପରିକି ଜୟଆଲୁକ୍କାସ୍‌ର ଏହି ବିଶେଷ ସଂସ୍କରଣରେ ଉଭୟ ସୁନା ଏବଂ ହୀରା ଅଳଙ୍କାରଗୁଡିକ ଉପରେ ମେକିଂ ଚାର୍ଜ (ଏମ୍‌ସି) ଉପରେ ଫ୍ଲାଟ୍‌ ୨୫% ରିହାତି ପ୍ରଦାନ କରିଥାଏ।
ଏ ସମ୍ପର୍କରେ ଜୟଆଲୁକ୍କାସ୍‌ ଗ୍ରୁପ୍‌ର ଚେୟାରମ୍ୟାନ୍‌ ଜୟ ଆଲୁକ୍କାସ କହିଛନ୍ତି, ଚଳିତ ବର୍ଷର ଖ୍ରୀଷ୍ଟମାସ୍‌ ଓ ନୂଆବର୍ଷ ହେଉଛି ପ୍ରଦାନ କରିବାର ଋତୁ। ଏହା ହେଉଛି ଯାହା ଆପଣ ଗ୍ରହଣ କରିଛନ୍ତି, ସେଥିପାଇଁ କୃତଜ୍ଞତା ଜଣାଇବା ଏବଂ ଆନନ୍ଦ ବିସ୍ତାର କରିବାର ସମୟ। ଏପରିକି ସମସ୍ତ ସୁନା ଏବଂ ହୀରା ଅଳଙ୍କାରର ମେକିଂ ଚାର୍ଜ ଉପରେ ଆମର ଫ୍ଲାଟ୍‌ ୨୫% ରିହାତି ସହ ଏହି ଅଭିଯାନ ଅତିରିକ୍ତ ସ୍ବତନ୍ତ୍ର ହେବ।
ଅପରପକ୍ଷରେ ଭାରତର ସମସ୍ତ ଜୟଆଲୁକ୍କାସ୍‌ ଶୋ’ରୁମ୍‌ରେ ‘ସିଜନ୍‌ ଅଫ୍‌ ଗିଭିଙ୍ଗ୍‌’ ଅଫର ୨୦୨୪ ଜାନୁୟାରୀ ୧୫ ପର୍ଯ୍ୟନ୍ତ ଉପଲବ୍ଧ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ଜେସିବିର ନୂତନ ଉତ୍ପାଦ

ଭୁବନେଶ୍ୱର, ୨୩।୧୧: ଜେସିବି ଇଣ୍ଡିଆ ଲିମିଟେଡ୍‌ର ନୂତନ ଉତ୍ପାଦ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଫୁଏଲ ମାଷ୍ଟର ଜେସିବି ନେଷ୍ଟ ୨୧୫ ଏଲ୍‌ସି ଏକ୍ସାଭେଟର’ର ଅନାବରଣ...

ଡ୍ରିମ୍‌ସ ଅଧ୍ୟକ୍ଷଙ୍କୁ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ

ଭୁବନେଶ୍ୱର,୨୩।୧୧ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍‌ସ ଗ୍ରୁପ୍‌ ଏବଂ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ବିଶିଷ୍ଠ ଉଦ୍ୟୋଗପତି ଡ.ପ୍ରମୋଦ...

ଶେଷ ଦିନରେ ନିବେଶକ ଯୋଡ଼ିଲେ ୭ ଲକ୍ଷ କୋଟି

ମୁମ୍ବାଇ,୨୩।୧୧: ଅନ୍ତରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ମଧ୍ୟରେ ଭାରତୀୟ ପୁଞ୍ଜି ବଜାର କାରବାର ବେଶ ଉତ୍ସାହଜନକ ରହିଛି। ଏପରିକି ଘରୋଇ ଶେୟାର ବଜାରର ନିବେଶକ...

ଜାନୁଆରୀ ୧ରୁ ବଦଳିଯିବ ଟେଲିକମର ଏହି ନିୟମ, Jio, Airtel, BSNL, Vi ଉପରେ ପଡ଼ିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୧: ସରକାର ଟେଲିକମ ନିୟମରେ ସମୟ ସମୟରେ ପରିବର୍ତ୍ତନ କରନ୍ତି। ଟେଲିକମ ଆକ୍ଟରେ କିଛି ନିୟମ ଯୋଡା ଯାଇଥିଲା, ଯାହାକୁ ସମସ୍ତ ରାଜ୍ୟ ମଧ୍ୟ ପାଳନ...

ଜୋମାଟୋରେ ନିଯୁକ୍ତି ସୁଯୋଗ: ୨୦ ଲକ୍ଷ ଦେଇ ବର୍ଷେ ମାଗଣା କାମ, ଦ୍ୱିତୀୟ ବର୍ଷରେ କମ୍ପାନୀ ଦେବ ଏତେ…

ନୂଆଦିଲ୍ଲୀ,୨୧।୧୧: ଅନଲାଇନ ଖାଦ୍ୟ ବିତରଣ ଆପ ଜୋମାଟୋରେ ବଡ ନିଯୁକ୍ତି ବାହାରିଛି। ଜୋମାଟୋ ସିଇଓ ଦୀପିନ୍ଦର ଗୋୟଲ ନିଜେ ଏହି ବିଷୟରେ ଏକ୍ସରେ ସୂଚନା ଦେଇଛନ୍ତି।...

ଆମେରିକାର ଅଭିଯୋଗ ଆଣିବାର କେଇ ମିନିଟ୍‌ ମଧ୍ୟରେ ବୁଡିଲା ଆଦାନୀଙ୍କ ଶେୟାର, ୨.୨୪ ଲକ୍ଷ କୋଟି ଟଙ୍କାର କ୍ଷତି…

ନୂଆଦିଲ୍ଲୀ,୨୧।୧୧: ଭାରତୀୟ ଶିଳ୍ପପତି ଗୌତମ ଆଦାନୀଙ୍କୁ ଲାଗିଛି ଆଜି ସକାଳୁ ସକାଳୁ ଲାଗିଛି ବଡ଼ ଝଟ୍‌କା। ଆମେରିକାରେ ଅଭିଯୋଗ ଆଣିଛି କି, ସେ ତାଙ୍କ କମ୍ପାନୀ...

ମାତ୍ର ୫୧ ଟଙ୍କାରେ ବର୍ଷସାରା ମିଳିବ ୫ଜି ଡାଟା, ଜିଓର ସ୍ପେଶାଲ ଅଫର୍‌…

ନୂଆଦିଲ୍ଲୀ,୨୦।୧୧: ଭାରତର ସର୍ବବୃହତ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ଗ୍ରାହକଙ୍କୁ ଏକ ସ୍ବତନ୍ତ୍ର ଭାଉଚର ପ୍ରଦାନ କରୁଛି । ମାତ୍ର ୬୦୧ ଟଙ୍କାରେ 5G ଅପଗ୍ରେଡ...

ପ୍ଲାଟ୍‌ଫର୍ମରେ ଉନ୍ନତ ବୈଷୟିକ ଜ୍ଞାନକୌଶଳ ଉପଯୋଗ

ନୂଆଦିଲ୍ଲୀ,୨୦।୧୧: ଦେଶର ପ୍ରମୁଖ ଇ- କମର୍ସ ପ୍ଲାଟ୍‌ଫର୍ମ ମିଶୋ ଅନ୍‌ଲାଇନ ଠକେଇ ବିରୋଧରେ ଲଢ଼େଇ କରିବା ସହ ପ୍ଲାଟ୍‌ଫର୍ମରେ ଉନ୍ନତ ବୈଷୟିକ ଜ୍ଞାନକୌଶଳ ଉପଯୋଗ କରିଛି।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri