ଜୟଆଲୁକ୍କାସର ଅତୁଳନୀୟ ଅଳଙ୍କାର ବିକ୍ରି ଅଫର

ଭୁବନେଶ୍ୱର,୮।୭ (ଅଭୟ ଦାଶ):ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ’ର ବହୁ ପ୍ରତୀକ୍ଷିତ ଅଫର ତଥା ଅତୁଳନୀୟ ଅଳଙ୍କାର ବିକ୍ରି ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅତୁଳନୀୟ ବିକ୍ରି ୨୦୨୪ ଜୁଲାଇ ୧୪ରେ ଶେଷ ହେବାକୁ ଯାଉଛି। ଏହି ଅଫର ଜରିଆରେ ଗ୍ରାହକ ବ୍ରାଣ୍ଡ୍‌ର ସୁନା, ହୀରା ଓ ମୂଲ୍ୟବାନ ରତ୍ନ ଏବଂ ରୁପା ଅଳଙ୍କାରର ମେକିଂ ଚାର୍ଜ ଉପରେ ଫ୍ଲାଟ ୫୦% ରିହାତି ପାଇପାରିବେ। ଉଲ୍ଲେଖଯୋଗ୍ୟ, ୨୦୨୪ ଜୁନ୍‌ରୁ ଆରମ୍ଭ ହୋଇଥିବା ଏହି ଅତଳୁନୀୟ ଅଳଙ୍କାର ବିକ୍ରି ଅଫର ୨୦୨୪ ଜୁଲାଇ ୧୪ ପର୍ଯ୍ୟନ୍ତ ସମସ୍ତ ଜୟଆଲୁକ୍କାସ ଶୋ’ରୁମରେ ଉପଲବ୍ଧ।
ଏ ସମ୍ପର୍କରେ ଜୟଆଲୁକ୍କାସର ଚେୟାରମ୍ୟାନ ତଥା ଏମଡି ଜୟ ଆଲୁକ୍କାସ କହିଥିଲେ, ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆମର ଏହି ଅତୁଳନୀୟ ଅଳଙ୍କାର ବିକ୍ରି ଅତି ଭଲରେ ଜାରି ରହିଥିଲାବେଳେ ଗ୍ରାହକଙ୍କ ଆଦୃତ ଲାଭ ମଧ୍ୟ ହୋଇପାରିଛି। ଏପରିକି ଆମର ଗ୍ରାହକମାନେ ଏହାକୁ ଖୁସିର ସହିତ ସ୍ବାଗତ କରିଛନ୍ତି। ସେହିଭଳି ଅଳଙ୍କାର କିଣିବା ପାଇଁ ଆମର ଗ୍ରାହକମାନଙ୍କୁ ଏକ ସୁବର୍ଣ୍ଣ ସମୟ ପ୍ରଦାନ କରିବା ଆମ ପାଇଁ ପରମ ଆନନ୍ଦ ଆଣି ଦେଇଛି। ଏପରିକି ଏହି ଅଫର ଶେଷ ହେବାକୁ ଆଉ ମାତ୍ର କିଛି ଦିନ ବାକି ରହିଥିବା ଯୋଗୁ ଆମେ ଚାହୁଁ ଯେ ସମସ୍ତେ ଏହି ଚତ୍ମକାର ଅଫରରୁ ଲାଭ ଉଠାନ୍ତୁ ଏବଂ ନିଜ ପ୍ରିୟ ଅଳଙ୍କାର ଗୁଡିକୁ ଅତୁଳନୀୟ ମୂଲ୍ୟରେ ନେଇ ଯାଆନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ଆର୍ଥିକ ବର୍ଷରେ ୧୦,୦୦୦ ନୂଆ କର୍ମଚାରୀ ନିଯୁକ୍ତ କରିବ ଭାରତୀୟ ଷ୍ଟେଟ ବ୍ୟାଙ୍କ

ମୁମ୍ବାଇ,୬ା୧୦: ଦେଶର ସର୍ବ ବୃହତ ଋଣ ପ୍ରଦାନକାରୀ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ଏହାର ସାଧାରଣ ବ୍ୟାଙ୍କିଙ୍ଗ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏବଂ ବୈଷୟିକ...

ନିଜ ନାମରେ ନୁହେଁ, ବରଂ ସ୍ତ୍ରୀଙ୍କ ନାମରେ କରନ୍ତୁ FD; ଲାଭ ଜାଣିଲେ ଚକିତ ହେବେ…

ନୂଆଦିଲ୍ଲୀ,୫।୧୦: ଫିକ୍ସ ଡିପୋଜିଟ୍‌(ଏଫ୍‌ଡି) ଯୋଜନା ଉପରେ ସାରା ଦେଶର ଜଣାଶୁଣା ବ୍ୟାଙ୍କଗୁଡ଼ିକ ପକ୍ଷରୁ ବାର୍ଷିକ ୮% ଆକର୍ଷକ ଋଣ ଦିଆଯାଉଛି। ଟଙ୍କାକୁ ସୁରକ୍ଷିତ ରଖିବା ସହ...

ରାଜ୍‌ ଇଲେକ୍ଟ୍ରୋନିକ୍ସରେ ଫେଷ୍ଟିଭାଲ ଅଫର

ଭୁବନେଶ୍ୱର,୫।୧୦: ରାଜ୍ୟର ଅଗ୍ରଣୀ ରିଟେଲ ଚେନ୍‌ ରାଜ୍‌ ଇଲେକ୍ଟ୍ରୋନିକ୍ସର ବହୁ ପ୍ରତୀକ୍ଷିତ ‘ଫେଷ୍ଟିଭାଲ ଅଫର’ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଦୀର୍ଘ ୩୬ ବର୍ଷ ଧରି ସମଗ୍ର...

ତନିସ୍କର ନୂତନ କଲେକ୍ସନ ‘ନବ-ରାଣୀ’

ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଭାରତୀୟ ଗହଣା ବ୍ରାଣ୍ଡ ତନିସ୍କର ନୂତନ କଲେକ୍ସନ (ଫେଷ୍ଟିଭ୍‌ କଲେକ୍ସନ)‘ନବ-ରାଣୀ’ସମ୍ଭାରର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଆଧୁନିକ...

ଆଲିଶାନ୍‌ର ‘ପୂଜା ପାୱାର’ ଅଫର

ଭୁବନେଶ୍ୱର,୫।୧୦: ଭୁବନେଶ୍ୱରର ଅଗ୍ରଣୀ ଗାର୍ମେଣ୍ଟ ବ୍ରାଣ୍ଡ ତଥା ସ୍ବତଃ ପୁରୁଷ (ମେନ୍ସ ଏକ୍ସକ୍ଲୁସିଭ) ପରିଧାନ ଶୋ’ରୁମ୍‌ ଆଲିଶାନ୍‌ର ବହୁ ପ୍ରତୀକ୍ଷିତ ପାର୍ବଣ ଅଫର ‘ପୂଜା ପାୱାର’ର...

ଭୁବନେଶ୍ୱରରେ କିସ୍ନାର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ କିସ୍ନା ଡାଇମଣ୍ଡ ଆଣ୍ଡ ଗୋଲ୍ଡ ଜୁଏଲେରିର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର ଭୁବନେଶ୍ୱରର ନନ୍ଦନକାନରୋଡ୍‌ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଓଡ଼ିଶା...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୫।୧୦ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଫଳରେ ଭାରତରେ ସୁନା ଦର ସର୍ବୋଚ୍ଚ ସ୍ତରରେ...

ବିଗେଷ୍ଟ ଓଲା ସିଜନ ସେଲ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୫।୧୦: ଓଲା ଇଲେକ୍‌ଟ୍ରିକ୍‌ର ବହୁ ପ୍ରତୀକ୍ଷିତ ଅଭିଯାନ (କ୍ୟାମ୍ପେନିଂ) ତଥା ଚଳିତ ପାର୍ବଣ ଋତୁରେ ବିଗେଷ୍ଟ ଓଲା ସିଜନ ସେଲ୍‌ (ବସ୍‌)ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri