୭ରୁ ଜେଇଇ ଆଡ୍‌ଭାନ୍ସଡ ଆବେଦନ, ସେପ୍ଟମ୍ବର ୧୧ରେ ରେଜଲ୍ଟ

ଭୁବନେଶ୍ୱର, ୨।୮(ବ୍ୟୁରୋ) – ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ(ଆଡ୍‌ଭାନ୍ସଡ) ୨୦୨୨ ଚଳିତ ମାସ ୨୮ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆସନ୍ତା ୭ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ୭ ତାରିଖ ପୂର୍ବାହ୍ନ ୧୦ଟାରୁ ୧୧ ତାରିଖ ଅପରାହ୍ନ ୫ଟା ମଧ୍ୟରେ ଛାତ୍ରୀଛାତ୍ରମାନେ ଆବେଦନ କରିବେ। ୧୨ ତାରିଖ ଅପରାହ୍ନ ୫ଟା ମଧ୍ୟରେ ଛାତ୍ରୀଛାତ୍ରମାନେ ଫି’ ଦାଖଲ କରିବେ। ୨୩ ତାରିଖ ସକାଳ ୧୦ଟାରୁ ଆଡ୍‌ମିଟ୍‌ କାର୍ଡ ଉପଲବ୍ଧ ହେବ। ପାଖାପାଖି ଅଢ଼େଇ ଲକ୍ଷ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବେ। ପେପର-୧ ସକାଳ ୯ଟାରୁ ଅପରାହ୍ନ ୧୨ଟା ଏବଂ ପେପର-୨ ଅପରାହ୍ନ ୨ଟା ୩୦ରୁ ଅପରାହ୍ନ ୫ଟା ୩୦ ପର୍ଯ୍ୟନ୍ତ ଚାଲିବ। ସେପ୍ଟମ୍ବର ୧୧ରେ ଜେଇଇ(ଆଡ଼ଭାନ୍ସଡ) ରେଜଲ୍ଟ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ସିଂହନାଥ ପୀଠରେ ମକର ମେଳା ସମୟରେ ସେତୁ ଉପରେ ଯାନବାହାନ ଚଳାଚଳ ବନ୍ଦ

କଟକ,୧୦।୧: ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ଆସନ୍ତା ମକର ସଂକ୍ରାନ୍ତି ଅବସରରେ ଜାନୁଆରୀ ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ଆଠଗଡସ୍ଥିତ ପ୍ରଭୁ ସିଂହନାଥ...

ସହଦେବ ହତ୍ୟା ଘଟଣାରେ ସାଂଘାତିକ ଅଭିଯୋଗ ଆଣିଲା ବିଜେଡି: ହତ୍ୟା ପଛରେ ରହିଛି…

ଭୁବନେଶ୍ୱର,୧୦।୧: ପୋଲିସ ମିତ୍ର ସହଦେ ନାୟକ ହତ୍ୟାକାଣ୍ଡ ଘଟଣାରେ ବିଜେଡି ବିଚାର ବିଭାଗୀୟ ତଦନ୍ତ ଦାବି କରିଛି। ଭିଡିଓ ଦେଖାଇ ବିଜେଡି ପୋଲିସକୁ ଟାର୍ଗେଟ କରିଛି।...

ଦୀପାଳିଙ୍କ ଭାଇ ବିଶାଲଙ୍କ ନାଁରେ ଏତଲା

ଭୁବନେଶ୍ୱର,୧୦।୧: ସ୍ବର୍ଗତ ନବ ଦାସଙ୍କ ପୁଅ ଏବଂ ଦୀପାଳି ଦାସଙ୍କ ଭାଇ  ବିଶାଲ ଦାସଙ୍କ ନାଁରେ ମାମଲା ରୁଜୁ ହୋଇଛି। ସରେଇପାଲି ଥାନା ପୋଲିସ ତାଙ୍କ...

ସାଧାରଣ ଲୋକଙ୍କ ପାଇଁ ଖୋଲିଲା ପ୍ରବାସୀ ଭାରତୀୟ ଦିବସ ପ୍ରଦର୍ଶନୀ, ଜାଣନ୍ତୁ କେତେ ଦିନ ଯାଏ ଖୋଲା ରହିବ

ଭୁବନେଶ୍ୱର,୧୦।୧: ଭୁବନେଶ୍ୱରର ଜନତା ମଇଦାନରେ ଚାଲିଥିବା ପ୍ରବାସୀ ଭାରତୀୟ ଦିବସ (PBD) ପ୍ରଦର୍ଶନୀ ଜାନୁଆରୀ ୧୧ ରୁ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ। ଏହି...

ଉଦ୍‌ଯାପନୀ ସମାରୋହରେ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧: ତିନି ଦିନ ଧରି ଚାଳିଥିବା ପ୍ରବାସୀ ଭାରତୀୟ ଦିବସର ଶୁକ୍ରବାର ଉଦ୍‌ଯାପନୀ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିଛନ୍ତି।...

ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଆପଣଙ୍କ ଉପସ୍ଥିତି ସମସ୍ତ…

ଭୁବନେଶ୍ୱର,୧୦ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି।...

ମଧ୍ୟାହ୍ନ ଭୋଜନରେ ଏହି ସବୁ ଦେଶୀ ଖାଦ୍ୟ ଖାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଅଛନ୍ତି। ଏହି ସମୟରେ ଶୁକ୍ରବାର ରାଷ୍ଟ୍ରପତି ମଧ୍ୟାହ୍ନ ଭୋଜନ କରିଛନ୍ତି। ଷ୍ଟୋର୍ଟରରେ ପନିର ଟିକା, ବେବିକର୍ଣ୍ଣ, କୋଳଥ...

ବସ୍‌ରେ ଚିକିତ୍ସା ପାଇଁ ଯାଉଥିଲେ: ସିଟ୍‌ରେ ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୧୦।୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୁରୁଣା ବସ୍‌ଷ୍ଟାଣ୍ଡରୁ ବ୍ରହ୍ମପୁର ଯାଉଥିବା ଏକ ଯାତ୍ରୀବାହୀ ବସ୍‌ରୁ ଶୁକ୍ରବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri