ଜିପ୍‌ସମ୍‌ ପରିବହନକୁ ନେଇ ବିବାଦ

ମାର୍ଶାଘାଇ,୨୫ା୬(ଡି.ଏନ୍‌.ଏ.): ପାରାଦ୍ୱୀପ ଇଫ୍‌କୋ ସାର କାରଖାନାରୁ ବାହାରୁ ଥିବା ଜିପ୍‌ସମ୍‌ର ପରିବହନକୁ ନେଇ ବିବାଦ ଦେଖା ଯାଇଛି ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଟ୍ରକ ମାଲିକ ସଂଘର ୩ ମିଳିତ ମଞ୍ଚ ପକ୍ଷରୁ ଇଫ୍‌କୋ କର୍ତ୍ତୃପକ୍ଷ ସେମାନଙ୍କୁ ପରିବହନ ପାଇଁ ସୁଯୋଗ ନ ଦେବା ଅଭିଯୋଗରେ ମାର୍ଶାଘାଇ ଥାନା ଅନ୍ତର୍ଗତ ବେଲାର ନୂଆଗାଁ ଛକରେ ଅନ୍ୟ ଜିଲାର ଜିପସମ ବୋଝେଇ ହୋଇଥିବା ୬ଟି ଟ୍ରକକୁ ଅଟକାଇ ଥିଲେ। ସଂଘର ବହୁ କାର୍ଯ୍ୟକର୍ତ୍ତା ବେଳରନୂଆଗାଁ ଛକରେ ତମ୍ବୁ ଟାଣି ବସି ରହି ଜିପ୍‌ସମ୍‌ ଗାଡ଼ିକୁ ଚିହ୍ନଟ କରିଥିଲେ। ଖବର ପାଇ ମାର୍ଶାଘାଇ ଥାନା ଅଧିକାରୀ ପି.କେ.କାନୁନଗୋ, ମହାକାଳପଡ଼ା ଥାନା ଅଧିକାରୀ ମନୋରଞ୍ଜନ ଚୌଧୁରୀ, ପାଟକୁରା ଥାନା ଅଧିକାରୀ ସରୋଜ ସାହୁ, ଜମ୍ବୁ ମେରାଇନ ଥାନା ଅଧିକାରୀ ପରେଶ ମହାନ୍ତି ଓ କେନ୍ଦ୍ରାପଡ଼ା ସଦର ଥାନା ଅଧିକାରୀ ପବିତ୍ର ମହାରଣା ପ୍ରମୁଖ ୨ ପ୍ଲାଟୁନ ପୋଲିସ ଫୋର୍ସ ସହ ପହଞ୍ଚତ୍ ସଂଘ କର୍ମକର୍ତ୍ତାଙ୍କୁ ଘଉଡ଼ାଇ ଦେଇଥିଲେ  । ପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା । ଏହି ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଏ ସଂକ୍ରାନ୍ତରେ ମାର୍ଶାଘାଇ ଥାନାରେ କୌଣସି ଅଭିଯୋଗ ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri