Categories: ବାଣିଜ୍ୟ

ଜେଏଫ୍‌ଏସ୍‌ର ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୧୬।୧ : ଜିଓ ଫାଇନାନ୍‌ସିଆଲ ସର୍ଭିସ (ଜେଏଫ୍‌ଏସ୍‌)ର ନିର୍ଦ୍ଦେଶକ ମଣ୍ଡଳୀର ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ୨୦୨୩-୨୪ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ବିସ୍ତୃତ ସୂଚନା ଦିଆଯାଇଥିଲା। ଚଳିତ ଆର୍ଥିକ ବର୍ଷର ଅକ୍ଟୋବରରୁ ଡିସେମ୍ବର ଶେଷ ସୁଦ୍ଧା କମ୍ପାନୀର ମୋଟ ଲାଭ ୨୯୪ (୨୯୩.୮୨) କୋଟି ଟଙ୍କାରେ ପହଞ୍ଚିଛି।

Share