ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି ସରଗରମ ହୋଇଛି। ଏବେ ଝାଡଖଣ୍ଡରେ ଭାଜପା ଓ ଇଣ୍ଡିଆ ମେଣ୍ଟ ଭିତରେ ସିଧା ଲଢେଇ ହେବାକୁ ଯାଉଛି।

ତେବେ ଏହାରି ଭିତରେ ଭାଜପା ଝାଡଖଣ୍ଡ ପାଇଁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି ଭାଜପା। ସବୁଠାରୁ ବିଶେଷ କଥା ହେଉଛି ଏହି ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଛନ୍ତି। ଏହା ବ୍ୟତୀତ ତାଲିକାରେ ପ୍ରଧାନମନ୍ତ୍ରୀ ମୋଦି, ଜେ.ପି ନଡ୍ଡା, ରାଜନାଥ ସିଂହ, ଅମିତ ଶାହ, ନୀତିନ ଗଡ଼କରୀ, ଶିବରାଜ ସିଂ ଚୌହାନ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୨ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା...

ପ୍ରବଳ ବର୍ଷା ଆଲର୍ଟ, ସବୁ ସ୍କୁଲ ଛୁଟି

ଭଦ୍ରକ,୨୫।୧୦: ବାତ୍ୟା ପରେ ଉପକୂଳ ଜିଲାରେ ଜାରି ରହିଛି ପ୍ରବଳ ବର୍ଷା। ବାତ୍ୟା ପରେ ତୁହାକୁ ତୁହା ବର୍ଷାରେ ବେହାଲ ହେଳାଣି ଉପକୂଳିଆ ଜିଲା। ପାଣିପାଗ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବାତ୍ୟା ଅଞ୍ଚଳରେ ମିଳିବ ନୂଆ ପକ୍କା ଘର, ଏମାନେ ପାଇବେ…

ଭୁବନେଶ୍ୱର,୨୫।୧୦: ରାଜ୍ୟ ସରକାରଙ୍କ ବଡ ଘୋଷଣା । ମିଳିବ ପକ୍କା ଘର । ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିଲେ ମିଳିବ ନୂଆ ପକ୍କା ଘର । ଏ...

କିଏ ନେବେ ରତନ ଟାଟାଙ୍କ ଅତିପ୍ରିୟ ‘ଟିଟୋ’ର ଯତ୍ନ, ସାମ୍ନାକୁ ଆସିଲା ଏହି ନାମ

ମୁମ୍ବାଇ,୨୫।୧୦: ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ତଥା ସମ୍ମାନିତ ଚେୟାରମ୍ୟାନ ରତନ ଟାଟାଙ୍କ ଅକ୍ଟୋବର ୯ରେ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ୮୬ ବର୍ଷ ବୟସରେ...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ଦାରିଙ୍ଗବାଡିରେ ଅଭୁଲାସ୍ମୃତି ପଢ଼ି, ବଡିଓଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି,୨୪।୧୦(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ମୁଁ ୨୦୧୪ରେ ଯାଇଥିଲି। ବହୁଦିନ ଧରି ଦାରିଙ୍ଗବାଡିରେ ଉପନିର୍ବାଚନ ପାଇଁ ପ୍ରଚାର କରିଥିଲି। ଗାଁଗାଁ ବୁଲି ଆଦିବାସୀ ଲୋକଙ୍କୁ...

ବାତ୍ୟା ପରେ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ ପ୍ରଭାବିତ ଜିଲାରେ ଫସଲର କ୍ଷୟକ୍ଷତି ଆକଳନ ପାଇଁ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ୨୬ ଓ ୨୭ ତାରିଖ...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri