ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ହେଲେ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ

ଭୁବନେଶ୍ୱର/ରାଞ୍ଚି,୩ା୭: ଜଷ୍ଟିସ୍‌ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ସେ ଏବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଅଛନ୍ତି।

ସୂଚନା ଥାଉକି,  ଡ. ଷଡ଼ଙ୍ଗୀ ୧୯୬୨ ଜୁଲାଇ ୨୦ରେ ନୟାଗଡ଼ ଜିଲା ଓଡ଼ଗାଁ ଅନ୍ତର୍ଗତ ପାନତିଖରି ଶାସନରେ ଜନ୍ମଗ୍ରହଣ କରିଥିଲେ। ସେ ମଧ୍ୟ ଓଡ଼ିଶା ଅର୍ଥ ସେବାର ଜଣେ ସିନିୟର ପ୍ରଥମ ଶ୍ରେଣୀ ଉପଦେଷ୍ଟା ଭାବେ କାର୍ଯ୍ୟ କରିଥିଲେ। କଟକ ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଏଲ୍‌ଏଲ୍‌ବି ଓ ଏଲ୍‌ଏଲ୍‌ଏମ୍‌ ପାଠ୍ୟକ୍ରମ ଶେଷ ପରେ ଆଇନରେ ପିଏଚ୍‌.ଡି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୨ରୁ ବିଧାନସଭା ଅଧିବେଶନ, ୨୫ରେ ବଜେଟ୍‌

ଭୁବନେଶ୍ୱର,୫।୭: ଆସନ୍ତା ୨୨ ତାରିଖରୁ ସପ୍ତଦଶ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ସେପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନରେ...

ବିଏସ୍‌ପିର ତାମିଲନାଡ଼ୁ ଅଧ୍ୟକ୍ଷଙ୍କୁ ନିର୍ମମ ହତ୍ୟା, ୬ ଜଣ ଘେରିଯାଇ ନେଇଗଲେ ଜୀବନ

ଚେନ୍ନାଇ,୫।୭: ତାମିଲନାଡ଼ୁ ବିଏସ୍‌ପିର ପ୍ରଦେଶ ଅଧ୍ୟକ୍ଷ ଆର୍ମଷ୍ଟ୍ରଙ୍ଗଙ୍କୁ ଚେନ୍ନାଇରେ ହତ୍ୟା କରାଯାଇଛି। ତାଙ୍କ ଉପରେ ଆକ୍ରମଣ ହେବା ପରେ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।...

ଅନ୍ୟର ଜମିରେ ଚାଷ କରୁଛନ୍ତି କି? ଜାଣନ୍ତୁ କ’ଣ ଏଭଳି ଭାଗଚାଷୀଙ୍କୁ ମିଳିବ ପିଏମ୍‌ କିଷାନ ଟଙ୍କା…

ନୂଆଦିଲ୍ଲୀ,୫।୭: ଦେଶର କୃଷକମାନଙ୍କୁ ଆର୍ଥିକ ଭାବେ ସହାୟତା କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନା’ ଚାଲୁ ରହିଛି। ଏହି...

ଓଡ଼ିଶାକୁ ଦାଦନ ଖଟିବାକୁ ଆସି ରାସ୍ତା ନିର୍ମାଣବେଳେ ଚାଲିଗଲା ଜୀବନ

ପଟ୍ଟାଙ୍ଗି,୫।୦୭(ଶରତ ଧଳ): ନିଜ ପରିବାରଙ୍କୁ ବାହାର ରାଜ୍ୟରେ ଛାଡ଼ି ଓଡିଶାରେ ପହଞ୍ଚି କିଛି ରୋଜଗାର କରିବା ସ୍ବପ୍ନ ଦେଖି ଆସିଥିଲେ। ହେଲେ ଲାଲ ବିହାରୀ ମହାରଣାଙ୍କୁ...

ଭିଜିଲାନ୍ସ ଜାଲରେ ତହସିଲଦାର

ରାୟଗଡ଼ା,୫।୭(ଆଶିଷ ରଞ୍ଜନ ପଣ୍ଡା): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ। ତାଙ୍କ ସରକାରୀ ଗାଡି ଭିତରୁ ଜବତ କରାଯାଇଛି ୧...

ରଥଯାତ୍ରାରେ ପ୍ରବଳ ବର୍ଷା, ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୫।୭: ବର୍ଷାରେ ଭିଜିବେ ମହାପ୍ରଭୁ ଜଗନ୍ନାଥ। ରଥଯାତ୍ରାରେ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶ୍ରୀକ୍ଷେତ୍ର ପରି ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା...

ବିଜେଡି ରାଜ୍ୟ ସଭା ଏମପି ମୁନା ଖାନ୍‌ଙ୍କ ଦମଦାର୍‌ ଭାଷଣ, ପ୍ରଶଂସା କଲେ ଧନକର, ଟାର୍ଗେଟରେ ଥିଲେ ମୋଦି

ଭୁବନେଶ୍ୱର,୫।୭: ରାଜ୍ୟ ସଭାରେ ବଦଳିଛି ବିଜୁ ଜନତା ଦଳର ଆଭିମୁଖ୍ୟ। ଆକ୍ରାମଣତ୍ମକ ଢଙ୍ଗରେ ଶାସକ ଭାରତୀୟ ଜନତା ପାର୍ଟିକୁ ଟାର୍ଗେଟ କରୁଛନ୍ତି ବିଜେଡି ଏମପି। ପୂର୍ବରୁ...

ମା’ଙ୍କ ନାକ କାଟି ବନ୍ଧା ହେଲେ ପୁଅ

ସେମିଳିଗୁଡା/ସୁନାବେଡା,୫ା୭(ବାସୁଦେବ ବରାଡ଼/କୃତ୍ତିବାସ): ମା’ଙ୍କ ନାକ କାଟି ବନ୍ଧା ହୋଇଛନ୍ତି ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି ସେମିଳିଗୁଡା ଉପରସାହି ଆମ୍ବେଡକର ନଗରରେ। ଏନେଇ ମା’ ଭାନୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri