Posted inଜାତୀୟ

ଛିଣ୍ଡିଲା ଏନ୍‌ଡିଏର ଆସନ ବୁଝାମଣା: ୬୬ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କଲା ଭାଜପା

ରାଞ୍ଚି,୧୯ା୧୦: ଝାଡ଼ଖଣ୍ଡ ବିଧାନସଭାର ୮୧ ଆସନ ମଧ୍ୟରୁ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପକ୍ଷରୁ ଝାଡ଼ଖଣ୍ଡରେ ଆସନ ବୁଝାମଣା ଚୂଡ଼ାନ୍ତ ହୋଇଥିଲା। ତଦନୁସାରେ ଅଲ୍‌ ଝାଡ଼ଖଣ୍ଡ ଷ୍ଟୁଡେଣ୍ଟ୍‌ସ ୟୁନିୟନ୍‌ (ଏଜେଏସ୍‌ୟୁ) ୧୦, ସଂଯୁକ୍ତ ଜନତା ଦଳ (ଜେଡିୟୁ) ୨, ଲୋକ ଜନଶକ୍ତି ପାର୍ଟି (ଚିରାଗ ପାଶ୍ୱାନ ଗୋଷ୍ଠୀ) ୧ ଆସନରେ ଲଢ଼ିବାକୁ ଥିବାବେଳେ ଅବଶିଷ୍ଟ ୬୮ ଆସନରେ ଭାଜପା ପ୍ରାର୍ଥୀ ଦେବ ବୋଲି ଆସାମ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ନିର୍ବାଚନ ସହପ୍ରଭାରୀ ହିମନ୍ତ ବିଶ୍ୱଶର୍ମା ସୂଚନା ଦେଇଛନ୍ତି।

ଅନ୍ୟପକ୍ଷେ ଭାଜପା ଝାଡ଼ଖଣ୍ଡ ବିଧାନସଭାର ୬୮ ଆସନରେ ଲଢ଼ିବାକୁ ଥିବାବେଳେ ଶନିବାର ୬୬ ଜଣିଆ ପ୍ରାର୍ଥୀ ତାଲିକା ଜାରି କରିଛି। ତଦନୁସାରେ ଭାଜପା ରାଜ୍ୟ ସଭାପତି ବାବୁଲାଲ ମାରାଣ୍ଡି ଧନଓ୍ବର ଆସନରେ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍‌ ସଢ଼େଇକଳା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ନଭ୍ୟା? ଯିଏକି ପ୍ରିୟଙ୍କାଙ୍କୁ ଦେବେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯ା୧୦: କେରଳର ଓ୍ବାୟନାଡ୍‌ ଲୋକ ସଭା ଆସନ ପାଇଁ ନଭେମ୍ବର ୧୩ରେ ଉପନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପା ସେଠାରୁ ନଭ୍ୟା ହରିଦାସଙ୍କୁ ପ୍ରାର୍ଥୀ କରିଛି। ସେ...

ଟିକେଟ କରାଇଦେବା ନାଁରେ ୨ କୋଟି ଠକେଇ: କେନ୍ଦ୍ରମନ୍ତ୍ରୀଙ୍କ ଭାଇ, ପୁତୁରା ଅଟକ

ବେଙ୍ଗାଲୁରୁ,୧୯ା୧୦: ୨ କୋଟି ଟଙ୍କା ଠକେଇ ମାମଲାରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଜୋଷୀଙ୍କ ଭାଇ ଗୋପାଳ ଯୋଷୀ ଏବଂ ପୁତୁରା ଅଜୟ ଯୋଷୀଙ୍କୁ ବେଙ୍ଗାଲୁରୁ ପୋଲିସ ଶନିବାର...

ମୋଦିଙ୍କୁ ୧୦୦ଟଙ୍କା ପଠାଇଲେ ଆଦିବାସୀ ମହିଳା, ପ୍ରତିକ୍ରିୟା ରଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୯।୧୦: ଓଡ଼ିଶାର ଜଣେ ଆଦିବାସୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇବା ପାଇଁ ୧୦୦ଟଙ୍କା ପ୍ରଦାନ କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଭାଜପାର...

କିଏ ସେହି ବିଜୟା କିଶୋର ରାହାଟକର? ହେଲେ ରାଷ୍ଟ୍ରୀୟ ମହିଳା ଆୟୋଗର ନୂଆ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୯।୧୦: କେନ୍ଦ୍ର ସରକାର ବିଜୟା କିଶୋର ରାହଟକରଙ୍କୁ ଜାତୀୟ ମହିଳା ଆୟୋଗର ନୂତନ ଚେୟାରମ୍ୟାନ ଭାବରେ ନିଯୁକ୍ତ କରିଛନ୍ତି। ରେଖା ଶର୍ମାଙ୍କ ସ୍ଥାନରେ ବିଜୟା କିଶୋର...

ସ୍ତ୍ରୀଙ୍କ ପାଇଁ ୨୦ ବର୍ଷ ହେଲା କରଓ୍ବାଚୌଥ ବ୍ରତ କରୁଛନ୍ତି ଏହି ଭାଜପା ନେତା

ନୂଆଦିଲ୍ଲୀ,୧୯।୧୦: ବିବାହିତ ମହିଳାମାନେ ରବିବାର କରଓ୍ବାଚୌଥ ଉପବାସ କରିବେ। ବିଶ୍ୱାସ ଅନୁଯାୟୀ, ସାଧାରଣତଃ ମହିଳାମାନେ ନିଜ ସ୍ବାମୀଙ୍କ ଦୀର୍ଘ ଜୀବନ ପାଇଁ ଏହି ଉପବାସ ପାଳନ...

ନୁଡଲ୍ସ ଭଳି ୨ ମିନିଟରେ ନିଆଯାଇ ପାରିବନି ନିଷ୍ପତ୍ତି, ଝାଡ଼ଖଣ୍ଡ ସିଟ ଶେୟାରିଂକୁ ନେଇ ଗର୍ଜିଲେ…

ରାଞ୍ଚି,୧୯।୧୦: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଇଣ୍ଡିଆ ମେଣ୍ଟର ସିଟ ଶେୟାରିଂ ସୂତ୍ର ଘୋଷଣା କରିଛନ୍ତି। ଜେଏମଏମ ଏବଂ କଂଗ୍ରେସ ରାଜ୍ୟର ୮୧ଟି ବିଧାନସଭା ଆସନରୁ...

ଉତ୍ତର ପ୍ରଦେଶ ଶୁଟର୍‌ଙ୍କୁ କାହିଁକି ଦିଆଯାଇଥିଲା ବାବା ସିଦ୍ଧକିଙ୍କ ସୁପାରୀ? ହେଲା ବଡ଼ ଖୁଲାସା

ମୁମ୍ବାଇ,୧୯।୧୦: ବାବା ସିଦ୍ଧକି ହତ୍ୟାକାଣ୍ଡର ଅଭିଯୁକ୍ତଙ୍କୁ ପଚରାଉଚରା କରିବା ସମୟରେ ବଡ଼ ଖୁଲାସା ହୋଇଛି। କେଉଁ କାରଣରୁ ଏହି ସୁପାରି ୟୁପି ଶୁଟର୍‌ଙ୍କୁ ଦିଆଯାଇଥିଲା ସେ...

ଜମ୍ମୁ କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଲାଗି ପ୍ରସ୍ତାବ ପାରିତ, ମୋହର ଲଗାଇଲା ଉମର କ୍ୟାବିନେଟ୍‌

ଶ୍ରୀନଗର,୧୯।୧୦: ଜମ୍ମୁ କଶ୍ମୀରକୁ ସମ୍ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦେବା ଲାଗି ଶନିବାର ଉମର ଅବଦୁଲ୍ଲା କ୍ୟାବିନେଟ୍‌ରେ ଏକ ପ୍ରସ୍ତାବ ପାରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri