ଝାରସୁଗୁଡ଼ା ଉପନିର୍ବାଚନ: ୧୨ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେଡି

ଭୁବନେଶ୍ବର, ୭।୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ନେତାଙ୍କୁ ବ୍ଲକସ୍ତରରେ ଶୁକ୍ରବାର ଦାୟିତ୍ୱ ଦିଆଯାଇଛି। ମୋଟ ୧୨ ଜଣ ପର୍ଯ୍ୟବେକ୍ଷକ ବିଭିନ୍ନ ବ୍ଲକ ଓ ମ୍ୟୁନିସିପାଲଟିସ୍ତରରେ ନିଯୁକ୍ତି ପାଇଛନ୍ତି ।
କିରିମିରା ବ୍ଲକ ପାଇଁ ଅତନୁ ସବ୍ୟସାଚୀ ନାୟକ ଏବଂ ଟୁକୁନି ସାହୁଙ୍କୁ ଦାୟିତ୍ୱ ମିଳିଛି।
ସେହିଭଳି କୋଲାବିରା ପାଇଁ ନିରଞ୍ଜନ ପୂଜାରୀ ଓ ସରୋଜ ମେହେର, ଝାରସୁଗୁଡା ବ୍ଲକ ପାଇଁ ପଦ୍ମନାଭ ବେହେରା ଏବଂ ଅରୁଣ ସାହୁଙ୍କୁ ଦାୟିତ୍ୱ ଦିଆଯାଇଛି ।
ଅନ୍ୟପକ୍ଷେ ଲଇକେରା ବ୍ଲକ ପାଇଁ ପ୍ରତାପ କେଶରୀ ଦେବ ଏବଂ ଦିବ୍ୟଶଙ୍କର ମିଶ୍ରଙ୍କୁ ଦାୟିତ୍ୱ ମିଳିଛି । ଝାରସୁଗୁଡା ମ୍ୟୁନିସିପାଲିଟି ପାଇଁ ପ୍ରତାପ ଜେନା, ପୁଷ୍ପେନ୍ଦ୍ର ସିଂହଦେଓ, ସ୍ନେହାଙ୍ଗିନୀ ଛୁରିଆ ଏବଂ ରୀତା ସାହୁଙ୍କୁ ଦଳ ପକ୍ଷରୁ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ ଆଶୀର୍ବାଦଙ୍କ ମୃତଦେହ ମିଳିଲା: ମାରି ଫିଙ୍ଗିଥିଲେ ଦାଦା!

ଡେଲାଙ୍ଗ,୨୧ା୪: ପୁରୀ ଜିଲା ଡେଲାଙ୍ଗର ନିଖୋଜ ନାବାଳକ ଆଶୀର୍ବାଦ ସାହୁଙ୍କ ମୃତଦେହ ସୋମବାର ମିଳିଛି। ୭ ଦିନ ପରେ ଘର ପାଖ ପାଇଖାନା ଟାଙ୍କିରୁ ମୃତଦେହ...

ହସ୍ପିଟାଲରେ ବରିଷ୍ଠ ନାଗରିକଙ୍କୁ ଘୋଷାରିନେଲେ

ଛତରପୁର, ୨୧।୪: ମଧ୍ୟପ୍ରଦେଶର ଛତରପୁର ଜିଲା ଚିକିତ୍ସାଳୟରେ ଜଣେ ୭୦ ବର୍ଷୀୟ ବରିଷ୍ଠ ନାଗରିକ ଉଦ୍ଧବ ସିଂଙ୍କୁ ୨ ଜଣ ବ୍ୟକ୍ତି ଘୋଷାରି ନେଉଥିବାର ଏକ...

ଆଜି ଭୁବନେଶ୍ୱରରେ ନୁହେଁ, ସମ୍ବଲପୁରରେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର): ଓଡ଼ିଶା ଇତିହାସରେ ପ୍ରଥମଥର ପାଇଁ ଜଣେ ମୁଖ୍ୟମନ୍ତ୍ରୀ ରାଜଧାନୀ ଭୁବନେଶ୍ୱର ବାହାରେ ଲୋକଙ୍କ ଅଭିଯୋଗ ଶୁଣିବେ। ସୋମବାର ସମ୍ବଲପୁରରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀ...

ଆଜି ମୋଦି-ଭାନ୍ସ ଆଲୋଚନା

ନୂଆଦିଲ୍ଲୀ,୨୧।୪(ପି.ଟି.): ଭାରତ ଗସ୍ତରେ ଆସୁଥିବା ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଓ ତାଙ୍କ ସ୍ତ୍ରୀ ତଥା ଭାରତୀୟ ବଂଶୋଦ୍ଭବ ସେକେଣ୍ଡ ଲେଡି ଉଷା ଭାନ୍ସଙ୍କ ସମ୍ମାନାର୍ଥେ...

ଆଜି ୫ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୧ା୪(ଅଜିତ କୁମାର ମହାନ୍ତି): ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା...

୭-ଦଫା ଦାବି କରି ଗଣ ଇସ୍ତଫା ଦେବାକୁ ଧମକ ଦେଲେ ଓଡ଼ିଶା ଡାକ୍ତର ସଂଘ

ଭୁବନେଶ୍ୱର, ୨୦।୪: ଓଡ଼ିଶା ମେଡିକାଲ ଆସୋସିଏସନ (ଓଏମଏସଏ) ରାଜ୍ୟ ସରକାରଙ୍କୁ ଏକ ମାସ ମଧ୍ୟରେ ସାତ-ଦଫା ଦାବିପତ୍ର ପୂରଣ ନକଲେ କାର୍ଯ୍ୟ ବର୍ଜନ ଏବଂ ଗଣ...

ମୋହନାରେ କାଳବୈଶାଖୀର ତାଣ୍ଡବ: ଉଡିଲା ଛପର, ଉପୁଡ଼ିଲା ବିଶାଳ ଗଛ

ମୋହନା,୨୦।୪: ଗଜପତି ଜିଲା ମୋହନା ବ୍ଲକରେ କାଳବୈଶାଖୀର ତାଣ୍ଡବ। ରବିବାର ଅପରାହ୍ନ ୪ଟାରେ ପବନ ସାଙ୍ଗକୁ ଘଡ଼ଘଡ଼ି ସହ ବର୍ଷା ଏବଂ କୁଆ ପଥର ପଡ଼ିବା...

ଆଇପିଏଲରେ ଅଭୂତପୂର୍ବ କୃତିତ୍ୱ ହାସଲ କଲେ ବିରାଟ କୋହଲି, ପଛରେ ପଡିଲେ ଡେଭିଡ ଓ୍ୱାର୍ଣ୍ଣର

ନୂଆଦିଲ୍ଲୀ, ୨୦।୪: ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ରବିବାର ପଞ୍ଜାବ କିଙ୍ଗସ ବିପକ୍ଷ ଆଇପିଏଲ ୨୦୨୫ ମ୍ୟାଚରେ ନିଜ ନାମରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image