ନୟାଗଡ ଭାଜପାକୁ  ଝଟ୍‌କା: ବିଜେଡିରେ ଯୋଗଦେଲେ ଇରାନୀ ରାୟ

ନୟାଗଡ଼,୨୪।୩(ଲୋକନାଥ ମିଶ୍ର): ନୟାଗଡ଼ ଭାଜପାକୁ  ଝଟ୍‌କା । ଭାଜପା ନେତ୍ରୀ ଇରାନୀ ରାୟ ରବିବାର ବିଜେଡିରେ ଯୋଗଦେଇଛନ୍ତି।  ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ଯୋଗଦେଛନ୍ତି। ଶତାଧିକ ସମର୍ଥକଙ୍କ ସହିତ ସେ ଶଙ୍ଖ ଭବନରେ ବିଜେଡିରେ ଯୋଗ ଦେଇଛନ୍ତି । ଏମ୍ ପି  ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ବିଧାୟକ ତଥା ବରିଷ୍ଠ ବିଜେଡି ନେତା ଅରୁଣ ସାହୁ ଓ ଏମ୍ ପି ସଶ୍ମିତ ପାତ୍ର  ମଧ୍ୟ ଏହି ଅବସରରେ ସେଠାରେ ଉପସ୍ଥିତ ଥିଲେ । କିଛି ଦିନ ସେ ତଳେ ଭାଜପା  ଛାଡିଥିଲେ। ୨୦୧୯ରେ ବିଜେପିର ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିଥିଲେ ଇରାନୀ ।
ତେବେ ବିଜେଡିରେ ମିଶିଲା ପରେ ଇରାନୀ ଭାଜପା ଉପରେ ବର୍ଷିଛନ୍ତି । ସେ କହିଛନ୍ତି, ନୟାଗଡ଼ରେ ଭାଜପା ପାଇଁ ଅନେକ କିଛି କରିଛି । ହେଲେ ମୋ ପରିଶ୍ରମ ଓ ତ୍ୟାଗର ସମ୍ମାନ ମତେ ମିଳିନି । ମୋ ସହିତ ଅନ୍ୟାୟ ହୋଇଛି

Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ବିରୋଧରେ ଜିଲାପାଳଙ୍କୁ ଫେରାଦ

ସୁନ୍ଦରଗଡ,୩ା୨(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତର ସରପଞ୍ଚ ବେନିୟମ କାର୍ଯ୍ୟ କରୁଥିବା ଅଭିଯୋଗ କରି ସୋମବାର ଗ୍ରାମବାସୀ ଜିଲାପାଳଙ୍କ ଠାରେ...

ହେଲ୍‌ଥ ଓ୍ବାର୍କର ନିଯୁକ୍ତି ଉପରେ ରୋକ ଲଗାଇଲେ ହାଇକୋର୍ଟ

କଟକ,୩।୧:ମଲ୍ଟି ପର୍ପସ ହେଲ୍‌ଥ ଓ୍ବାର୍କର(ଏମପିଏଚଡବ୍ଲ୍ୟୁ) ନିଯୁକ୍ତି ଉପରେ ରୋକ ଲଗାଇବାକୁ ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିସନ (ଓଏସଏସଏସ୍‌ସି)କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେପ୍ଟେମ୍ବର ୨୦୨୪ରେ...

ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ଅନାସ୍ଥାପ୍ରସ୍ତାବ: ୧୪ରେ ଭୋଟ ଗଣତି

ପାଟଣା,୩।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାପାଟଣା ବ୍ଲକ ଅଧ୍ୟକ୍ଷା ଶୁକାନ୍ତି ନାଏକଙ୍କ ବିରୋଧରେ ଜାନୁଆରୀ ୪ ତାରିଖରରେ ଅନାସ୍ଥା ପ୍ରସ୍ତାବପାଇଁ ବ୍ଲକ ସଭାଗୃହରେ ଭୋଟ...

ପୋଷଣ ୨.୦ କାର୍ଯ୍ୟକ୍ରମ: ଉପକୃତ ହେବେ ଓଡ଼ିଶାର ୩୬ଲକ୍ଷରୁ ଅଧିକ ଶିଶୁ, ମହିଳା

ଭୁବନେଶ୍ୱର,୩।୨: ଚଳିତବର୍ଷ କେନ୍ଦ୍ର ବଜେଟ୍‌ରୁ ଓଡ଼ିଶା ଲାଭବାନ ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଖବରଦାତା ସମ୍ମିଳନୀରେ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର...

ନାବାଳିକା ଛାତ୍ରୀଙ୍କ ଉଲଗ୍ନ ଫଟୋ ଭାଇରାଲ ଘଟଣା: ଜେଲ ଗଲେ ୨ ଅଭିଯୁକ୍ତ, ଜଣେ ଫେରାର

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ୭ମ ଶ୍ରେଣୀରେ ପଢୁଥିବା ନାବାଳିକା ଛାତ୍ରୀଙ୍କୁ ଉଲଗ୍ନ କରି...

ହସ୍ପିଟାଲରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ: ଆଶୁ ଆରୋଗ୍ୟ କାମନା କଲେ ନବୀନ

ବରଗଡ଼,୩।୨(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ ହୋଇପଡ଼ିଛନ୍ତି। ଅଧିକ ଚିକିତ୍ସା...

ଆଗକୁ ପ୍ରଚଣ୍ଡ ତାତି: ଗାଁ ଗାଁରେ ପାନୀୟଜଳ ସମସ୍ୟା, ଅବଧି ଶେଷ ସୁଦ୍ଧା ସରିଛି ୩୦% କାର୍ଯ୍ୟ

ଥୁଆମୂଳ ରାମପୁର,୩।୧:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ସବୁଠୁ ପଛୁଆ ବ୍ଲକ ଭାବରେ ପରିଚିତ ଆଦିବାସୀ ଅଧୁଷିତ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକରେ ଅନେକ ସମସ୍ୟା ମଧ୍ୟରୁ...

ବିଶ୍ଵଶାନ୍ତି ରାମ ତାରକ ମହାଯଜ୍ଞ: ଚଳଚଞ୍ଚଳ ନୀଳକଣ୍ଠେଶର ଶୈବପୀଠ

ଦିଗପହଣ୍ଡି,୩।୧(ଅଶେଷ ନାଥ ମିଶ୍ର):ଗଞ୍ଜା ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେଦାରପୁର ଗ୍ରାମ ଶ୍ରୀ ନୀଳକଣ୍ଠେଶର ଶୈବପୀଠରେ ମାଘ ଶୁକ୍ଳ ଷଷ୍ଠୀ ସୋମବାର ଠାରୁ ବିଶଶାନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image