ଯୋଡ଼ାରେ ଗୋଷ୍ଠୀ ସଂଘର୍ଷ ଘଟଣା: ଗିରଫ ସଂଖ୍ୟା ୧୩କୁ ବୃଦ୍ଧି

ଯୋଡ଼ା, ୧୮।୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରରେ ରାମନବମୀରେ ଝଣ୍ଡା ସ୍ଥାପନକୁ ନେଇ ହୋଇଥିବା ଗୋଷ୍ଠୀ ସଂଘର୍ଷ ମାମଲାରେ ପୋଲିସ ଉଭୟ ସମ୍ପ୍ରଦାୟର ଆଉ ଦୁଇ ଅଭିଯକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନା ଅନୁଯାୟୀ ମାମଲା (ନଂ.୬୫/୨୨) ରୁଜୁ କରି ଯୋଡ଼ା ଏଫ ଏମ୍‌ପି କଲୋନୀର ପ୍ରହଲ୍ଲାଦ ରାୟଙ୍କୁ ଗିରଫ କରିଛି। ସେହିପରି ମାମଲା (ନଂ. ୬୬/୨୨) ରୁଜୁ କରି ଯୋଡ଼ା ମୁସଲିମ୍‌ ବସ୍ତିର ଏମ୍‌ଡି ୱାସିଦ ଅହମ୍ମଦଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ସମୁଦାୟ ୧୩ ଜଣଙ୍କୁ ଏହି ଗୋଷ୍ଠୀ ସଂଘର୍ଷ ମାମଲାରେ ଗିରଫ କରିଛି। ଏହି ମାମଲାରେ ବହୁ ଅଭିଯୁକ୍ତଙ୍କ ସଂପୃକ୍ତି ରହିଥିବା ଏବଂ ସେମାନଙ୍କୁ ମଧ୍ୟ ଗିରଫ କରାଯିବ ବୋଲି ପୋଲିସ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରୁ ଫେରାର ମାରିଲେ ହତ୍ୟା ମାମଲାରେ ଦଣ୍ଡିତ କଏଦୀ

କେନ୍ଦୁଝର,୨୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ମୁଖ୍ୟ କାରାଗାରରେ ହତ୍ୟା ଅଭିଯୋଗରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ ଜଣେ କଏଦୀ ଜେଲ ପରିସରରୁ ଶନିବାର ରାତିରେ ଫେରାଇ ହୋଇଯାଇଛନ୍ତି।...

ପ୍ରେମ ଜନିତ ହତ୍ୟା କାଣ୍ଡ: ସୁନାମୁନି ଘାଟରୁ ମୃତ ଦେହ ଜବତ: ଜଣେ ଅଟକ

କେନ୍ଦୁଝର,୨୯।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆନନ୍ଦପୁର ଥାନା ଅନ୍ତର୍ଗତ ମନୋହରପୁର ପଞ୍ଚାୟତ ବେତରଣୀ ନଦୀର ସୁନାମୁନି ଘାଟ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଠାବ ଘଟଣା ଉକ୍ତ...

ମନମୋହନଙ୍କ ବିୟୋଗରେ କଂଗ୍ରେସର ଶୋକ

କେନ୍ଦୁଝର,୨୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଗୁରୁବାର ରାତିରେ ନୂଆଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଶେଷ ନିଶ୍ୱାସ...

ନିଦ ହଜାଇଲା ଅଦିନିଆ ବର୍ଷା: କ୍ଷେତରେ ପଚି ଗଜା ହେଲାଣି ପାଚିଲା ଧାନ

ଛେନାପଦି, ୨୬ା୧୨(ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ର ବିଭିନ୍ନ ଅଞ୍ଚଳରେ ଅଦିନିଆ ବର୍ଷାରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି। ୪ ଦିନ ପୂର୍ବେ...

ପୋଖରୀରେ ଭାସୁଥିଲା ଅଜଣା ଶିଶୁକନ୍ୟାର ମୃତଦେହ, କାରଣ ଖୋଜୁଛି ପୋଲିସ

ପାଟଣା,୨୬ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କଣ୍ଟିଆପଡ଼ା କଲରାଟାଙ୍ଗର ସାହି ପୋଖରୀରୁ ଗୁରୁବାର ୨ରୁ ୩ ଦିନର ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଛି। ଶିଶୁ...

ଖୁବ୍‌ଶୀଘ୍ର ଭାଜପା ସରକାର ଭାଙ୍ଗିଯିବ::ଭବିଷ୍ୟବାଣୀ କଲେ ଜୟଦେବ

ଛେନାପଦି,୨୬ା୧୨(ନିରାକାର ପରିଡା):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚ଼ନ ମଣ୍ଡଳୀର ଶଙ୍ଖଣାଠାରେ ବନ୍ଧୁମିଳନ ନାମରେ କଂଗ୍ରେସର କର୍ମୀ ସମାବେଶ ବୁଧବାର ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସର ପୂର୍ବତନ ସାଧାରଣ ସମ୍ପାଦକ...

ଅଢେଇ ବର୍ଷର ବିସ୍ମୟ ବାଳକ: ପ୍ରାଞ୍ଜଳ ଭାବେ କରୁଛନ୍ତି ମନ୍ତ୍ରପାଠ ଓ କହୁଛନ୍ତି ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି...

ଗଛରେ ପିଟିହେଲା ପିକ୍‌ଅପ୍‌: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲପର ଗୁରୁତର

ପାଟଣା,୨୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ରାଜନଗର କେନ୍ଦେଇପଶି ରାସ୍ତାର ଡେଣୁଆଁ ନିକଟରେ ଏକ ପିକଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri