ବାଇଡେନ, ହାରିସଙ୍କ ହେବ କରୋନା ଟେଷ୍ଟ

ଓ୍ବାଶିଂଟନ୍‌,୨୫।୮: କରୋନା ସଙ୍କଟ ମଧ୍ୟରେ ଆମେରିକାରେ ନଭେମ୍ବର ୩ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେଠାରୁ ରାଜନୈତିକ ହଲଚଲ ଆରମ୍ଭ ହୋଇଗଲାଣି। ତେବେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ପଦ ପାଇଁ ଡେମୋକାଟ୍ରିକ୍‌ ପାର୍ଟି ପକ୍ଷରୁ ପ୍ରାର୍ଥୀ ଥିବା ଜୋ ବାଇଡେନ ଓ କମଲା ହାରିସଙ୍କ ନିୟମିତ ଭାବେ ଯାଞ୍ଚ କରାଯିବ ବୋଲି ଜଣାପଡ଼ିଛି। କାରଣ ଦେଶରେ ଏବେ କରୋନା ସଂକ୍ରମଣ ସଙ୍କଟ ଜାରି ରହିଛି। ଏଭଳି ସ୍ଥିତିରେ ନିର୍ବାଚନୀ ପ୍ରଚାରରେ ବାଇଡେନ ଓ କମଲା ସାମିଲ ହେଉଥିବାରୁ ସୁରକ୍ଷା ଦୃଷ୍ଟିରୁ ଏବଂ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ତାଙ୍କର ନିୟମିତ ଯାଞ୍ଚ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏନେଇ ବାଇଡେନଙ୍କ ମୁଖପାତ୍ର ଏଣ୍ଡ୍ରୟୁ ବେଟସ୍‌ ସୂଚନା ଦେଇଛନ୍ତି। ବର୍ତ୍ତମାନ ଶାସନରେ ଥିବା ସରକାରଙ୍କ ସମୟରେ ଗତ ୧୦୦ବର୍ଷର ସବୁଠାରୁ ଭୟଙ୍କର ଜନସ୍ବାସ୍ଥ୍ୟ ସଙ୍କଟ ଦେଖାଦେଇଛି। ଏହି ସଙ୍କଟ ଡୋନାଲ୍ଡ ଟ୍ରମ୍ପ ସରକାରଙ୍କ ବିଫଳତାକୁ ଦର୍ଶାଉଛ ବୋଲି ଏଣ୍ଡ୍ରୟୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Sunita Williams Returns: ସମୁଦ୍ରରେ ଖସିଯିବେ ସୁନୀତା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ନାସା ମହାକାଶଚାରୀ ସୁନୀତା ୱିଲିୟମ୍ସ ପୃଥିବୀକୁ ତାଙ୍କ ପ୍ରତ୍ୟାବର୍ତ୍ତନ ଯାତ୍ରାରେ ବାହାରି ଯାଇଛନ୍ତି। ଏହି ଅବସରରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ହୃଦୟସ୍ପର୍ଶୀ ଚିଠି...

କିଛି ଛାଡିଲେନି, ଚାଇନା କଲ ସେଣ୍ଟରରୁ ଲୁଟିନେଲେ ପାକିସ୍ତାନୀ

ଇସଲାମାବାଦ,୧୮।୩: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ନକଲି କଲ ସେଣ୍ଟର ଚାଲିଥିଲା। ପାକିସ୍ତାନୀ ଅଧିକାରୀମାନେ ଏହା ବିଷୟରେ ଜାଣିବାକୁ ପାଇଲେ। ଏହା ପରେ, ପାକିସ୍ତାନର ଫେଡେରାଲ...

ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ପର୍ଦ୍ଦାଫାସ କଲେ ତୁଳସୀ, ରାଗିଗଲେ ୟୁନୁସ ସରକାର

ଢାକା,୧୮।୩: ସଂଖ୍ୟାଲଘୁ ସମ୍ପ୍ରଦାୟ ଉପରେ ହେଉଥିବା ନିର୍ଯ୍ୟାତନା ସମ୍ପର୍କରେ ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗବାର୍ଡଙ୍କ ମନ୍ତବ୍ୟକୁ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ପ୍ରତ୍ୟାଖ୍ୟାନ କରିଛି।...

ସୁନୀତାଙ୍କ ଲ୍ୟାଣ୍ଡିଂ ସମୟରେ ବଡ଼ ବିପଦ, ପୃଥିବୀର ନିକଟତର ହେଲେ ଭସ୍ମ ହୋଇଯିବ ସ୍ପେସକ୍ରାଫ୍ଟ!

ନୂଆଦିଲ୍ଲୀ,୧୮।୩: ନାସାର ମହାକାଶଚାରୀ ସୁନୀତା ୱିଲିୟମ୍ସଙ୍କୁ ନେଇ ମହାକାଶଯାନ ପୃଥିବୀ ଅଭିମୁଖେ ଯାତ୍ରା କରିଛି। କିନ୍ତୁ ସୁନୀତାଙ୍କ ଅବତରଣ ସହଜ ହେବ ନାହିଁ ବୋଲି ମଧ୍ୟ...

ମହାକାଶରୁ ଫେରିବା ପରେ ଶିଶୁଙ୍କ ପରି କାହିଁକି ଚାଲନ୍ତି ମହାକାଶଚାରୀ, କାରଣ ଜାଣିଲେ ତାଜୁବ ହେବେ

ଆମେରିକୀୟ ମହାକାଶ ସଂସ୍ଥା ନାସା କହିଛି ଯେ ନଅ ମାସରୁ ଅଧିକ ସମୟ ଧରି ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରେ ଫସି ରହିଥିବା ସୁନୀତା ୱିଲିୟମ୍ସ ଏବଂ...

Sunita Williams Return: ସୁନୀତା ୱିଲିୟମ୍ସଙ୍କ ପୃଥିବୀକୁ ଫେରିବାର ଲାଇଭ ଷ୍ଟ୍ରିମିଂ କେବେ ଏବଂ କେଉଁଠି ଦେଖିପାରିବେ; ଜାଣନ୍ତୁ

ଓ୍ବାଶିଂଟନ୍‌,୧୮।୩: ନାସାର ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ବୁଚ ୱିଲମୋର ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ମହାକାଶରେ ୯ ମାସ ବିତାଇବା ପରେ ଶେଷରେ ପୃଥିବୀକୁ ଫେରିବାକୁ...

“ଭାରତରେ ଆପଣଙ୍କୁ ଦେଖିବାକୁ ଅପେକ୍ଷା କରୁଛି”: ସୁନୀତା ୱିଲିୟମ୍ସଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଚିଠି

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନୀତା ୱିଲିୟମ୍ସଙ୍କୁ ଚିଠି ଲେଖିଛନ୍ତି। ସୁନୀତା ମଙ୍ଗଳବାର ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ (ISS) ରୁ...

ମହାକାଶରେ କାହିଁକି କେଶ ଖୋଲା ରଖନ୍ତି ସୁନିତା, ଜାଣନ୍ତୁ କ’ଣ ରହିଛି ଏହା ପଛର କାରଣ

ଓ୍ବାଶିଂଟନ,୧୮।୩: ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ବୁଚ ୱିଲମୋର ବୁଧବାର ସାରେ ପୃଥିବୀକୁ ଫେରିବେ। ଏହି ଦୁଇଜଣ ନଅ ମାସରୁ ଅଧିକ ସମୟ ଧରି ଅନ୍ତର୍ଜାତୀୟ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image