Posted inଖେଳ

ରୁଟ୍‌ ନେତୃତ୍ୱ ଛାଡ଼ିଦେବା ଉଚିତ

ମେଲବୋର୍ନ,୨୯।୧୨: ଚଳିତ ଆଶେସ ସିରିଜ୍‌ର ତୃତୀୟ ତଥା ମେଲବୋର୍ନ ଟେଷ୍ଟରେ ଇଂଲଣ୍ଡ ଏକ ଇନିଂସ ଓ ୧୪ ରନ୍‌ରେ ଅଷ୍ଟ୍ରେଲିଆଠାରୁ ପରାଜୟ ବରଣ କରିଛି। ଏଭଳି ଆତ୍ମସମର୍ପଣ ପରେ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ଙ୍କୁ ଅଧିନାୟକ ପଦ ଛାଡ଼ିଦେବାକୁ କହିଛନ୍ତି ପୂର୍ବତନ ଖେଳାଳି ଜିଓଫ୍ରେ ବୟକଟ।

“ବର୍ତ୍ତମାନ ଅଷ୍ଟ୍ରେଲିଆ ୩-୦ରେ ଆଗୁଆ ଅଛି। ଆଶେସ ଚାଲିଗଲା। ଅଷ୍ଟ୍ରେଲିଆ ଆମ ଠାରୁ ଅଧିକ ଭଲ ନୁହେଁ। ରୁଟ୍‌ ଦୟାକାରି ଏଭଳି ଆଉ କୁହ ନାହିଁ। ତୁମେ କେଉଁ ଦୁନିଆରେ ରହୁଚ, ମୋତେ ଫରକ ବଡ଼ୁ ନାହିଁ। କିନ୍ତୁ ଆମ ସହ ଥଟା କରିବା ବନ୍ଦ କର। ସେ ଯାହା କହିଥିଲେ ଯଦି ସେଥିରେ ତାଙ୍କର ବିଶ୍ୱାସ ଥାଏ, ତେବେ ତାଙ୍କର ଅଧିନାୟକ ପଦ ଛାଡ଼ିବାର ସମୟ ଆସିଯାଇଛି। ଜଳ ଜଳ ହୋଇ ଦଳର ରେକର୍ଡ ଦେଖାଉଛି। ରୁଟ୍‌ଙ୍କ ଛଡ଼ା ଆମର କେହି ବ୍ୟାଟିଂ କରି ପାରୁ ନାହାନ୍ତି। ଆମ ବୋଲିଂ ମଧ୍ୟ ସାଧାରଣ” ବୋଲି ଟେଲିଗ୍ରାଫ ପାଇଁ ଏକ ସ୍ତମ୍ବରେ ଲେଖିଛନ୍ତି ବୟକଟ। ତାଙ୍କ ଭଳି ଇଂଲଣ୍ଡ ଦଳକୁ କଡ଼ା ସମାଲୋଚନା କରିଛନ୍ତି ପୂର୍ବତନ ଅଧିନାୟକ ଇଆନ ବୋଥାମ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚାମ୍ପିୟନ୍ସ ଟ୍ରଫିରୁ ଓହରିଯିବ ପାକିସ୍ତାନ! ଭାରତ ଯିବାକୁ ମନା କରିବା ପରେ ନିଷ୍ପତ୍ତି

ନୂଆଦିଲ୍ଲୀ,୧୧।୧୧: ଆଗାମୀ ଚାମ୍ପିୟନ୍ସ ଟ୍ରଫିରୁ ଓହରିପାରେ ପାକିସ୍ତାନ। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ ଭାରତ ଆସିବାକୁ ମନା କରିବାରୁ ପରେ ପାକିସ୍ତାନ ଚାମ୍ପିୟନ୍ସ ଟ୍ରଫି ଆୟୋଜନ...

ଆଇପିଏଲର ଏହି ଦଳରେ ଅଛନ୍ତି ୪ ଅଧିନାୟକ

ନୂଆଦିଲ୍ଲୀ,୧୧।୧୧: ମୁମ୍ବାଇ ଇଣ୍ଡିଆନ୍ସ ପାଞ୍ଚ ଥର ଆଇପିଏଲ ଚାମ୍ପିୟନ ହୋଇଛି ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଏମଆଇ ପ୍ରତ୍ୟେକ ଥର ଟାଇଟଲ ଜିତିଛି।...

ଆଇପିଏଲ ୨୦୨୫ ଖେଳିପାରିବେନି ହାର୍ଦ୍ଦିକ ପାଣ୍ଡ୍ୟା, ଆସିଲା ଏହି ବଡ଼ କାରଣ

ନୂଆଦିଲ୍ଲୀ,୧୧।୧୧: ଆଇପିଏଲ ୨୦୨୫ର ୧୮ତମ ସିଜନ ପାଇଁ ବିଗୁଲ ବାଜିସାରିଛି। ଚଳିତ ମାସରେ ଆଗାମୀ ସିଜନ ପାଇଁ ଏକ ମେଗା ନିଲାମ ହେବ। ସମସ୍ତ ୧୦ଟି...

ବଡ଼ ଖବର: ଏହି ଖେଳାଳି ହେବେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ! ହେଲା ଖୁଲାସା

ନୂଆଦିଲ୍ଲୀ,୧୧।୧୧: ଆଇପିଏଲ ୨୦୨୫ମେଗା ନିଲାମ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ସମୁଦାୟ ଚାରିଜଣ ଖେଳାଳିଙ୍କୁ ରିଟେନ କରିଥିଲା। ଏହି ୪ ଖେଳାଳିଙ୍କ ନାମ ଅକ୍ଷର ପଟେଲ, ଟ୍ରିଷ୍ଟନ...

ଲିଙ୍ଗ ପରିବର୍ତ୍ତନ କରି ପୁଅରୁ ଝିଅ ହେଲେ ଏହି କ୍ରିକେଟର୍‌ଙ୍କ ପୁଅ

ନୂଆଦିଲ୍ଲୀ,୧୧।୧୧:ଭାରତୀୟ କ୍ରିକେଟର ସଞ୍ଜୟ ବାଙ୍ଗରଙ୍କ ପୁଅ ଆର୍ଯ୍ୟନ ନିକଟରେ ଲିଙ୍ଗ ପରିବର୍ତ୍ତନ କରି ପୁଅରୁ ଝିଅ ହୋଇଛନ୍ତି। ଲିଙ୍ଗ ପରିବର୍ତ୍ତନ ପରେ ଆର୍ଯ୍ୟନ ବଙ୍ଗର ତାଙ୍କ...

ଭାରତ ଉପରେ ରାଗିକି ନିଆଁବାଣ ପାକିସ୍ତାନ: ଏବେ ନେବ ଆକ୍ସନ

ଇସଲାମାବାଦ୍‌,୧୧।୧୧:ଚାମ୍ପିଅନ୍ସ ଟ୍ରଫି ସମ୍ପର୍କରେ ବିସିସିଆଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି। ବିସିସିଆଇ ଆଇସିସିକୁ କହିଛି ଯେ, ଟିମ ଇଣ୍ଡିଆ କୌଣସି ପରିସ୍ଥିତିରେ ପାକିସ୍ତାନ ଯିବ ନାହିଁ।...

ବ୍ୟାକ୍‌-ଟୁ-ବ୍ୟାକ୍‌ ଶତକ ହାସଲ ପରେ ଲଜ୍ଜାଜନକ ରେକର୍ଡ କଲେ ସଞ୍ଜୁ ସାମସନ

ଡର୍ବାନ,୧୧।୧୧: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଦକ୍ଷିଣ ଆଫ୍ରିକା ଗସ୍ତରେ ଅଛି ଏବଂ ୪ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ସିରିଜର ପ୍ରଥମ ମ୍ୟାଚ...

ରୋହିତଙ୍କ ଅନୁପସ୍ଥିତିରେ କିଏ ହେବ ଭାରତୀୟ ଦଳର ଅଧିନାୟକ: ଗମ୍ଭୀର ନିଜେ କଲେ ଖୁଲାସା

ନୂଆଦିଲ୍ଲୀ,୧୧।୧୧:ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଅଳ୍ପ ଦିନ ବାକି ଅଛି। ଟିମ ଇଣ୍ଡିଆର ଅନେକ ଖେଳାଳି ମଧ୍ୟ ଏହି ସିରିଜ ପାଇଁ ଅଷ୍ଟ୍ରେଲିଆ ଯାଇଛନ୍ତି। ଏସବୁ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri