ଜନି ଲିଭର ପେଟ୍‌ ସଫାର ବ୍ରାଣ୍ଡ୍‌ ଆମ୍ବାସାଡର

ନୂଆଦିଲ୍ଲୀ,୧୩।୮: ଦଶର ପ୍ରମୁଖ ଆର୍ୟୁବେଦିକ ସଂସ୍ଥା ତଥା ଦିଭିସା ହର୍ବାଲସ ପ୍ରାଇଭେଟ ଲିମିଟେଡର ଅଗ୍ରଣୀ ବ୍ରାଣ୍ଡ୍‌ ‘ଫେଟ୍‌ ସଫା’ର ନୂତନ ଟିଭି କମର୍ସିଆଲ (ଟଭିସି) ବା ବିଜ୍ଞାପନ ପାଇଁ ବଲିଉଡ ଅଭିନେତା ଜନି ଲିଭର ଏବଂ ରାଜପାଲ ଯାଦବଙ୍କୁ ବ୍ରାଣ୍ଡ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ନିଯୁକ୍ତ କରାଯାଇଛି। ବିଶେଷ କରି ପେଟ୍‌ ସଫାର ନୂତନ ଉତ୍ପାଦ ଓ ଏହି ଔଷଧର ଗୁଣାବତ୍ତା ସମ୍ପର୍କରେ ଉଭୟ ଜନି ଏବଂ ରାଜପାଲ ଭିନ୍ନ ଢଙ୍ଗରେ ଏହାର ପ୍ରଚାର ଓ ପ୍ରସାର ସହିତ ଜୀବନରେ ପେଟ ସଫା ଓ ପେଟ ସଫାର ଉତ୍ପାଦ ଅତ୍ୟନ୍ତ ଜରୁରୀ ବୋଲି ବିଜ୍ଞାପନରେ ସୁନ୍ଦର ବାର୍ତ୍ତା ଉପସ୍ଥାପନ କରିଛନ୍ତି। ଏ ସମ୍ପର୍କରେ ଦିଭିସା ହର୍ବାଲସ ପ୍ରାଇଭେଟ ଲିମିଟେଡର ସିଏମ୍‌ଡି ଡ. ସଞ୍ଜୀବ ଜୁନେଜା କହିଥିଲେ, ଆମର ଏହି ନୂତନ ଅଭିଯାନ ଉଭୟ ବ୍ରାଣ୍ଡ୍‌ ଓ ଗ୍ରାହକଙ୍କ ପାଇଁ ବେଶ୍‌ ସହାୟକ ହେବ। ଏପରିକି ଜନି ଓ ରାଜପାଲଙ୍କ ନିଖୁଣ ଅଭିନୟ ଓ ସୁନ୍ଦର ବାର୍ତ୍ତା ବ୍ରାଣ୍ଡ୍‌ର ଆଭିମୁଖ୍ୟକୁ ଆହୁରି ଲୋକପ୍ରିୟ କରାଇବା ସାଙ୍ଗକୁ ଶେଷ ସ୍ତରରେ ଥିବା ଗ୍ରାହକଙ୍କ ନିକଟଙ୍କୁ ପେଟ୍‌ ସଫାର ଉତ୍ପାଦକୁ ଏହି ଅଭିଯାନ ପହଞ୍ଚାଇବ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାସକୁ ୯୦୦୦ ଟଙ୍କା ରୋଜଗାର କରିବାକୁ ଚାହାନ୍ତି କି? ପୋଷ୍ଟ ଅଫିସର ଏହି ଯୋଜନା ଜବରଦସ୍ତ; ନିବେଶ କରି… 

ନୂଆଦିଲ୍ଲୀ,୨୬।୧୦: ଭାରତର ସର୍ବପୁରାତନ ଅନୁଷ୍ଠାନ ମଧ୍ୟରୁ ପୋଷ୍ଟ ଅଫିସ(ଡାକଘର) ଅନ୍ୟତମ। ଏହା ଡାକ ସମ୍ବନ୍ଧୀୟ ସୁବିଧା ମିଳିବା ସହିତ ବିନିଯୋଗ ଲାଗି ଆକର୍ଷଣୀୟ ବିକଳ୍ପ ପ୍ରଦାନ...

ଆଇଡିବିଆଇର ଆର୍ଥିକ ଫଳାଫଳ

ନୂଆଦିଲ୍ଲୀ,୨୬।୧୦: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ଓ ଚଳିତ...

ପ୍ରିମିୟମ ବ୍ରାଣ୍ଡ୍‌ ଉପରେ ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୬।୧୦: ବର୍ତ୍ତମାନ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ୍‌ ଫେଷ୍ଟିଭାଲ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏପରିକି ଆମାଜନ୍‌.ଇନ୍‌ରେ ଭଲ ଅଫର, ବଡ଼ ସଞ୍ଚୟ, ବ୍ଲକ୍‌ ବଷ୍ଟର ମନୋରଞ୍ଜନ ଏବଂ...

ରିଲାଏନ୍ସ ଡିଜିଟାଲରେ ଫେଷ୍ଟିଭାଲ୍‌ ଅଫ୍‌ ଇଲେକ୍ଟ୍ରୋନିକ୍ସ

ମୁମ୍ବାଇ,୨୬।୧୦: ପ୍ରତି ବର୍ଷ ଭଳି ଚଳିତ ବର୍ଷ ଦୀପାବଳିରେ ମଧ୍ୟ ରିଲାଏନ୍ସ ଡିଜିଟାଲର ଇଲେକ୍ଟ୍ରୋନିକ୍ସ ମହୋତ୍ସବ ପାଳନ କରାଯାଉଛି। ଏପରିକି ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ...

ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ

ଭୁବନେଶ୍ୱର,୨୬।୧୦ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ସର୍ବପୁରାତନ ଗହଣା ବ୍ରାଣ୍ଡ୍‌ ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ ‘ରୌନକ ୱାଲି ଦିୱାଲି’ର ଶୁଭାରମ୍ଭ...

ଦିନକରେ ନିବେଶକ ହରାଇଲେ ୬ଲକ୍ଷ କୋଟି

ମୁମ୍ବାଇ,୨୬।୧୦: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଥିଲାବେଳେ ପୁଞ୍ଜିବଜାରର ନିବେଶକମାନେ ଆଶା ଆଶଙ୍କା ମଧ୍ୟରେ କାରବାର କରୁଛନ୍ତି। ଏପରିକି ଚଳିତ କାର୍ଯ୍ୟ...

ଟ୍ରେନ୍‌ରେ ମିଳୁଥିବା କମ୍ବଳ-ଚାଦର କେତେ ଥର ଧୂଆ ଯାଇଥାଏ? ରେଲଓ୍ବେ କଲା ଚମକାଇବା ଭଳି ଖୁଲାସା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ରେଳ ହେଉଛି ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟଓ୍ବାର୍କ। ପ୍ରତିଦିନ କୋଟି କୋଟି ଲୋକ ଭାରତୀୟ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ଯଦି ଆପଣ...

ସର୍ବଭାରତୀୟ ସ୍ତରରେ ସେବା ଦିବସ ପାଳିତ, ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ: ଶାଲୁ ଜିନ୍ଦଲ

ନୂଆଦିଲ୍ଲୀ,୨୩।୧୦: ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)ର ସାମାଜିକ ପ୍ରତିଷ୍ଠାନ (ସଙ୍ଗଠନ) ଜିନ୍ଦଲ ଫାଉଣ୍ଡେଶନ ପକ୍ଷରୁ ଫାଉଣ୍ଡେଶନର ଅଧ୍ୟକ୍ଷା ତଥା ବିଶିଷ୍ଟ ସାମାଜିକ କର୍ମୀ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri