ଚର୍ଚ୍ଚାରେ ରହିଥିଲେ ଜଲିଉଡ ହାଇପେଡ୍‌ ଆକ୍ଟର ପୀୟୁଷ : ଏବେ ବାପାଙ୍କ ବିରତୀ ଚିଠି ପୁଣି ଦ୍ୱନ୍ଦରେ ଦର୍ଶକ

ଭୁବନେଶ୍ୱର, ୪।୪: ଏ ବର୍ଷ ଯାତ୍ରା ଜଗତରୁ ଦୂରେଇ ରହିପାରନ୍ତି ପୀୟୁଷ ତ୍ରିପାଠୀ। ବାପାଙ୍କ ଚିଠିକୁ ନେଇ ଏବେ ହେଉଛି ଚର୍ଚ୍ଚା। ପୀୟୁଷଙ୍କ ବାପାଙ୍କ ଚିଠିକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି । ପୀୟୁଷଙ୍କ ସ୍ବାସ୍ଥ୍ୟଗତ ଓ ପାରିବାରିକ ସମସ୍ୟା ନେଇ ପୀୟୁଷଙ୍କ ବାପା ଚିଠି ଲେଖିଛନ୍ତି । ଯାତ୍ରା ମାଲିକ ମହାସଂଘ ସଭାପତିଙ୍କୁ ଚିଠି ଲେଖି ୨ଟି ପାର୍ଟି ମାଲିକ ଅଗ୍ରୀମ ଟଙ୍କା ଫେରାଇ ନିଅନ୍ତୁ ବୋଲି ଅନୁରୋଧ କରିଛନ୍ତି ପୀୟୁଷଙ୍କ ବାପା ।

ସୂଚନାଯୋଗ୍ୟ, ପ୍ରଥମେ ଯାତ୍ରା ସିଂହବାହିନୀ ଅପେରା ମାଲିକଙ୍କ ପୀୟୂଷଙ୍କ ବିରୋଧରେ ଚୁକ୍ତି ଖିଲାପ ଅଭିଯୋଗ ଏବଂ ଉଭୟଙ୍କ ମଧ୍ୟରେ ବିବାଦର ମୀମାଂସା ପରେ, ପୁଣି ସେ ଚୁକ୍ତିବଦ୍ଧ ଥିବା ଯାତ୍ରା ସୂର୍ଯ୍ୟମନ୍ଦିର ମାଲିକ ବି ଆଣିଥିଲେ ଚୁକ୍ତି ଖିଲାପୀର ଗୁରୁତର ଅଭିଯୋଗ । ଯାହାକୁ ନେଇ ଚର୍ଚ୍ଚାରେ ରହିଥିଲେ ଜଲିଉଡ ହାଇପେଡ୍‌ ଆକ୍ଟର ପୀୟୂଷ ତ୍ରିପାଠୀ ।


Enter your email to get our daily news in your inbox.

All Right Reserved By Dharitri.Com

ତାତିଲେ ବାପି ପଣ୍ଡା, ଦେଲେ ଖୋଲା ଧମକ

ଭୁବନେଶ୍ୱର,୧୬।୪: ବ୍ୟାନ ନହଟିଲେ ଯାତ୍ରା ବନ୍ଦ । ଆଉ ହେବନି ଯାତ୍ରା । ମାଲିକ ସଂଘକୁ ଶକ୍ତ ଝଟ୍‌କା । ମାଲିକଙ୍କ ନିଷ୍ପତ୍ତିକୁ ରୋକଠୋକ ଚ୍ୟାଲେଞ୍ଜ...

ବନ ବିହାରରେ ହେବ ଶହିଦ ସ୍ମୃତି ସ୍ତମ୍ଭ: ପ୍ରତିଶ୍ରୁତି ଦେଲେ ବିଧାୟକ

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ): ଓଡ଼ିଶା ଅଣ ଗେଜେଟେଡ ବନ ସେବା ବ୍ରହ୍ମପୁର ସର୍କଲ ସଭାପତି ଅନୁପ କୁମାର ବିଷୋୟୀଙ୍କ ନେତୃତ୍ୱରେ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର କର୍ମକର୍ତ୍ତାମାନେ...

ଜଗଦ୍ଦେବଙ୍କ ବିସ୍ଫୋରକ ବୟାନ, ନବୀନଙ୍କୁ ହଟାଇବାକୁ…ରାଜନୀତିରେ ଚହଳ

ଭୁବନେଶ୍ୱର,୧୬।୪: ବିଜେଡିକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏପରିକି ଦଳକୁ ନେଇ ଖୋଦ୍‌ ବିଜେଡି ନେତା ମଧ୍ୟ ବିଭିନ୍ନ ବୟାନବାଜି କରୁଛନ୍ତି। ଏଥିସହ ଦଳ...

ଜାତୀୟ ରାଜପଥ କଡ଼ରେ ପଡ଼ିଛି ୨ ଅପରିଚିତ ଯୁବକଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ

ବଲାଙ୍ଗୀର, ୧୬।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହର ମଠଖାଇ ଜଙ୍ଗଲ ସନ୍ନିକଟ ବଲାଙ୍ଗୀର-ଦେଓଗାଁ ୨୬ ନଂ ଜାତୀୟ ରାଜପଥ କଡ଼ରୁ ଦୁଇଜଣ ଅପରିଚିତ ଯୁବକଙ୍କ ମୃତଦେହକୁ...

ଛତିଶଗଡ଼ ଚାଲାଣ ହୋଇଛନ୍ତି ବଲାଙ୍ଗୀରର ନବଜାତ ଶିଶୁ

ବଲାଙ୍ଗୀର, ୧୬।୪(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ଜିଲା ମୁରିବାହାଲ ଥାନା କର୍ଲା ଗାଁରୁ ଏକ ନବଜାତ ଶିଶୁକନ୍ୟାକୁ ଚାଲାଣ କରାଯାଉଥିବା ଜଣାପଡ଼ିବା ପରେ ପୁଣିଥରେ ହଇଚଇ...

ନିଜ ଛଳନା ଜାଲରେ ଫସିଗଲା ପାକିସ୍ତାନ: ଜୟଶଙ୍କର

ନୂଆଦିଲ୍ଲୀ,୧୬।୪: ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନକୁ ଘେରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ସେ କହିଛନ୍ତି, ପାକିସ୍ତାନ ନିଜ ଛଳନା ଜାଲରେ ଫସି ଯାଇଛି। ପାକିସ୍ତାନ ତାଲିବାନ...

ଗୋଆରେ ଓଡ଼ିଆ ଯୁବକଙ୍କୁ ହତ୍ୟା

ରାଇଆ(ଗୋଆ)/ ଜୁନାଗଡ଼(ଉତ୍ତମ ଦାସ),୧୬।୪: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଗୌଡ଼ଛେଣ୍ଡିଆ ଗ୍ରାମର ଖଗେଶ୍ୱର ଶବର(୩୮) ଦିନ ମଜୁରିଆ କାମ କରିବାକୁ ଗୋଆ ଯାଇଥିଲେ। ସେଠାରେ ଏକ...

ପୂର୍ବତନ ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୪ ଗିରଫ

ଧର୍ମଶାଳା/କାଏମା,୧୬।୪(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image