ଘରୋଇ ହସ୍ପିଟାଲରେ ଉତ୍ତେଜନା: ହାତାହାତି ହେଲେ ସାମ୍ବାଦିକ-ସୁରକ୍ଷାକର୍ମୀ

ଭୁବନେଶର,୧୪।୧୦: ଘରୋଇ ହସ୍ପିଟାଲରେ ଉତ୍ତେଜନା। ପୋର୍ଟାଲ ସାମ୍ବାଦିକ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହାତାହାତି। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ।

ଜଣେ ଅଟୋଚାଳକ ରବିବାର ବିଦ୍ୟୁତ ସଂସ୍ପର୍ଶରେ ଆସି ଆହତ ହୋଇଥିଲେ। ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ବାବଦରେ ବିଏସକେୱାଇରେ ଥିବା ସମସ୍ତ ଅର୍ଥ ଶେଷ ହେବା ପରେ ତାଙ୍କୁ ସେଠାରୁ ଅନ୍ୟ ହସ୍ପିଟାଲକୁ ପଠାଇବାକୁ ମେଡିକାଲ ପକ୍ଷରୁ କୁହାଯାଇଥିଲା।
ତେବେ ଏହି ସଂକ୍ରାନ୍ତରେ ଆଜି ଖବର ସଂଗ୍ରହ କରିବାକୁ ଯାଇଥିବା ପୋର୍ଟାଲ ସାମ୍ବାଦିକଙ୍କୁ ସୁରକ୍ଷା କର୍ମୀ ଅଟକାଇଥିଲେ। ସେତେବେଳେ ପୋର୍ଟାଲ ସାମ୍ବାଦିକ ଏବଂ ସୁରକ୍ଷାକର୍ମୀ ହାତାହାତି ହୋଇଥିଲେ । ଏହି ଘଟଣାକୁ ନେଇ ମେଡିକାଲ ପକ୍ଷରୁ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଳଦ ଖୋଜିବାକୁ ଯାଇଥିଲେ, ଟାଣିନେଲା କୁମ୍ଭୀର, ଚିତ୍କାର ଶୁଣି…

ମହାକାଳପଡ଼ା,୧୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଳଦ ଖୋଜିବା ହେଲା କାଳ। ନଦୀକୂଳରେ ଛକି ରହିଥିଲା ବଉଳା କୁମ୍ଭୀର। ନାଳି ପାର୍ଶ୍ୱରେ ବଳଦ ଖୋଜିବାକୁ ଯାଇଥିବା ଶଙ୍କର ସାମନ୍ତ(୫୦)ଙ୍କୁ...

ପୁଣି ବିବାଦରେ ଛନ୍ଦିହେଲେ ବରଗଡ଼ ଧନୁଯାତ୍ରାର କଂସ ହୃଷୀକେଶ ଭୋଇ, ଲାଞ୍ଚ ନେଇ…

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ଆଉମାତ୍ର ଅଢ଼େଇ ମାସ ପରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଏହି ମହୋତ୍ସବ ଆରମ୍ଭ...

ବିଭିନ୍ନ ଜିଲାରେ ସ୍ଥାପିତ ହେବ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି, ଜାଣନ୍ତୁ କେଉଁଠି କାହାର…

ଭୁବନେଶ୍ୱର, ୧୬ା୧୦: ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା,...

ଝିଅଙ୍କୁ ଛୁରି ଭୁସି ହତ୍ୟାକଲେ ବାପା

ଚିତ୍ରକୋଣ୍ଡା,୧୬ା୧୦(ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ବାପା ସାଜିଲେ ସଇତାନ। ଜନ୍ମିତ ଶିଶୁକନ୍ୟାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ଏପରି ଘଟଣା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ...

ଝିଅ ଆଗରେ ସ୍ତ୍ରୀଙ୍କ ଗଳା କାଟିଦେଲେ ସ୍ବାମୀ, ଆଉ ତା’ ପରେ…

କାଲିମେଳା,୧୬ା୧୦(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍‌ପିଭି ୨୩ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳାଙ୍କ ଗଳାକୁ ତାଙ୍କ ସ୍ବାମୀ ଛୋଟ ଝିଅ...

୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କଲା ମା’

ସୁନ୍ଦରଗଡ଼,୧୬ା୧୦: ୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କରିଛି ମା’। ଏଭଳି ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ ଜିଲାର ଲାଠିକଟା ଅଞ୍ଚଳରେ। ଏକ...

କଟକ ବାଲିଯାତ୍ରାରେ ଏଥର ବଲିଉଡ୍‌ ନାଇଟ୍‌, ଆକର୍ଷଣ ପାଲଟିବେ ଏହି ବଡ଼ ଷ୍ଟାର୍‌

କଟକ,୧୬ା୧୦(ଶିଳ୍ପା ପ୍ରିୟଦର୍ଶିନୀ): ଏଥର କଟକ ବାଲିଯାତ୍ରାରେ ହେବ ବଲିଉଡ୍‌ ନାଇଟ୍‌ ଶୋ’ । ଏନେଇ କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ସୂଚନା ଦେଇଛନ୍ତି। ଜିଲାପାଳଙ୍କ...

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri