କରୋନାରେ ବିଚାରପତିଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୦ା୪: କରୋନାରେ ସଂକ୍ରମିତ ହୋଇଥିବା ଦିଲ୍ଲୀର ଜଣେ ଜିଲା ଜଜ୍‌ କୋବଇ ବେଣୁଗୋପାଳ(୪୭)ଙ୍କ ସୋମବାର ଏକ ସରକାର ହସ୍ପିଟାଲରେ ମୃତ୍ୟୁ ଘଟିଛି। ସପ୍ତାହେ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇଥିବା ବେଣୁଗୋପାଳଙ୍କ ସ୍ବାସ୍ଥ୍ୟାବସ୍ଥା ଜଟିଳ ହେବାରୁ ରବିବାର ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା।

Share