ସାଣ୍ଟିଆଗୋ (ଚିଲି), ୧୯ା୧ (ପି.ଟି.)-ଷ୍ଟ୍ରାଇକର ବିୟୁଟି ଡୁଙ୍ଗ୍ଡୁଙ୍ଗ୍ଙ୍କ ହ୍ୟାଟ୍ରିକ ଗୋଲ ସହାୟତାରେ ଭାରତର ଜୁନିୟର ମହିଳା ହକି ଦଳ ୫-୩ ଗୋଲରେ ଚିଲିକୁ ପରାସ୍ତ କରିଛି। ଏହି ବିଜୟ ଦ୍ୱାରା କୋଭିଡ୍ ଯୋଗୁ ପ୍ରାୟ ଏକ ବର୍ଷ ପାଖାପାଖି ଛୁଟିରେ ଥିବା ଭାରତ ପ୍ରତିଯୋଗିତାକୁ ସଫଳ ପ୍ରତ୍ୟାବର୍ତ୍ତନ କରିପାରିଛି। ଝାଡ଼ଖଣ୍ଡ ଷ୍ଟ୍ରାଇକର ଡୁଙ୍ଗ୍ଡୁଙ୍ଗ୍ ୨୯ତମ, ୩୮ତମ ଏବଂ ୫୨ତମ ମିନିଟ୍ରେ ଗୋଲ ସ୍କୋର କରିଥିବା ବେଳେ ଭାରତ ତରଫରୁ ଅନ୍ୟ ଦୁଇଟି ଗୋଲ ଲାଲରିଣ୍ଡିକି (୧୪ତମ) ଏବଂ ସଙ୍ଗୀତା କୁମାରୀ (୩୦ତମ ମିନିଟ) ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଏହି ହାଇସ୍କୋରିଂ ମ୍ୟାଚରେ ଚିଲି ତରଫରୁ ସିମୋନ୍ ଆଭେଲି (୧୦ମ), ପାଉଲା ସାଞ୍ଜ୍ (୨୫ତମ) ଓ ଫର୍ନାଣ୍ଡା ଆରିଟା (୪୯ତମ) ଗୋଟିଏ ଲେଖାଏ ଗୋଲ୍ ସ୍କୋର କରିଥିଲେ। ଭାରତ ମ୍ୟାଚର ଶେଷ ଦୁଇ କ୍ୱାର୍ଟରରେ ଖେଳକୁ ନିଜ ନିୟନ୍ତ୍ରଣରେ ରଖିଥିଲା। ଏଥିସହିତ ଆକ୍ରମଣାତ୍ମକ ଖେଳି ବିପକ୍ଷ ଦଳ ଉପରେ ଚାପ ସୃଷ୍ଟି କରିଥିଲା।
ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ
ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...
ଆର୍ସିବିକୁ ବଡ଼ ଝଟ୍କା, ଏହି କାରଣରୁ ଖେଳିବେ ନାହିଁ…
ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍କୁ...
ଟିମ୍ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି
ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍ନେସ୍ ଏବଂ ବୟସକୁ ନେଇ ଚାଲିଥିବା...
ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...
ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍
ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...
ଟି-୨୦ ବିଶ୍ୱକପରୁ ବାଦ୍ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…
ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...
ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା
ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ
ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...
Archives


