ଜଷ୍ଟିସ ବିଶ୍ବନାଥ ରଥଙ୍କ ବଡ଼ ସୂଚନା: ରତ୍ନଭଣ୍ଡାର ଖୋଲିବା ବେଳେ ବନ୍ଦ ହେବନି ଭକ୍ତଙ୍କ ଦର୍ଶନ

ପୁରୀ,୯।୭: ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିପାରେ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଏହି ସୂଚନା ଦେଇଛନ୍ତି। ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା । ବୈଠକ ପରେ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ୧୪ରେ ଖୋଲିବାକୁ ସରକାରଙ୍କୁ ପ୍ରସ୍ତାବ ଦିଆଯିବ । ଆଶା କରୁଛୁ ସରକାର ୧୪ରେ ଖୋଲିବାକୁ ଅନୁମତି ଦେବେ । ସରକାରଙ୍କ ଅନୁମତି ପାଇଲେ ରତ୍ନଭଣ୍ଡାର ଖୋଲାଯିବ ।  ଯେ କୌଣସି ପ୍ରକାର ତାଲା ଖୋଲାଯିବ । ଯେଉଁ ଚାବି ଥାଉ…କିମ୍ବା ଯେଉଁ ଚାବି ଅଛି, ସେହି ଚାବିରେ ଖୋଲୁ କି ନଖୋଲୁ, ଯେ କୌଣସି ପ୍ରକାରରେ ଆମେ ତାଲା ଖୋଲିବୁ।
ଅନ୍ୟପକ୍ଷେ, ରତ୍ନଭଣ୍ଡାର ଖୋଲିବା ବେଳେ ଭକ୍ତଙ୍କ ଦର୍ଶନ ବନ୍ଦ ହେବନି ବୋଲି ଜଷ୍ଟିସ ବିଶ୍ବନାଥ ରଥବଡ଼ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଖୋଲାଯିବା ବେଳେ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରିବେ । ହୁଏତ ଭକ୍ତମାନଙ୍କୁ ସାମାନ୍ୟ ଦୂରରୁ ଦର୍ଶନ କରିବାକୁ ପଡ଼ିପାରେ। ତେବେ ଭକ୍ତମାନେ ଆମକୁ ସହଯୋଗ କରିବେ ଆଶା ଅଛି ବୋଲି ଜଷ୍ଟିସ ରଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୯ରୁ ମୁଖ୍ୟମନ୍ତ୍ରୀଙ୍କ ୨ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୨୬ା୧୦(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀଠାରେ ଆୟୋଜିତ କେନ୍ଦ୍ର...

ଅତିପ୍ରବଳ ବର୍ଷା ଆଶଙ୍କା: ୪ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୬ା୧୦:ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହା ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ...

ପୁଣି ଆସିପାରେ ଆଉ ଏକ ବାତ୍ୟା: ଏହି ଦିନ ହେବ…

ଭୁବନେଶ୍ୱର,୨୬ା୧୦(ଅନିଲ ଦାସ):ବାତ୍ୟା ‘ଦାନା’ ଶୁକ୍ରବାର ଓଡ଼ିଶା ଉପକୂଳ ଅତିକ୍ରମ କରିଯାଇଛି। ଏହାର ବେଗ ଅଧିକ ନ ଥିବାରୁ ଓଡ଼ିଶା ବିପର୍ଯ୍ୟୟରୁ ବର୍ତ୍ତିଯାଇଛି। ତେବେ ରାଜ୍ୟ ଉପରୁ...

ପ୍ରେମିକଙ୍କୁ ଗଛରେ ବାନ୍ଧି କଲେଜ୍‌ ଛାତ୍ରୀଙ୍କୁ ଗଣବଳାତ୍କାର

ନୟାଗଡ଼/ ଭାପୁର, ୨୬।୧୦(ଲୋକନାଥ ମିଶ୍ର/ ଭରତ କୁମାର ବେହେରା):ନୟାଗଡ଼ ପୋଲିସ ଜିଲାର ଫତେଗଡ଼ ଥାନା ଅନ୍ତର୍ଗତ ପିଠାଖାଇ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ...

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri