Posted inଜାତୀୟ

ଭାଜପା ଉପରେ ବର୍ଷିଲେ କେ କବିତା

ହାଇଦ୍ରାବାଦ,୨୨।୧୦: ଆସନ୍ତା ମାସରେ ତେଲଙ୍ଗାନାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ବିଆରଏସ ଏମଏଲସି ଏବଂ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ଝିଅ କେ କବିତା ଭାଜପାକୁ ଟାର୍ଗେଟ କରିଛନ୍ତି। ଏଥର ତେଲଙ୍ଗାନାରେ ଭାଜପାର ସମସ୍ତ ଆସନ ଜବରଦଖଲ କରାଯିବ ବୋଲି ସେ ଦାବି କରିଛନ୍ତି।

କେ କବିତାଙ୍କ ଏହି ମନ୍ତବ୍ୟ ଏପରି ଏକ ସମୟରେ ଆସିଛି ଯେତେବେଳେ ରବିବାରଭାଜପା ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ପ୍ରଥମ ତାଲିକାରେ ତେଲଙ୍ଗାନାରେ ୫୨ଜଣ ପ୍ରାର୍ଥୀଙ୍କ ନାମ ଭାଜପା ଘୋଷଣା କରିଛି ଯେଉଁଥିରେ ୩ ଏମପିଙ୍କୁ ଟିକେଟ ମଧ୍ୟ ଦିଆଯାଇଛି ଏବଂ ୧୨ଜଣ ମହିଳାଙ୍କୁ ମଇଦାନକୁ ଓହ୍ଲାଯାଇଛି।
ନ୍ୟୁଜ ଏଜେନ୍ସି ଏଏନଆଇ ଅନୁଯାୟୀ, ମହାରାଷ୍ଟ୍ରର ସୋଲାପୁରର ବିଆରଏସ ନେତା କେ କବିତା ରବିବାର କହିଛନ୍ତି ଯେ ଗତଥର ତେଲଙ୍ଗାନାର ୧୦୫ ଟି ସ୍ଥାନରେ ଭାଜପାର ଜମାନତ ଜବତ କରାଯାଇଥିଲା। ଏଥର ସମସ୍ତ ସିଟ ଉପରେ ଜମାନତ ଜବତ ହୋଇଯିବ। ତେଲଙ୍ଗାନାରେ ଭାଜପା ପାଇଁ କୌଣସି ସ୍ଥାନ ନାହିଁ। ତେଣୁ ନିର୍ବାଚନ ପାଇଁ ସେ ଯେତେ ରଣନୀତି ପ୍ରସ୍ତୁତ କଲେ ମଧ୍ୟ ଏହାର କୌଣସି ଲାଭ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଦା ନୀଳ ରଙ୍ଗର ପଗଡ଼ି କାହିଁକି ପିନ୍ଧୁଥିଲେ ମନମୋହନ ସିଂ? ନିଜେ କହିଥିଲେ କାରଣ…

ନୂଆଦିଲ୍ଲୀ,୨୭।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି...

ନିଗମବୋଧ ଘାଟରେ ରାଷ୍ଟ୍ରୀୟ ସମ୍ମାନ ସହ ହେବ ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୭।୧୨: ଦୁଇ ଥର ଭାରତର ପ୍ରଧାନମନ୍ତ୍ରୀ ରହିଥିବା ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସ୍କ ମନମୋହନଙ୍କ ସ୍ବାସ୍ଥ୍ୟାବସ୍ଥା ସଂନ୍ଧ୍ୟାରେ ବିଗିଡ଼ିବା ଯୋଗୁ...

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ କଶ୍ମୀର

ଶ୍ରୀନଗର,୨୭।୧୨: ଥରିଲା ଜମ୍ମୁ କଶ୍ମୀର। ଶୁକ୍ରବାର ରାତି ୯.୦୬ରେ କଶ୍ମୀରର ବାରାମୂଳାରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଆକଳନ...

ମନମୋହନ ମୋର ବନ୍ଧୁ, ମାର୍ଗଦର୍ଶକ ଥିଲେ,ତାଙ୍କୁ ହରାଇବା ମୋର ବ୍ୟକ୍ତିଗତ କ୍ଷତି: ସୋନିଆ

ନୂଆଦିଲ୍ଲୀ,୨୭।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଲାଗି ଶୁକ୍ରବାର ଅପରାହ୍ନରେ କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ବସିଥିଲା। ଏଥିରେ ଏକ ସଂକଳ୍ପ ପାରିତ...

ଗୋଟିଏ ମଦ ବୋତଲରୁ ଏତେଟଙ୍କା ରୋଜଗାର କରନ୍ତି ସରକାର, ଜାଣିଲେ ଉଡିବ ହୋସ୍‌

ନୂଆଦିଲ୍ଲୀ,୨୭।୧୨: ଦେଶରେ ଟିକସ ଆଦାୟର ଏକ ସମ୍ପୂର୍ଣ୍ଣ ନେଟୱାର୍କ ରହିଛି। ଖାଦ୍ୟ ଠାରୁ ଆରମ୍ଭ କରି ରାସ୍ତାରେ ଚାଲିବା ପର୍ଯ୍ୟନ୍ତ ଆମେ ସରକାରଙ୍କୁ ଟିକସ ଦେଉ।...

ମନମୋହନଙ୍କ ସିଂଙ୍କ କ’ଣ ରହିଛି ୨୬ ତାରିଖର ଲିଙ୍କ୍‌, ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୭।୧୨: ଆଉ ନାହାନ୍ତି ଭାରତୀୟ ଅର୍ଥନୀତିର ଭୀଷ୍ମ ପିତାମହ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। କେବଳ ଦେଶ ନୁହେଁ ସେ ଜଣେ ଭଲ ଅର୍ଥନୀତିଜ୍ଞ ଭାବେ...

‘ଅନ୍ତିମ ସଂସ୍କାର ସେହି ସ୍ଥାନରେ କର, ଯେଉଁଠି…’, କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୭।୧୨: ଶୁକ୍ରବାର କଂଗ୍ରେସ ମୁଖ୍ୟାଳୟରେ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ସିପିପି ସଭାପତି ସୋନିଆ ଗାନ୍ଧୀ, ଲୋକସଭା ବିରୋଧୀ ଦଳର ନେତା ତଥା ସାଂସଦ ରାହୁଲ...

ନେହେରୁଙ୍କ ଠାରୁ ବାଜପେୟୀ ଯାଏ…ମୃତ୍ୟୁ ପରେ ଏହି ପ୍ରଧାନମନ୍ତ୍ରୀଙ୍କ ଏତେଦିନ ଯାଏ ରଖାଯାଇଛି ମୃତଦେହ

ନୂଆଦିଲ୍ଲୀ,୨୭।୧୨: ଡିସେମ୍ବର ୨୬ ଗୁରୁବାର ଦିନ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ଦେହାନ୍ତ ହୋଇଛି। ତାଙ୍କର ମୃତଦେହ ଡିସେମ୍ବର ୨୮ ଶନିବାର ଦିନ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri