ଏକ୍ସପ୍ଲାନେଡ୍‌ ମଲ୍‌ରେ ‘କେ ସେ କୁଲ୍‌ଚା’ଆଉଟଲେଟ୍‌

ଭୁବନେଶ୍ୱର,୨୬।୮ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଉତ୍ତର ଭାରତର ଲୋକପ୍ରିୟ ଫୁଡ୍‌ ପ୍ଲାଟଫର୍ମ ‘କେ ସେ କୁଲ୍‌ଚା’ର ଏକ୍ସକ୍ଲୁସିଭ ଆଉଟଲେଟ ରବିବାର ଭୁବନେଶ୍ୱରର ନେକ୍ସସ୍‌ ଏକ୍ସପ୍ଲାନେଡ୍‌ ମଲରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଲିଉଡ୍‌ ଅଭିନେତ୍ରୀ ଶୀତଲ ପାତ୍ର ସମ୍ମାନିତ ଅତିଥି ଭବେ ଯୋଗଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କେ ସେ କୁଲଚାର ଗ୍ରୁପ ଡାଇରେକ୍ଟର ଆର୍ତ୍ତ ପାଢ଼ୀ ଓ ଅବଦେଶ ତିୱାରୀ ପ୍ରମୁଖ ଉପସ୍ଥିତ ଥିଲେ। ଏ ସମ୍ପର୍କରେ କେ ସେ କୁଲଚାର ଗ୍ରୁପ ଡାଇରେକ୍ଟର ଆର୍ତ୍ତ ପାଢ଼ୀ କହିଥିଲେ, ଆମେ ଆମର ପ୍ରଥମ ଆଉଟଲେଟର ଆନୁଷ୍ଠାନିକ ଶୁଭାରମ୍ଭ କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏଠାରେ ସବୁ ବର୍ଗର ଖାଦ୍ୟପ୍ରେମୀଙ୍କୁ ସ୍ବାଦିଷ୍ଟ ଖାଦ୍ୟର ବ୍ୟାପକ ସମ୍ଭାର ସହିତ ଘିଅ ରୋଷ୍ଟ କୁଲଚା ଛୋଲେ, ମାଟିହାଣ୍ଡି ବିରିୟାନୀ, ଦିଲ୍ଲୀର ସୁସ୍ବାଦୁ ଚାଟ, ବଟର ଚିକେନ୍‌ କୁଲଚା ଓ ମନକୁ ମୋହିତ କରିବା ପରି କମ୍ବୋ ଫୁଡସ ଉପଲବ୍ଧ। ଏହି ଆଉଟଲେଟ୍‌ରେ ନିଜକୁ ହଜାଇବାକୁ ଅନୁଭବ କରନ୍ତୁ, ଯାହାକୁ ସମ୍ପୂର୍ଣ୍ଣ ଭାବେ ମସଲାରେ ରୋଷ୍ଟ ସହ ସୁନ୍ଦର ଭାବେ ପରଷାଯାଇଛି, ଯାହାର କ୍ରିମି ତଜ୍ଜିକି ସସ୍‌, କ୍ରି ସବଜି ଏବଂ ସୁମାକରର ସ୍ପର୍ଶ ଦିଆଯାଇଛି। ପ୍ରତ୍ୟେକ ଥରରେ ମଧ୍ୟପ୍ରାଚ୍ୟର ସ୍ବାଦକୁ ଅନୁଭବ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ମୁଦ୍ରାସ୍ଫୀତିକୁ ନେଇ ଆରବିଆଇ ଗଭର୍ନର ଦେଲେ ବଡ଼ ସୂଚନା, କହିଲେ ଆମେ ଏହାକୁ…

ନୂଆଦିଲ୍ଲୀ,୨୬ା୧୦: ଭାରତୀୟ ଅର୍ଥନୀତିରେ ଉତ୍ଥାନପତ୍ତନ ଜାରି ରହିଛି। ଏଫ୍‌ଆଇଆଇ ଦେଶ ଛାଡୁଛନ୍ତି। ଏହି କାରଣରୁ ଗତ କିଛିଦିନ ହେବ ଷ୍ଟକ୍‌ ମାର୍କେଟରେ ମଧ୍ୟ ଏକ ବିରାଟ...

ମାସକୁ ୯୦୦୦ ଟଙ୍କା ରୋଜଗାର କରିବାକୁ ଚାହାନ୍ତି କି? ପୋଷ୍ଟ ଅଫିସର ଏହି ଯୋଜନା ଜବରଦସ୍ତ; ନିବେଶ କରି… 

ନୂଆଦିଲ୍ଲୀ,୨୬।୧୦: ଭାରତର ସର୍ବପୁରାତନ ଅନୁଷ୍ଠାନ ମଧ୍ୟରୁ ପୋଷ୍ଟ ଅଫିସ(ଡାକଘର) ଅନ୍ୟତମ। ଏହା ଡାକ ସମ୍ବନ୍ଧୀୟ ସୁବିଧା ମିଳିବା ସହିତ ବିନିଯୋଗ ଲାଗି ଆକର୍ଷଣୀୟ ବିକଳ୍ପ ପ୍ରଦାନ...

ଆଇଡିବିଆଇର ଆର୍ଥିକ ଫଳାଫଳ

ନୂଆଦିଲ୍ଲୀ,୨୬।୧୦: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ଓ ଚଳିତ...

ପ୍ରିମିୟମ ବ୍ରାଣ୍ଡ୍‌ ଉପରେ ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୬।୧୦: ବର୍ତ୍ତମାନ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ୍‌ ଫେଷ୍ଟିଭାଲ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏପରିକି ଆମାଜନ୍‌.ଇନ୍‌ରେ ଭଲ ଅଫର, ବଡ଼ ସଞ୍ଚୟ, ବ୍ଲକ୍‌ ବଷ୍ଟର ମନୋରଞ୍ଜନ ଏବଂ...

ରିଲାଏନ୍ସ ଡିଜିଟାଲରେ ଫେଷ୍ଟିଭାଲ୍‌ ଅଫ୍‌ ଇଲେକ୍ଟ୍ରୋନିକ୍ସ

ମୁମ୍ବାଇ,୨୬।୧୦: ପ୍ରତି ବର୍ଷ ଭଳି ଚଳିତ ବର୍ଷ ଦୀପାବଳିରେ ମଧ୍ୟ ରିଲାଏନ୍ସ ଡିଜିଟାଲର ଇଲେକ୍ଟ୍ରୋନିକ୍ସ ମହୋତ୍ସବ ପାଳନ କରାଯାଉଛି। ଏପରିକି ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ...

ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ

ଭୁବନେଶ୍ୱର,୨୬।୧୦ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ସର୍ବପୁରାତନ ଗହଣା ବ୍ରାଣ୍ଡ୍‌ ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ ‘ରୌନକ ୱାଲି ଦିୱାଲି’ର ଶୁଭାରମ୍ଭ...

ଦିନକରେ ନିବେଶକ ହରାଇଲେ ୬ଲକ୍ଷ କୋଟି

ମୁମ୍ବାଇ,୨୬।୧୦: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଥିଲାବେଳେ ପୁଞ୍ଜିବଜାରର ନିବେଶକମାନେ ଆଶା ଆଶଙ୍କା ମଧ୍ୟରେ କାରବାର କରୁଛନ୍ତି। ଏପରିକି ଚଳିତ କାର୍ଯ୍ୟ...

ଟ୍ରେନ୍‌ରେ ମିଳୁଥିବା କମ୍ବଳ-ଚାଦର କେତେ ଥର ଧୂଆ ଯାଇଥାଏ? ରେଲଓ୍ବେ କଲା ଚମକାଇବା ଭଳି ଖୁଲାସା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ରେଳ ହେଉଛି ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟଓ୍ବାର୍କ। ପ୍ରତିଦିନ କୋଟି କୋଟି ଲୋକ ଭାରତୀୟ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ଯଦି ଆପଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri