କନ୍ଧମାଳ ମହୋତ୍ସବ ୨୦୨୫: ରାଇକିଆରେ ମାସ୍କଟ, ମଶାଲ ଶୋଭାଯାତ୍ରା, ସାମିଲ ହେଲେ ବିଡ଼ିଓ

ରାଇକିଆ,୧୩।୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ପ୍ରଶାସନ ତରଫରୁ ଆସନ୍ତା ୨୧ରୁ ୨୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା କନ୍ଧମାଳ ମହୋତ୍ସବ ପାଇଁ ଗୁରୁବାର ରାଇକିଆରେ ପହଞ୍ଚିଛି ମାସ୍କଟ ଓ ମଶାଲ ଶୋଭାଯାତ୍ରା ହୋଇଛି। ଜିଲାର ପ୍ରତ୍ୟେକ ଅଞ୍ଚଳରେ ଏହାର ପ୍ରଚାର ଓ ପ୍ରସାର ଏବଂ ଗ୍ରାମାଞ୍ଚଳର ଲୋକଙ୍କୁ ଏଥିରେ ସାମିଲ ପାଇଁ ପ୍ରତ୍ୟେକ ବ୍ଲକକୁ ମଶାଲ ପହଞ୍ଚିଛି । ଏହାକୁ ବ୍ଲକ ପ୍ରଶାସନ ତରଫରୁ ଭବ୍ୟ ସ୍ବାଗତ କରାଯିବା ସହ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରିଥିଲେ। କାର୍ଯ୍ୟକ୍ରମରେ ବିଡ଼ିଓ ସବ୍ୟସାଚୀ ସାହୁ, ଏବିଡିଓ ଦିବ୍ୟସିଂହ କହଁର, ଏମପି ପ୍ରତିନିଧି ସନ୍ତୋଷ ଲେଙ୍କା, ସାହାରା ସମ୍ପାଦକ ସୁକାନ୍ତ ନାୟକ, ଡବ୍ଲୁଇଓ ଉର୍ମିଳା ପ୍ରଧାନ, ବ୍ଲକ ପ୍ରୋଗ୍ରାମ କୋର୍ଡିନେଟର କମଲ ନାୟକ, ବିଏସଏସଓ ରାମ କୃଷ୍ଣ ବେହେରା, ଓଏଲଏମ ବିପିଏମ ଜୟଦେବ ପ୍ରଧାନଙ୍କ ସମେତ ବ୍ଲକର ସମସ୍ତ କର୍ମଚାରୀ, କଲେଜ ଛାତ୍ରୀଛାତ୍ରମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ ଅଭିଯୋଗ ଶୁଣାଣି ଶିବିର: ୫୯ ଅଭିଯୋଗ ପଞ୍ଜୀକୃତ

ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ...

ସି.ଏମ୍‌ ଟ୍ରଫି ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟନୀ ମ୍ୟାଚରେ ୟୁନାଇଟେଡ ସ୍ପୋର୍ଟସ କ୍ଲବ ବିଜୟୀ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ) – ଓଡ଼ିଶା ସରକାରଙ୍କ କ୍ରୀଡ଼ା, ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର...

ମହିଳାଙ୍କଠାରୁ ଝାମ୍ପିନେଲେ ସୁନାଚେନ

ଗୋପାଳପୁର,୭ା୪(ନବୀନ ରାଜ ଆଚାରୀ): ଗୋପାଳପୁର ଥାନା ଅଞ୍ଚଳରେ ଲୁଟ, ଚୋରି ଓ ଅସାମାଜିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ବେଳାଭୂମିରେ ପ୍ରାତଃ ଭ୍ରମଣ ସମୟରେ ମହିଳାଙ୍କ ଠାରୁ...

ବିଭିନ୍ନ ପ୍ରକଳ୍ପ ଉଦଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ରାୟ ସରକାରଙ୍କ ପ୍ରଦତ୍ତ ଅନୁଦାନରେ ନିର୍ମିତ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବା ସହ ଆଧ୍ୟାତ୍ମିକ...

୨ବର୍ଷ ୧୦ ମାସର ଶିଶୁ ଇଣ୍ଡିଆ ବୁକ ଅଫ୍‌ ରେକଡର୍‌ସର ଅଧିକାରୀ

ନୂଆପଡ଼ା,୭ା୪(ମକାରୁ ବେମାଲ)- ମାତ୍ର ୨ ବର୍ଷ ୧୦ ମାସର ଶିଶୁ ଇଣ୍ଡିଆ ବୁକ ଅଫ୍‌ ରେକଡର୍‌ସର ଅଧିକାରୀ ହୋଇପାରିଛନ୍ତି। ସେ ହେଲେ ନୂଆପଡ଼ା ଜିଲା ସିନାପାଲି...

ମାନବାଧିକାର, କଏଦୀଙ୍କ ସୁରକ୍ଷା ପାଇଁ ଓଡ଼ିଶାରେ କାର୍ଯ୍ୟ କରିବ ‘ଜେଲ୍ ପଞ୍ଚାୟତ’

ଭୁବନେଶ୍ୱର, ୭।୪: ‘ଜେଲ୍ ପଞ୍ଚାୟତ’ର ନବନିର୍ବାଚିତ ପ୍ରତିନିଧିମାନେ କଏଦୀଙ୍କ ସୁରକ୍ଷା ସହିତ ମାନବାଧିକାର ସୁରକ୍ଷା ପାଇଁ କାର୍ଯ୍ୟ କରିବେ। କିଛି ଦିନ ପୂର୍ବରୁ ରାଜ୍ୟର ବିଭିନ୍ନ ସଂଶୋଧନ...

ବାରାଣସୀରେ ୨୨ ଦିନ ଧରି ଅପହରଣ, ଗଣବଳାତ୍କାର, ୧୯ ବର୍ଷୀୟା ଯୁବତୀଙ୍କ ଦାବି

ନୂଆଦିଲ୍ଲୀ, ୭।୪: ଉତ୍ତର ପ୍ରଦେଶର ବାରାଣସୀରେ ଜଣେ ୧୯ ବର୍ଷୀୟା ମହିଳାଙ୍କୁ ୨୨ ଜଣ ଅପହରଣ କରି ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଆକ୍ରମଣକାରୀଙ୍କ ମଧ୍ୟରୁ ଛଅ...

ଭକ୍ତମୟ ହେଉଛି ଚନ୍ଦନେଶ୍ୱର ଶୈବପୀଠ, ସମୀକ୍ଷାକଲେ ବିଧାୟକ

ଭୋଗରାଇ, ୭ା୪(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କମେଳା ମାର୍ଚ୍ଚ ୩୧ରୁ ଧ୍ୱଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image