ବଦଳିଲେ କପ୍ତିପଦା ଉପଖଣ୍ଡ ଉପ ଜିଲାପାଳ

ଉଦଳା,୩ା୩(ଡି.ଏନ.ଏ.)- ଦୀର୍ଘ ୪ ବର୍ଷରୁ ଅଧିକ ସମୟ ହେବ କପ୍ତିପଦା ଉପଖଣ୍ଡର ଉପ ଜିଲାପାଳ ଭାବେ ଦାୟିତ୍ୱରେ ଥିବା ଭଗବାନ ବେହେରାଙ୍କର ବଦଳି ହୋଇଛି। ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଅର୍ଡର ନଂ-ଜିଏଡି-ଏସ୍‌ଇଆର୨-ଆଇଡି-୦୦୧୪-୨୦୨୨-୬୩୪୪/ଏସସିଏସ୍‌ ଅନୁସାରେ ତାଙ୍କର ବଦଳି ହୋଇଛି। ନୂତନ ଉପଜିଲାପାଳ ଭାବେ ମୟୂରଭଞ୍ଜ ଜିଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ସୁଶାନ୍ତ କୁମାର ବାରିକ କାର୍ଯ୍ୟରେ ଯୋଗଦେବେ ବୋଲି ସୂଚନା ମିଳିଛି।
ଉଲ୍ଲେଖଯୋଗ୍ୟ, ୨୦୧୮ ସେପ୍ଟେମ୍ବର ୧୨ରେ କପ୍ତିପଦା ଉପଖଣ୍ଡର ଉପ ଜିଲାପାଳ ଭାବେ ଦାୟିତ୍ୱ ନେଇଥିବା ଭଗବାନ ବେହେରା ମନମାନୀ ଚଳାଇ ଆସୁଥିବା ଅଭିଯୋଗ ହୋଇଥିଲା। ଗଣମାଧ୍ୟମର କଣ୍ଠରୋଧ କରିବା ଲାଗି ପ୍ରୟାସ୍‌ କରି ବିବାଦ ଘେରକୁ ଆସିଥିଲେ। ତାଙ୍କ ବଦଳି ଦାବିରେ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧିମାନେ କିଛି ଦିନ ହେବ ଆନ୍ଦୋଳନ ଜାରି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଫ୍‌ଏକ୍ୟୁ ମାନର ଧାନ କିଣାକୁ ନେଇ ଚିନ୍ତାରେ ଚାଷୀ, ମିଲର

ରାୟଗଡ଼ା,୨୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ଧାନମଣ୍ଡି ଆରମ୍ଭ ହୋଇ ୧୦ ଦିନ ବିତିଯାଇଥିଲେ ମଧ୍ୟ ସରକାର ଓ ମିଲରଙ୍କ ମଧ୍ୟରେ ଚାଲିଥିବା ଛକାପଞ୍ଝା ଯୋଗୁ...

ବିଲରେ ଗଜାହେଲା ପାଚିଲା ଧାନ

ପଟ୍ଟାମୁଣ୍ଡାଇ,୨୭ା୧୨ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଅଞ୍ଚଳର ୨ଟି ପାଟର ପାଚିଲା ଧାନ ଏବେ ପାଣିରେ ଲୋଟିଛି। ଲଗାଣବର୍ଷା ଉଜାଡ଼ି ଦେଇଛି ଭାତହାଣ୍ଡି। ବର୍ଷାରେ ଶହ ଶହ...

ଗାଡ଼ି ଶୋ’ ରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଏକାଧିକ ଗାଡ଼ି

ବ୍ରହ୍ମପୁର,୨୭ା୧୨: ବ୍ରହ୍ମପୁରର ଏକ ଇଲେକ୍ଟ୍ରି ଗାଡ଼ି ଶୋ’ ରୁମ୍‌ରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଟାଉନ ଥାନା ରେଡ୍ଡୀ ଗ୍ୟାରେଜ ଛକ ନିକଟ ଶୋ’ ରୁମ୍‌ରେ...

ଚାଷୀ ଆତ୍ମହତ୍ୟା ଘଟଣା: ମୃତଙ୍କ ପରିବାରଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଛତ୍ରପୁର, ୨୭।୧୨(ସନ୍ତୋଷ ପାଢ଼ୀ): ଅଦିନିଆ ବର୍ଷାରେ ଧାନ ଫସଲ ବ୍ୟାପକ କ୍ଷୟକ୍ଷତି କ୍ଷତି ହେବାରୁ ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ବଡ଼ମାଧପୁର ପଂଚାୟତ ବରଙ୍ଗ ଗ୍ରାମର...

ଅବସର ନେବାକୁ ଆହୁରି ଦୁଇ ବର୍ଷ ବାକିଥିଲା, ମାତ୍ର ଝୁଲିପଡ଼ିଲେ ଏଏସ୍‌ଆଇ

ତେନ୍ତୁଳିଖୁଣ୍ଟି,୨୭ା୧୨(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଏଏସ୍‌ଆଇ ରେଣୁପ୍ରସାଦ ପ୍ରଧାନ ୨୩ ତାରିଖ ସୋମବାରରୁ ନିଖୋଜ ଥିଲେ। ସେ ଥାନାକୁ ଆସୁ ନ ଥିବା...

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ

ଭବାନୀପାଟଣା,୨୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ...

୬୦ ହଜାର ହେକ୍ଟର ଜମି ପ୍ରଭାବିତ

କେନ୍ଦ୍ରାପଡ଼ା,୨୭ା୧୨(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୨୨ ତାରିଖଠାରୁ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି। ବର୍ଷା ଫଳରେ ଜିଲାର ଅଧିକାଂଶ କ୍ଷେତ ଜଳମଗ୍ନ ହୋଇଛି। ବିଶେଷକରି ଧାନ...

ବର୍ଷା କମିଲା, ବଢ଼ିଲା ଦୁର୍ଦ୍ଦଶା

ଭବାନୀପାଟଣା: ୨୭ା୧୨ (ଉତ୍ତମ କୁମାର ଦାଶ): ଦୁଇଦିନର ଲଗାଣ ବର୍ଷା ଚାଷୀଙ୍କ ସମସ୍ତ ସ୍ବପ୍ନ ଓ ସମ୍ଭାବନାକୁ ଧୋଇନେଇଛି। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri