କ୍ରିକେଟ ଖେଳୁଛନ୍ତି ତୈମୁର: ମା’ କରୀନା କହିଲେ ଏମିତି

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ୍‌ ପୁଣିଥରେ ମା’ ହେବାକୁ ଯାଉଛନ୍ତି। ଏ ନେଇ ଏବେ ସେ ଖୁବ୍‌ ଚର୍ଚ୍ଚାରେ ରହିଛନ୍ତି। ଦ୍ୱିତୀୟ ଥର ପାଇଁ ମା’ ହେବାକୁ ଯାଉଥିବାରୁ କରୀନା ସୋସିଆଲ ମିଡିଆରେ ନିଜର ଭାବନା ସବୁ ସମୟରେ ବାଣ୍ଟୁଛନ୍ତି। ବର୍ତ୍ତମାନ ସେ ଦିଲ୍ଲୀରେ ରହି ଫିଲ୍ମ ‘ଲାଲ ସିଂ ଚଡ୍‌ଢ଼ା’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ନିକଟରେ କରୀନା ଶୁଟିଂ ସେଟ୍‌ର ଏକ ଫଟୋ ନିଜର ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି। ଏହି ଫଟୋରେ ଛୋଟେ ନବାବ ତୈମୁର ଅଲ୍ଲୀ ଖାନ୍‌ କ୍ରିକେଟ ଖେଳୁଥିବାର ଦେଖିବାକୁ ମିଳୁଛି। ତୈମୁର ହାତରେ ଏକ ବଡ ବ୍ୟାଟ୍‌ ଧରିଥିବା ବେଳେ ଲୋକମାନେ ତାଙ୍କୁ ଘେରି ରହିଥିବା ଦେଖିବାକୁ ମିଳୁଛି। ଏହି ଫଟୋକୁ ଶେୟାର କରି କରୀନା କ୍ୟାପସନରେ ଲେଖିଛନ୍ତି, ଆଇପିଏଲ୍‌ରେ ଜାଗା ଅଛି କି? ଲୋକେ ତୈମୁରଙ୍କ ଏହି ଫଟୋକୁ ଖୁବ୍‌ ପସନ୍ଦ ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନାଠାରୁ ବି ଅଧିକ ମୂଲ୍ୟବାନ ଏହି ପରିବା

ହପ ସୁଟ ହେଉଛି ହପ ଗଛ (ହୁମୁଲସ ଲୁପୁଲସ) ଖାଦ୍ୟ ଉପଯୋଗୀ ଏବଂ ଔଷଧୀୟ ପ୍ରୟୋଗରେ ଏକ ମୂଲ୍ୟବାନ ଉପାଦାନ। ହପ ସୁଟ ଏହାର ସ୍ବତନ୍ତ୍ର...

ଆଇନଜୀବୀ ଦିବସ, ମଧୁବାବୁଙ୍କ ଜୟନ୍ତୀ ପାଳିତ

ଦିଗପହଣ୍ଡି,୨୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ସୋମବାର ଆଇନଜୀବୀ ଦିବସ ଓ ମଧୁବାବୁ ଜୟନ୍ତୀ ପାଳିତ ହୋଇଯାଇଛି। ଓକିଲ...

ମନଇଚ୍ଛା ଲାଗିପାରିବନି ଜାତୀୟ ଚିହ୍ନ

ଭୁବନେଶ୍ୱର,୨୮ା୪ (ରବିନାରାୟଣ ଜେନା): ରାଜ୍ୟରେ କୌଣସି ବ୍ୟକ୍ତିବିଶେଷ, ବ୍ୟବସାୟ ପ୍ରତିଷ୍ଠାନ କିମ୍ବା ଅନୁଷ୍ଠାନ ପକ୍ଷରୁ ଜାତୀୟ ଚିହ୍ନ(ଅଶୋକସ୍ତମ୍ଭ)କୁ ମନଇଚ୍ଛା ବ୍ୟବହାର କରାଯାଇପାରିବ ନାହିଁ। ଯଦି କୌଣସିଠାରେ...

ଭାରତକୁ ଚେତାବନୀ ଦେଲେ ପନ୍ନୁ: କହିଲେ, ଆମେ ପାକିସ୍ତାନ ସହ ଅଛୁ

ଓ୍ବାଶିଂଟନ,୨୮।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂହ ପନ୍ନୁ ପାକିସ୍ତାନକୁ ସମର୍ଥନ କରିଛନ୍ତି। ପାକିସ୍ତାନ ସହିତ ଯୁଦ୍ଧ କରିବାକୁ ଭାରତର ସାହସ...

୧୦ ହଜାର ନଳକୂପରୁ ବାହାରୁଛି ଲୁଣିପାଣି

କେନ୍ଦ୍ରାପଡ଼ା,୨୮ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୭ ନଦୀ ପ୍ରବାହିତ ହେଉଥିବା ସତ୍ତ୍ୱେ ଏଠାରେ ପାନୀୟ ଜଳ ସଙ୍କଟ ଏକ ମୁଖ୍ୟ ସମସ୍ୟା ହୋଇରହିଛି। କାରଣ ମହାନଦୀ,...

ଭାରତ ସହ ଯୁଦ୍ଧ ନ କରିବା ଭଲ: ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି ଉପଦେଶ ଦେଲ ବଡ଼ ଭାଇ

ଇସଲାମାବାଦ୍‌,୨୮।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ୍‌ ଶରିଫ ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ) ସଭାପତି ନୱାଜ ସରିଫଙ୍କୁ ଜାତୀୟ ସୁରକ୍ଷା କମିଟି (ଏନଏସସି) ବୈଠକରେ ନିଆଯାଇଥିବା ନିଷ୍ପତ୍ତି...

ଆବେଲ ପୁରସ୍କାର-୨୦୨୫

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ପ୍ରଦାନ କରାଯାଉଥିବା ଗୋଟିଏ ଉଲ୍ଲେଖନୀୟ ପୁରସ୍କାର। ଗଣିତ କ୍ଷେତ୍ରରେ ଉତ୍କର୍ଷ ଲାଭ କରିଥିବା ଜଣେ ଗଣିତଜ୍ଞଙ୍କୁ ଏହା ପ୍ରଦାନ...

ପାକିସ୍ତାନ ସାହାଯ୍ୟ ମାଗିବା ପରେ Pahalgam Attackକୁ ନେଇ ପ୍ରଥମ ରିଆକ୍ସନ ଦେଲା ଚାଇନା

ବେଜିଂ,୨୮।୪: ପହଲଗାମ ଆକ୍ରମଣ ପରେ ଭାରତ ସିନ୍ଧୁ ନଦୀ ଚୁକ୍ତିନାମାକୁ ସ୍ଥଗିତ ରଖିବା ନେଇ ପାକିସ୍ତାନ ଚିନ୍ତିତ। ଭାରତ ପକ୍ଷରୁ କୌଣସି ପ୍ରକାରର ସାମରିକ କାର୍ଯ୍ୟାନୁଷ୍ଠାନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image