ରାହୁଲ ଗାନ୍ଧୀଙ୍କୁ ଡେଟ୍‌ କରିବାକୁ ଚାହୁଁଥିଲେ କରୀନା କପୁର, କହିଲେ ଆମେ ଦୁହେଁ…

ନୂଆଦିଲ୍ଲୀ,୨୧।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବହୁ ଯୁବତୀଙ୍କ ପସନ୍ଦର ପୁରୁଷ ଅଟନ୍ତି। କିନ୍ତୁ ଖୁବ୍‌ କମ୍‌ ଲୋକ ଜାଣନ୍ତି ବଲିଉଡର ଲୋକପ୍ରିୟ ଅଭିନେତ୍ରୀ କରୀନା କପୁର ରାହୁଲ ଗାନ୍ଧୀଙ୍କୁ ଖୁବ୍‌ ପସନ୍ଦ କରନ୍ତି। ଏକ ସାକ୍ଷାତକାରରେ ସେ ଏନେଇ ଖୁଲାସା କରିଛନ୍ତି। ଏଥିରେ ସେ କହିଛନ୍ତି ରାହୁଲଙ୍କ ସହ ସେ ଡେଟ୍‌ରେ ଯିବାକୁ ଚାହାନ୍ତି। ଆଉ ତାଙ୍କୁ ଭଲ ଭାବରେ ଜାଣିବାକୁ ଚାହାନ୍ତି। ସେ ରାହୁଲଙ୍କ ବଡ଼ ପ୍ରଶଂସକ ଅଟନ୍ତି।

କରୀନାଙ୍କ ଏହି ସାକ୍ଷାତାକାର ବହୁତ ପୁରୁଣା। ଯାହା ଏବେ ଭାଇରାଲ ହେବାରେ ଲାଗିଛି। ସେ ଏହି ସାକ୍ଷାତାକର ଦେବା ସମୟରେ ସୈଫ ଅଲ୍ଲୀ ଖାନ୍‌ଙ୍କୁ ବିବାହ କରି ନ ଥିଲେ। ତେବେ ଏହି ସାକ୍ଷାତକାରରେ ସେ ରାହୁଲଙ୍କୁ ନିଜର ପସନ୍ଦର ପୁରୁଷ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବିଧାନରେ ସଂଶୋଧନ ପାଇଁ ମୋଦି ସରକାରଙ୍କ ପାଖରେ ସଂଖ୍ୟା ନାହିଁ, କେମିତି ପୂରଣ ହେବ ‘ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ’ର ସ୍ବପ୍ନ…

ନୂଆଦିଲ୍ଲୀ,୧୯ା୯: ସମ୍ବିଧାନରେ ସଂଶୋଧନ କରିବାକୁ ମୋଦି ସରକାରଙ୍କ ପାଖରେ ସଂଖ୍ୟା ନାହିଁ, ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ ସ୍ବପ୍ନ କିପରି ପୂରଣ ହେବ? ଏହି ଯୋଜନାରେ...

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’ ପରେ ଯଦି ଭାଙ୍ଗିଯବ ସରକାର ତେବେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ଓ୍ବାନ ନେଶନ ଓ୍ବାନ ଇଲେକ୍ସନ ନିର୍ବାଚନ ପ୍ରସ୍ତାବକୁ ମୋଦି କ୍ୟାବିନେଟରେ ଅନୁମୋଦନ ମିଳିଛି। ଏହାକୁ ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟକାରୀ କରିବାକୁ ଯୋଜନା ରହିଛି। ପ୍ରଥମ...

ଭାରତ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ କାନାଡା ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଓଟଓ୍ବା,୧୯।୯: ଭାରତ ଏବଂ କାନାଡା ମଧ୍ୟରେ ପୁଣି ଥରେ ଉତ୍ତେଜନା ବଢୁଥିବା ଜଣାପଡିଛି। କାନାଡିଆନ ସିକ୍ୟୁରିଟି ଇଣ୍ଟେଲିଜେନ୍ସ ସର୍ଭିସ (ସିଏସ୍‌ଆଇଏସ୍‌) କହିଛି, ଚାଇନା ଏବଂ ଭାରତ...

ତିରୁମାଲାଙ୍କ ପ୍ରସାଦରେ ପଶୁ ଚର୍ବି, ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ଅଭିଯୋଗ ପରେ ତୀବ୍ର ଉତ୍ତେଜନା

ହାଇଦ୍ରାବାଦ,୧୯ା୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ପୂର୍ବ ସରକାର ଜଗନମୋହନ ରେଡ୍ଡୀଙ୍କ ବିରୋଧରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ପରେ ରାଜ୍ୟର ରାଜନୀତି...

ଜଣେ ଏମିତି ସାଥୀ ଚାହୁଁଛି ଯିଏ ମୋତେ ପାଗଳ ଭଳି ଭଲପାଇବ…ଛାଡପତ୍ର ବିବାଦ ଭିତରେ ଏମିତି କହିଦେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ବିବାହକୁ ୧୭ବର୍ଷ ପୁରିଛି। ସେ ୨୦୦୭ରେ ଅଭିଷେକଙ୍କୁ ବିବାହ କରିଥିଲେ। ବିବାହ ପରେ ଐଶ୍ୱ ଖୁବ କମ...

ନିର୍ବାଚନ ପୂର୍ବରୁ ଅଜିତ ପାୱାରଙ୍କୁ ବଡ଼ ଝଟକା

ମୁମ୍ବାଇ,୧୯।୯: ଚଳିତ ବର୍ଷ ଶେଷରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ପୂର୍ବରୁ ନେତାଙ୍କ ଦଳବଦଳ କାର୍ଯ୍ୟ ଆରମ୍ଭ ହୋଇଛି। ଏହି ସମୟରେ ଶରଦ...

ଟସ୍‌ ଜିତିଲା ବାଂଲାଦେଶ: ଭାରତକୁ ପ୍ରାରମ୍ଭିକ ଝଟ୍‌କା

ଚେନ୍ନାଇ,୧୯।୯: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆଜିଠାରୁ ଆରମ୍ଭ ହେଉଛି। ଗୁରୁବାରଠାରୁ ଚେନ୍ନାଇର ଚେପକ ଷ୍ଟାଡିୟମରେ ପ୍ରଥମ ମ୍ୟାଚ...

ଖାର୍ଗେଙ୍କୁ ଖୋଲା ଚିଠି ଲେଖିଲେ ଜେପି ନଡା

ନୂଆଦିଲ୍ଲୀ,୧୯।୯: ଭାଜପା ଜାତୀୟ ଅଧ୍ୟକ୍ଷ ଜେପି ନଡା ଗୁରୁବାର କଂଗ୍ରେସ ଦଳର ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ରାହୁଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri