Categories: Video

କାର୍ଗିଲ ବିଜୟ ଦିବସ

ଜୁଲାଇ ୨୬ ତାରିଖ, ଭାରତୀୟ ଇତିହାସରେ ଏକ ସ୍ମରଣୀୟ ଦିନ। କାର୍ଗିଲ ବିଜୟ ଦିବସ। ଭାରତୀୟ ଯବାନ ମାନେ ଏହି ଦିନ ନିଜ ବୀରତ୍ୱ ଓ ସାହାସର ନିଦର୍ଶନ ପ୍ରଦର୍ଶନ କରିଥିଲେ। ୧୯୯୯ ମସିହା ମେ ମାସରୁ ଯୁଦ୍ଧ ଆରମ୍ଭ ହୋଇଥିବା ବେଳେ ଜୁଲାଇ ୨୬ ତାରିଖରେ କାର୍ଗିଲ ଘାଟିକୁ ନିଜ ଅକ୍ତିଆରକୁ ନେଇଥିଲେ ଭାରତୀୟ ଯବାନ। ତେବେ କାର୍ଗିଲ ବିଜୟ ଦିବସରେ ସହିଦ ହୋଇଥିବା ଯବାନଙ୍କୁ ସଲାମ ଜଣାଇବା ପାଇଁ ଏହା ଏକ ସ୍ମରଣୀୟ ଦିନ।