Categories: ଜାତୀୟ

ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନା

ବେଙ୍ଗାଲୁରୁ, ୯।୮-କର୍ନାଟକ ସ୍ବାସ୍ଥ୍ୟମନ୍ତ୍ରୀ ବି. ଶ୍ରୀରାମୁଲୁ ମହାମାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ତାଙ୍କର ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ବି. ଶ୍ରୀରାମୁଲୁ ଟୁଇଟ ଯୋଗେ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ଗତି କିଛିଦିନ ତଳେ କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ ୟେଦୁୟୁରପ୍ପା କରୋନା ଆକ୍ରାନ୍ତ ହୋଇଥିଲେ।

Share