ଭଦ୍ରକ ଜିଲାର ଜଣେ ବିଡିଓଙ୍କୁ କରୋନା: ଜାଣନ୍ତୁ ସେ କେଉଁ ବ୍ଲକର

ପଦ୍ମପୁର:(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଡିଓ, ସାମାଜିକ ନିରାପତ୍ତା ଅଧିକାରୀ, ଓ ଜଣେ କନିଷ୍ଠ ଯନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହାକୁ ନେଇ ବ୍ଲକର ସମସ୍ତ କର୍ମଚାରୀ ଭୟଭୀତ ହୋଇପଡିଛନ୍ତି। ମଙ୍ଗଳବାର ସମସ୍ତଙ୍କର ସ୍ବାବ ଟେଷ୍ଟ ହେବ ବୋଲି ଜଣାପଡିଛି। ଏ ନେଇ ବ୍ଲକ କାର୍ଯ୍ୟାଳୟକୁ ସମ୍ପୂର୍ଣ୍ଣ ଶଟଡାଉନ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ବ୍ଲକସ୍ତରୀୟ ‘ଆମ କୁନି ପିଲା’ ତାଲିମ

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମନ୍ବିତ ଶିଶୁ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଆର୍‌ଏମ୍‌ସି କାର୍ଯ୍ୟାଳୟ ନିକଟ କଲ୍ୟାଣମଣ୍ଡପଠାରେ ବ୍ଲକର ଅଙ୍ଗନବାଡି କର୍ମୀମାନଙ୍କୁ ନେଇ...

ଭିନ୍ନକ୍ଷମ ନାବାଳିକାଙ୍କୁ କରିଥିଲେ ବଳାତ୍କାର; ୮୭ ବର୍ଷର ବୃଦ୍ଧଙ୍କୁ ମିଳିଲା ୭ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର, ୨୮।୩(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହକାରୀ ଦୌରା ଜଜ ତଥା ସ୍ବତନ୍ତ୍ର ଟ୍ରାକ କୋର୍ଟ ବିଚାରପତି ସୌଦାମିନି ସିଙ୍ଗ ଜନୈକା ୧୪ ବର୍ଷ ନାବାଳିକା...

ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଆଦିବାସୀ ସଂଘ

ନୂଆପଡ଼ା,୨୮ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସମସ୍ୟା ନେଇ ଶୁକ୍ରବାର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ସଂଘ...

ରାଉରକେଲାରେ ପୁଣି ଫୁଟିଲା ଗୁଳି: ଯୁବକଙ୍କୁ ଗୋଡ଼ାଇ ଗୋଡାଇ ହୋଟେଲରେ ପଶିଲେ, ଭୁଜାଲିରେ ହାଣିଲେ…

ରାଉରକେଲା,୨୮l୩(ସଂଗୀତା ଜେନା): ରାଉରକେଲାରେ ପୁଣି ଗୁଳିକାଣ୍ଡ। ଗତ ମାସ ୪ ନଂ ସେକ୍ଟରରେ ଘଟିଥିବା ଗୁଳିକାଣ୍ଡ ଲୋକଙ୍କ ମନରୁ ଯାଇ ନ ଥିବା ବେଳେ ଗୁରୁବାର...

ଭିଜିଲାନ୍ସ ଜାଲରେ ସିନିୟର କ୍ଲର୍କ

ଅନୁଗୋଳ,୨୮।୩: ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ସତ୍ୟପ୍ରିୟ...

ଗାଁ ଗାଁରେ ପୁଷ୍ଟିସାର ଖାଦ୍ୟ ଖାଇବା ଲାଗି ସଚେତନତା, ତାଲିମ ପାଉଛନ୍ତି ଅଙ୍ଗନଓ୍ବାଡି-ଓ୍ବାର୍ଡ ସଭ୍ୟାସଭ୍ୟ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ): ରାଜ୍ୟରେ ଅପପୁଷ୍ଟି ରୋକିବା ସହ ସାଧାରଣ ଲୋକ କିଭଳି ସୁସ୍ଥ ଜୀବନଯାପନ କରିପାରିବେ ସେନେଇ ରାଜ୍ୟସରକାର ପ୍ରୟାସ ଜୋରଦାର କରିଛନ୍ତି।...

ଜାତୀୟ ସ୍କଚ ଆୱାର୍ଡ-୨୦୨୫ ପାଇବାକୁ ଗଞ୍ଜାମ ଜିଲା ମନୋନୀତ

ଛତ୍ରପୁର,୨୮ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଅଭିନବ ନିରୀକ୍ଷଣ କାର୍ଯ୍ୟକ୍ରମରେ ଗର୍ଭବତୀଙ୍କ ସୁରକ୍ଷା ଓ ଠିକ ସମୟରେ ସ୍ବାସ୍ଥ୍ୟସେବା ଯୋଗାଇଥିବାରୁ ଜାତୀୟ ସ୍କଚ ଆୱାର୍ଡ-୨୦୨୫ ପାଇବାକୁ ମନୋନୀତ...

ଟାସ୍କଫୋର୍ସ କମିଟି ବୈଠକ: ବାଲ୍ୟ ବିବାହ ରୋକିବା ଓ ଶିଶୁ ସୁରକ୍ଷାକୁ ଗୁରୁତ୍ୱ

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ଶିଶୁ ସୁରକ୍ଷା ୟୁନିଟ ଆନକୁଲ୍ୟରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ବାଲ୍ୟବିବାହ ରୋକିବା ପାଇଁ ଜିଲା ଟାସ୍କଫୋର୍ସ କମିଟିର ସମସ୍ତ ସଦସ୍ୟଙ୍କୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image